-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ବାଲିଗୁଡ଼ାରେ ଚୋର ଆତଙ୍କ: ଗୋଟିଏ ରାତିରେ ଦୁଇଟି ଦୋକାନରୁ ଚୋରୀ: କଡା ପାଟ୍ରୋଲିଂ ପାଇଁ ଦାବୀ

30-Jan-2022



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସଦର ଟାଉନରେ  ଚୋର ଆତଙ୍କ । ଥାନାଠାରୁ ମାତ୍ର ୨୦୦ ମିଟର ଦୂରରେ ଦୁଇ ଦୁଇଟି ଚୋରୀ ଅଭିଯୋଗ । ଶନିବାର ରାତିରେ ଦୁଇଟି ଦୋକାନରୁ ଚୋରୀ ହୋଇଥିବା ଅଭିଯୋଗ ହୋଇଛି । ଦିବାକର ସାହୁ ନାମକ ଜଣେ ବ୍ୟବସାୟୀଙ୍କ କିରାଣା ଦୋକାନରୁ ୨୫ ହଜାରରୁ ଉର୍ଦ୍ଧ୍ଵ ଟଙ୍କା ସହ ବିଭିନ୍ନ ସାମଗ୍ରୀ ଚୋରୀ ହୋଇଥିବା ବେଳେ ଗ୍ରାମ୍ୟ ଉନ୍ନୟନ ବିଭାଗ କାର୍ଯ୍ୟାଳୟ ନିକଟରେ ଥିବା ଶାନ୍ତନୁ କୁମାର ଦଣ୍ଡସେନା ନାମକ ଜଣେ ଯୁବକଙ୍କ ଜନସେବା କେନ୍ଦ୍ରରୁ କମ୍ପ୍ୟୁଟର ଟେବୁଲ୍ ସମେତ ବିଭିନ୍ନ ଆବଶ୍ୟକୀୟ କାଗଜପତ୍ର ଓ କିଛି ଟଙ୍କା ଦୁର୍ବୃତ୍ତ ଚୋରୀ କରିନେଇଥିବା ବାଲିଗୁଡ଼ା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପ୍ରକାରେ ବାଲିଗୁଡ଼ା ପୋଲିସ୍ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି । ସେପଟେ ଦିନକୁ ଦିନ ସହରରେ ଛୋଟ ବଡ଼ ଚୋରି ବଢୁଥିବା ବେଳେ ସହରରେ ପେଟ୍ରୋଲିଂ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ଆବଶ୍ୟକ ବୋଲି ବ୍ୟବସାୟୀ ମହଲରୁ ପ୍ରବଳ ଦାବୀ ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like