-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ସମସ୍ତ ଆଠଗୋଟି ଜୋନରେ ବିଜେଡି ର ଦବଦବା ଦେଖି ବିଜେପି ଦଳ ବିଚଳିତ

30-Jan-2022



ବରଗଡ:- ବରଗଡ ଜିଲ୍ଲା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ  ୮ଗୋଟି ଜିଲ୍ଲା ପରିଷଦ ଜୋନ ରହିଛି । ଜିଲ୍ଲା ର ଆମ୍ବଭନା ଜୋନ ରୁ ଦଳୀୟ ପ୍ରାର୍ଥୀ ଙ୍କର ନିର୍ବିରୋଧ ବିଜୟ ଦଳର ସମସ୍ତ ପ୍ରାର୍ଥୀ ଙ୍କୁ ଆଗାମୀ ନିର୍ବାଚନରେ ଜିତିବା ପାଇଁ ମାନସିକ ଶକ୍ତି ତଥା ଉତ୍ସାହ ଯୋଗାଇ ଥିବା ବେଳେ ବିଜେଡି ର ଏହି ନିର୍ବିରୋଧ ବିଜୟ ବିରୋଧି ଶିବିରକୁ ହତୋତ୍ସାହିତ କରିଛି । ଅନ୍ୟପଟେ ଦେଖିବାକୁ ଗଲେ ବିଜୁ ଜନତା ଦଳ ନିଜର ସଂଗଠନ ମଜବୁତ କରିବା ସହିତ ନିର୍ବାଚନରେ ବିରୋଧୀ ଙ୍କୁ ଉଚିତ ଜବାବ ଦେବା ପାଇଁ ନିଜର ରଣାଙ୍ଗନ ନିତି ପ୍ରସ୍ତୁତ କରି ସାରିଛି । ଆଜି ପଦ୍ମପୁର ବିଜୁ ଜନତା ଦଳ ଅଫିସ ରେ ପର୍ଯବେକ୍ଷକ ତଥା ଢେଙ୍କାନାଳ ବିଧାୟକ ଶ୍ରୀ ସୁଧୀର ସାମଲ , ରାଜ୍ୟ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ , ପଦ୍ମପୁର ବିଧାୟକ ତଥା ଜିଲ୍ଲା ବିଜୁ ଜନତା ଦଳର ସଭାପତି ଶ୍ରୀ ବିଜୟ ରଞ୍ଜନ ସିଂ ବାରିହା ଙ୍କର ଉପସ୍ଥିତ ରେ ଆଠ ଜଣ ଜିଲ୍ଲା ପରିଷଦ ପ୍ରାର୍ଥୀ ଙ୍କର ସହିତ ଆଲୋଚନା କରି ରଣନୀତି ପ୍ରସ୍ତୁତ ହୋଇଥିଲା । ବିଜୁ ଜନତା ଦଳ ତଥା ମୁଖ୍ୟମନ୍ତ୍ରୀ ଙ୍କର

ଲୋକପ୍ରିୟତା , ରାଜ୍ୟ ବାସୀଙ୍କର ବିକାଶ ପାଇଁ ରହିଥିବା ରାଜ୍ୟ ସରକାରଙ୍କ ଅନେକ ସଫଳ ଯୋଜନା , ରାଜ୍ୟ ସରକାରଙ୍କ ଅଗଣିତ ଉପଲବ୍ଧି , ଆଗାମୀ ନିର୍ବାଚନ ରେ ବିଜୁ ଜନତା ଦଲର ବିଜୟ ରେ ସହାୟକ ହେବ ବୋଲି ପ୍ରାର୍ଥୀ ମାନଙ୍କର ଆଶା । ମୁଦ୍ଦା ବିହୀନ ବିରୋଧୀ କେବଳ ଅପପ୍ରଚାର ଓ ପୁନର୍ବାର ମିଛ ପ୍ରତିଶୃତି ଦେଇ ବିଜୟ ହାସଲ କରିବାର ଅସଫଳ ପ୍ରୟାସ ଆରମ୍ଭ କରିଦେଇଛନ୍ତି । ନିର୍ବାଚନ ସହିତ ଲଢ଼ିବା ସହିତ ବିରୋଧୀ ମାନଙ୍କର ମିଛ ପ୍ରଚାର ପ୍ରତି ମଧ୍ୟ ସତର୍କ ରହିବା ପାଇଁ ଅଗଣିତ ଭୋଟର ମାନଙ୍କୁ ଦଳ ତରଫରୁ ସତର୍କ କରାଇଦିଆଯାଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like