-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

୬ଟି ପାନୀୟ ଜଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ଦେଲେ ନରସିଂହ ପ୍ରତ୍ୟେକ ଗାଁ ଓ ଘରକୁ ପାଇପ ଦ୍ୱାରା ପିଇବା ପାଣି ଯୋଗାଇ ଦିଆଯିବ- ନରସିଂହ

13-Nov-2020



ବଲାଙ୍ଗିର,(ସନ୍ତୋଷ କୁମାର ଠ।କୁର)- ଆଜି ବଲାଙ୍ଗିର ସଦର ବ୍ଲକ ସ୍ଥିତ ବାନ୍ଧନଘୋର, ସିଆଲବାହାଲି, କେରମେଲି, ଫଟକରା, ଚାଣ୍ଟିମୁଣ୍ଡା ଓ ସାଉନ୍ତମୁଣ୍ଡା ଗାଁରେ ୬ଟି ପାଇପ ଦ୍ୱାରା ପାନୀୟ ଜଳ ବଣ୍ଟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଯାଇଅଛି । ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ବିଭାଗ ଦ୍ୱାରା ପାନୀୟ ଜଳ ଯୋଗାଣ ମାଧ୍ୟମରେ କୁଟୁମଡୋଲା ପଂଚାୟତର ବାନ୍ଧନଘୋର ଠାରେ ୧କୋଟି ୭୭ଲକ୍ଷ ଟଙ୍କା, ଝାଙ୍କରପାଲି ପଂଚାୟତର ସିଆଲବାହାଲି ଗାଁରେ ୧କୋଟି ୩୧ଲକ୍ଷ ଟଙ୍କା, ବାରପୁଡୁଗିଆ ପଂଚାୟତର କେରମେଲି ଗାଁରେ ୧କୋଟି ୧୯ଲକ୍ଷ ଟଙ୍କା, ଚିକଲବାହାଲ ପଂଚାୟତର ଫଟକରା ଠାରେ ୧କୋଟି ୩୦ଲକ୍ଷ ଟଙ୍କା, ବିଡିଘାଟ ପଂଚାୟତର ଚାଣ୍ଟିମୁଣ୍ଡା ୧କୋଟି ୧୯ଲକ୍ଷ ଟଙ୍କା ଏବଂ ସିକାଛିଡା ପଂଚାୟତର ସାଉନ୍ତମୁଣ୍ଡା ଠାରେ ୧କୋଟି ୧ଲକ୍ଷ ଟଙ୍କାର ୬ଟି ପାନୀୟ ଜଳ ପ୍ରକଳ୍ପ ଯେଉଁ ପ୍ରକଳ୍ପରେ କି ପାଣି ବିଷୋଧନ ୟୁନିଟ, ବିଦ୍ୟୁତ ସଂଯୋଗ ତଥା ପ୍ରତ୍ୟେକ ଘରକୁ ଟେପ୍ ମାଧ୍ୟମରେ ପିଇବା ପାଣି ଯୋଗାଇ ଦେବାର ବ୍ୟବସ୍ଥା ହେବ ଏବଂ ଏହି ସମସ୍ତ ପ୍ରକଳ୍ପ ଏକ ବର୍ଷ ମଧ୍ୟରେ ସମ୍ପୁର୍ଣ୍ଣ ହୋଇ ଲୋକମାନଙ୍କ କାମରେ ଆସିବ ବୋଲି ବିଭାଗିୟ ନିର୍ବାହୀ ଯନ୍ତ୍ରୀ କହିଛନ୍ତି ଏବଂ ସମସ୍ତ ପ୍ରକଳ୍ପର ରକ୍ଷଣାବେକ୍ଷଣ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ପ୍ରକଳ୍ପ ନିର୍ମାଣ ସଂସ୍ଥାର ଦାୟିତ୍ୱରେ ରହିବ । ଗ୍ରାମବାସୀମାନଙ୍କ ସହିତ ଆଲୋଚନା ସମୟରେ ମୁଖ୍ୟ ଅତିଥି ବିଧାୟକ ଶ୍ରୀ ମିଶ୍ର କହିଛନ୍ତି ନିର୍ବାଚନ ମଣ୍ଡଳିର ସମସ୍ତ ପଂଚାୟତର ସମସ୍ତ ଗାଁକୁ ପାଇପ ଯୋଗେ ପିଇବା ପାଣି ପହଞ୍ଚାଇବା ଲକ୍ଷ୍ୟ ରଖାଯାଇଛି କାରଣ ବଲାଙ୍ଗିର ତଥା ଦେଓଗାଁ ବ୍ଲକର ଅନେକ ଅଂଚଳ ଭୂତଳ ଜଳରେ ବିଷାକ୍ତ ଫ୍ଲୋରାଇଡ ମିଳୁଥିବାର ପ୍ରମାଣ ମିଳିଛି । ତେଣୁ ଲୋକମାନଙ୍କ ସ୍ୱାସ୍ଥ୍ୟ ତଥା ଜିବନ ରକ୍ଷା ପାଇଁ ପାଇପ ଯୋଗେ ପିଇବା ପାଣି ଯୋଗାଇବା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।

ଲୋକଙ୍କୁ ଅନୁରୋଧ ନିର୍ମାଣକାରୀ ସଂସ୍ଥା ତଥା ବିଭାଗକୁ କାର୍ଯ୍ୟ ଯେପରି ଶିଘ୍ର ସରିବ ସେ ଦିଗରେ ସହଯୋଗ କରିବେ ବୋଲି ଆଶା । ଆଜିର ଏହି ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ମାନଙ୍କରେ ବିଧାୟକ ଶ୍ରୀ ମିଶ୍ରଙ୍କ ବ୍ୟତିତ ନିର୍ବାହୀ ଯନ୍ତ୍ରୀ ସରୋଜ କୁମାର ଶତପଥି, ସହକାରୀ ଯନ୍ତ୍ରୀ ପ୍ରମୋଦ କୁମାର ମହାପାତ୍ର, କନିଷ୍ଠ ଯନ୍ତ୍ରୀ ମୃତ୍ୟୁଞ୍ଜୟ ରାଉତ, ବ୍ଲକ ଉପାଧ୍ୟକ୍ଷା ଯଶୋବନ୍ତି ବଘାର, ଜିଲ୍ଲା ପରିଷଦ ସଭ୍ୟ ଶ୍ରୀଧର ବାରିକ, ବିଧାୟକଙ୍କ ବିଭାଗୀୟ ପ୍ରତିନିଧି ମାନସ ମହାନ୍ତି, ଉମାଶଙ୍କର ପଣ୍ଡା, ବ୍ଲକ ସଭାପତି ରାମ ପ୍ରସାଦ ମିଶ୍ର, ବରିଷ୍ଠ ନାଗରିକ ଭରତ ଭୋଇ, ରାଧାକାନ୍ତ ଭୋଇ, ସରୋଜ ରଥ, ବିଶ୍ୱଜିତ ନାଥ, ଡମ୍ବରୁ ମେହେର, ସରୋଜ ମେହେର, ରମାକାନ୍ତ ପଟେଲ, ଶଙ୍କିତ୍ତନ ମେହେର, ବୁବୁ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like