-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||     

HOME   ଜିଲ୍ଲା

ଲାଦେରପାଲି ଛକ ରେ କଣ୍ଟେନର ଧକ୍କାରେ ବୃଦ୍ଧ ଗୁରୁତର,ଅଳ୍ପକେ ବର୍ତ୍ତିଲେ ବୃଦ୍ଧା

29-Jan-2022



ବରଗଡ:-ଦୁର୍ଘଟଣା ର ପଥ ୫୩ନଂ ଲୁହୁରାଚଟି - ସମ୍ବଲପୁର ବ୍ୟସ୍ତ ବହୁଳ ଜାତୀୟ ରାଜପଥ । ମୁଖ୍ୟତଃ ବରଗଡ଼ ରୁ ସମ୍ବଲପୁର ମଧ୍ୟରେ ଥିବା ଅତାବିରା ଥାନା ଅଞ୍ଚଳ ଶୁକୁଟା ପାଲି ରୁ ଗୋଡଭଗା ପର୍ଯ୍ୟନ୍ତ ରାଜରାସ୍ତାକୁ ଅସମ୍ପୂର୍ଣ୍ଣ ତଥା ତ୍ରୁଟି ପୂର୍ଣ୍ଣ ହୋଇଥିବା ଯୋଗୁଁ ଦୁର୍ଘଟଣା ଯେମିତି ନିତିଦିନିଆ ଘଟି ଛୋଟ ମୋଟ ଘଟଣା ଠାରୁ ଆରମ୍ଭ କରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ କେତେ ପିଲା ବାପ ଛେଉଣ୍ଡ ହେଲେଣି ତ କେତେ ସଧବା ମଥାରୁ ସିନ୍ଦୂର ଲିଭାଇ ସାରିଛନ୍ତି।ଆଉ କେତେ ମାଁ କୋଳ ଶୂନ୍ୟ ହେବା ସହ ଏବେ ବି ନିରୀହ ଲୋକ ଦୁର୍ଘଟଣା ର ଶିକାର ହୋଇ ଜୀବନ ସହ ସଂଘର୍ଷ କରୁଛନ୍ତି।ସେହିପରି ଏକ ଘଟଣା ଅତାବିରା ଏନ.ଏ .ସି ସ୍ଥିତ ଲାଦେରପାଲି ଛକ ମୁଖ୍ୟ ରାଜରାସ୍ତା ରେ ଏକ କଣ୍ଟେନର ନଂ - ଏନ୍ ଏଲ୍ ଓ ୧ ଏ ଏଫ୍ ୨୯୬୫ ଧକ୍କା ହେବା ଫଳରେ ବାଇକ୍ ଆରୋହୀ ବୁଦ୍ଧ ବୃଦ୍ଧା ଛିଟିକି ପଡ଼ି ବୃଦ୍ଧ ଘଟଣା ସ୍ଥଳରେ ଗୁରୁତର ହୋଇ ପଡ଼ିଥିବା ବେଳେ ଘଟଣା ସ୍ଥଳରେ ଅତାବିରା ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତା ରେ ପ୍ରାରମ୍ଭିକ ତଦନ୍ତ ସହ ବୃଦ୍ଧବୃଦ୍ଧା ସ୍ଥାନୀୟ ଏନ୍. ଏ.ସି କାଣ୍ଡପାଲି ରୋଡ଼ ଗଣେଶ ନଗର ସ୍ଥିତ ଅବସର ପ୍ରାପ୍ତ ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ମେହେର ବୟସ ୭୨ ବର୍ଷ ଓ ତାଙ୍କ ଧର୍ମ ପତ୍ନୀ ସୁମେଧା ମେହେର ବୟସ ୬୬ ଏକ ଘରୋଇ କାର୍ଯ୍ୟ କୁ ନେଇ ନିଜ ଘରୁ ଲାଉମୁଣ୍ଡା କୁ ଯାଉଥିବା ସମୟରେ ଘଟଣା ଘଟିଥିବା ଜଣା ପଡ଼ିଥିବା ବେଳେ ପ୍ରାଥମିକ ଚିକିତ୍ସା କରାଇ ବୃଦ୍ଧ ଙ୍କୁ ସ୍ଵତନ୍ତ୍ର ଚିକିତ୍ସା ପାଇଁ ବରଗଡ଼ ବିକାଶ ହସ୍ପିଟାଲ ପଠାଇ ଦିଆ ଯାଇଥିବା ବେଳେ  ତାଙ୍କ ଡାହାଣ ହାତ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ବିଶ୍ଵସ୍ତ ସୂତ୍ରରୁ ଜଣା ପଡ଼ିଥିବା ବେଳେ ଅତାବିରା ପୋଲିସ କଣ୍ଟେନର କୁ ଅଟକ ରଖି ତଦନ୍ତ ଜାରି ରଖିଥିବା ଜଣା ପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026

You Might Also Like