-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ରାଜ୍ୟ

ସରକାରୀ କର୍ମଚାରୀମାନେ ପଞ୍ଚାୟତ ନିର୍ବାଚନରେ ନିରପେକ୍ଷ ରୁହନ୍ତୁ; ନହେଲେ ଚାକିରି ଯିବ: ମୁଖ୍ୟ ସଚିଵ 

30-Jan-2022



ଆଗକୁ ଆସୁଛି ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ଏଥିପାଇଁ ସମସ୍ତ ରାଜନୈତିକ ଦଳ ଚଳଚଞ୍ଚଳ ହୋଇ ଉଠିଛନ୍ତି । ଏହା ମଧ୍ୟରେ ରାଜ୍ୟର ମୁଖ୍ୟଶାସନ ସଚିବ ବଡ଼ ବୟାନ ଦେଇଛନ୍ତି । ତେବେ ସରକାରୀ ଓ ସ୍ୱାୟତ୍ତ ସଂସ୍ଥାର କର୍ମଚାରୀମାନଙ୍କୁ ନିର୍ବାଚନରେ ନିରପେକ୍ଷ ରହିବାକୁ ମୁଖ୍ୟ ସଚିବ ପରାମର୍ଶ ଦେଇଛନ୍ତି । ନଚେତ୍ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ-୧୯୬୪ର ଧାରା ୨୮ର ପ୍ରାବଧାନ ଅନୁସାରେ ଚାକିରି ହରାଇବାକୁ ପଡ଼ିବ ବୋଲି ସତର୍କ କରାଇଛନ୍ତି। ମୁଖ୍ୟ ସଚିବ ସୁରେଶ ମହାପାତ୍ର ରାଜ୍ୟ ପୁଲିସ ଡିଜି, ସମସ୍ତ ବିଭାଗର ସଚିବ, ଆରଡିସି ଓ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ରାଜ୍ୟରେ କାର୍ୟ୍ୟରତ ସରକାରୀ କର୍ମଚାରୀ, ବିଭିନ୍ନ ଉଦ୍ୟୋଗ, ନିଗମ, ସ୍ୱାୟତ୍ତ ସଂସ୍ଥା, ସମବାୟ ସଂସ୍ଥାର କର୍ମଚାରୀମାନେ ଯେଭଳି ପଞ୍ଚାୟତ ନିର୍ବାଚନରେ ନିରପେକ୍ଷ ରହିବେ ସେଥିପାଇଁ ଆବଶ୍ୟକ ନିର୍ଦ୍ଦେଶ ଦେବାକୁ କହିଛନ୍ତି ।
 ଏହା ସହିତ ଏଭଳି ଅଭିଯୋଗ ଆସିଲେ ପୁଲିସ ତୁରନ୍ତ ଆଇପିସିର ୧୫୩ଏ, ୧୫୩ବି, ୧୭୧ବି, ୧୭୧ସି, ୧୭୧ଜି,୧୭୧ଏଚ ଓ ୫୦୫ ଧାରା ଅନ୍ତର୍ଗତ ମାମଲା ରୁଜୁ କରି ତୁରନ୍ତ ନିରପେକ୍ଷ କାର୍ୟ୍ୟାନୁଷ୍ଠାନ ସୁନିଶ୍ଚିତ କରିବାକୁ କହିଛନ୍ତି। ରାଜ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରା ଜାରି ଆଚରଣ ବିଧି ସମସ୍ତ ସରକାରୀ, ବିଭିନ୍ନ ଉଦ୍ୟୋଗ ଓ ନିଗମ, ସମବାୟ ସଂସ୍ଥା, ସ୍ୱାୟତ୍ତ ସଂସ୍ଥା ଓ ପଂଚାୟତିରାଜ ସଂସ୍ଥାର କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ସ୍ପଷ୍ଟ କରିଛନ୍ତି । ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ-୧୯୬୪ର ଧାରା ୨୮ ର ପ୍ରାବଧାନ ଅନୁସାରେ କୌଣସି ସରକାରୀ କର୍ମଚାରୀ ଅବା ସ୍ୱାୟତ୍ତ ସଂସ୍ଥାରେ କାର୍ୟ୍ୟରତ ବ୍ୟକ୍ତି ନିର୍ବାଚନକୁ ପ୍ରଭାବିତ କରିବା ଭଳି କାର୍ୟ୍ୟ କରିପାରିବେ ନାହିଁ । ଯଦି ସେ କୌଣସି ପ୍ରାର୍ଥୀଙ୍କ ସପକ୍ଷରେ ଏଭଳି କରନ୍ତି ଅବା ଭୋଟକୁ ପ୍ରଭାବିତ କରନ୍ତି ତା’ହେଲେ ତାଙ୍କୁ ନିଜର ଚାକିରି ହରାଇବାକୁ ପଡ଼ିବ ବୋଲି ମୁଖ୍ୟଶାସନ ସଚିବ କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like