-+91-9937148622 |
prerana_bgr@rediffmail.com |
Tuesday 13th October 2026 |
R.N.I. Regd No. ODIODI/2010/46693
Breaking News
30-Jan-2022
ବୌଦ୍ଧ (ପ୍ରେରଣା ଖବର) : ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ପ୍ରଥମ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ଆଜି ୮ ଟା ୩୦ ମିନିଟ୍ ସମୟରେ ବୌଦ୍ଧ ଜିଲ୍ଲା ଗାନ୍ଧୀ ଛକଠାରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ସମ୍ମାନୀୟା ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ବବିତାରାଣୀ ଦଳବେହେରାଙ୍କ ଦ୍ଵାରା ମାଲ୍ୟାର୍ପଣ ଓ ପୂର୍ବାହ୍ନ ୧୧.୦୦ ଘଟିକା ସମୟରେ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ଦ୍ବାରା ୨ ମିନିଟ ନୀରବ ପ୍ରାର୍ଥନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।