-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ସଦର ବ୍ଲକ ଜିଲ୍ଲା ପରିଷଦ ପ୍ରାର୍ଥୀ ଯଶୋବନ୍ତି ବଘାର ପାଇଁ ଭୋଟ ଭିକ୍ଷା କଲେ ନରସିଂହ

29-Jan-2022



ବଲାଙ୍ଗିର, (ପ୍ରେରଣା ଖବର)-ଆଜି ବଲାଙ୍ଗିର ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସଦର ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମର ଘର କୁ ଘର ଯାଇ ଜୋନ ୨୨ର ସର୍ବାଙ୍ଗୀନ ଉନ୍ନତି ପାଇଁ କଂଗ୍ରେସ ଜିଲ୍ଲା ପରିଷଦ ପ୍ରାର୍ଥୀ ଯଶୋବନ୍ତି ବଘାରଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ।  ଜିଲ୍ଲା ପରିଷଦ ପ୍ରାର୍ଥୀ ଯଶୋବନ୍ତି ବଘାରଙ୍କ ସହିତ ସଦର ବ୍ଲକ ଅନ୍ତର୍ଗତ ଛତ୍ରିପାଲି, ଡୁଡକାଶିରା, ଝାଙ୍କରପାଲି, କୁଟୁମଡୋଲା, ସିଆଲବାହାଲି, ବାନ୍ଧନଘୋର, ହରିପାଲି, ଖୁଣ୍ଟପାଲି ଓ ହର୍ଡାଟାଲ ଆଦି ଆଦି ଗ୍ରାମରେ ଜନସଂପର୍କ ଅଭିଯାନ କରି  ବିଧାୟକ ଶ୍ରୀ ମିଶ୍ର ପୁଣି ଥରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦୋଷ ଦୁର୍ବଳତା ଉପରେ ଜୋରଦାର ବର୍ଷିଛନ୍ତି । ସେ କହିଛନ୍ତି ଯେ, ଉଭୟ ସରକାର ଜନସଂଖ୍ୟାର ଅଧ ଭାଗ ଥିବା ନାରୀଙ୍କୁ ଉଚିତ ନ୍ୟାୟ ଦେଇ ପାରିନାହାନ୍ତି । ନାରୀ ମାନଙ୍କ ଶିକ୍ଷା ଓ ସୁରକ୍ଷା ବଡ ପ୍ରଶ୍ନ୍ନବାଚୀ ହୋଇ ରାଜ୍ୟ ଓ ଦେଶରେ ଉଭା ହୋଇଛି । ଏପରିକି ଆମ ରାଜ୍ୟ ଓଡିଶା  ଜନସଂଖ୍ୟା ଅନୁସାରେ ନାରୀ ନିର୍ଯ୍ୟାତନାରେ

ଦେଶରେ ପ୍ରଥମ ସ୍ଥାନ ଅଧିକାର କରି ସାରିଛି । କିନ୍ତୁ ଅନ୍ଧ ବଧିର ସରକାରଙ୍କ ଏଯାଏଁ ଚେତା ପଶି ନାହିଁ । ଓଲୋଟା ମମିତା ମେହେର ଭଳି ବିଭୀନ୍ନ ଘଟଣାରେ ସରକାର ଦୋଷୀଙ୍କୁ ଘଣ୍ଟ ଘୋଡାଇବାରେ ବ୍ୟସ୍ତ ଅଛନ୍ତି । ସେହିପରି ଅତ୍ୟବଶକୀୟ ସାମଗ୍ରୀ ମାନଙ୍କର ଦରଦାମ ବୃଦ୍ଧି ନାରିଙ୍କ ପାଇଁ ଘର ପରିବାର ଚାଳାଇବାରେ ମୁଣ୍ଡ ବ୍ୟଥା ପାଲଟିଛି । ଆହୁରି  ଅଞ୍ଚଳରେ ଥିବା ବହୁ ଦିନର ସମସ୍ୟା ଯଥା  କୃଷି, ରାସ୍ତାଘାଟ, ଜଳସେଚନରେ ଉନ୍ନତତଥା ଅଞ୍ଚଳର ଯୁବକମାନଙ୍କ ରୋଜଗାର ପାଇଁ ଉଭୟ ସରକାର କୌଣସି ଠୋସ ପଦକ୍ଷେପ ଗ୍ରହଣ କରି ନାହାନ୍ତି ।  କୃଷକର ସ୍ୱାର୍ଥ ପାଇଁ କୁମ୍ଭିର କାନ୍ଦଣା କାନ୍ଦୁଥିବା ଉଭୟ ବିଜେପି ଓ ବିଜେଡି ଦଳ ଆମ ଅଂଚଳର ଚାଷୀଙ୍କ ଧାନର ସର୍ବନିମ୍ନ ମୁଲ୍ୟ ଦେବାର ଦୂରର କଥା କ୍ୱିଣ୍ଟାଲ ପିଛା ଧାନ କିଣିଲା ବେଳେ ୫ ରୁ ୧୦ କେଜି ପର୍ଯ୍ୟନ୍ତ କଟନି ଛଟନି କରୁଛନ୍ତି । ଜଳସେଚନ ନାଁରେ ଉଭୟ ସରକାର ଭୁଆଁ ବୁଲାଉଛନ୍ତି ।  ତାଛଡା ସରକାର ଆପଣଙ୍କ ସ୍ଥାନୀୟ ସମସ୍ୟାମାନଙ୍କର ମଧ୍ୟ ଏଯାଁଏ କୌଣସି ସମାଧାନ ବାହାର କରି ପାରି ନାହାନ୍ତି । ତେବେ ରାଜ୍ୟର ବିଜେଡି ଓ କେନ୍ଦ୍ରର ବିଜେପି ସରକାରର ଜନବିରୋଧି କାର୍ଯ୍ୟକଳାପର  ଜବାବ ଦେବାର ଏବେ ଉଚିତ ସମୟ ଆସିଛି ।  କେନ୍ଦ୍ରରେ ଥିବା ଭାରତୀୟ ଜନତା ପାର୍ଟି ତଥା ରାଜ୍ୟରେ ଥିବା ବିଜୁ ଜନତା ଦଳର ନେତାମାନଙ୍କ ମିଥ୍ୟା ପ୍ରତିଶୃତି ପ୍ରତ୍ୟାକ୍ଷାନ କରି ୨୨ନଂ ଜୋନ ସଦର ବ୍ଲକ ପାଇଁ  କଂଗ୍ରେସ ଦଳର ଜିଲ୍ଲା ପରିଷଦ ପ୍ରାର୍ଥି ଯଶୋବନ୍ତି ବଘାର ଙ୍କୁହାତ ଚିହ୍ନରେ ଭୋଟ ଦେଇ ତାଙ୍କୁ ବିଜୟୀ କରିବା ପାଇଁ ନିବେଦନ କରିଛନ୍ତି ।   


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like