-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||     

HOME   ଜିଲ୍ଲା

ବରିଷ୍ଠ ସାମ୍ବାଦିକ ସଂଜୀବ ଯୋଶୀ ଙ୍କ ପରଲୋକ।

31-Jan-2022



ଭବାନୀପାଟଣା,   ବରିଷ୍ଠ ସାମ୍ବାଦିକ ସଂଜୀବ କୁମାର ଯୋଶୀ ଙ୍କ  ପରଲୋକ ହୋଇଯାଇଛି। ଗତ କିଛିଦିନ ଧରି ସେ ପୀଡ଼ିତ ଥିଲେ ଏବଂ ଚିକିତ୍ସିତ ହେଉଥିଲେ। ଆଜି ହଠାତ ଅସୁସ୍ଥ ହେବାରୁ ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା ତେବେ ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କର ପରଲୋକ ଖବର ପ୍ରଚାରିତ ହେବା ପରେ କଳାହାଣ୍ଡି ସାମ୍ବାଦିକ ମହଲ ରେ ଶୋକର ଛାୟା ଖେଳିଯାଇଛି। ସେ ଦୀର୍ଘ ୩୪ ବର୍ଷ ଧରି ସାମ୍ବାଦିକତା କରିଥିଲେ। ଏହାବ୍ୟତୀତ ସେ ଜାତୀୟ ଯୁବ ପୁରସ୍କାର, ଜିଲ୍ଲା ସାମ୍ବାଦିକ ସଂଘ ଉପ ସଭାପତି, ଜିଲ୍ଲା ସଂସ୍କୃତି ପରିଷଦ ସଦସ୍ୟ ଭାବରେ ଜିଲ୍ଲାରେ ବେଶ ପରିଚିତ ଥିଲେ। ଜଣେ ନିର୍ଭୀକ ସାମ୍ବାଦିକ, ସମାଜ ସେବୀ, ଓ ଜଣେ ସମାଜ ସୁଧାରକ ଭାବରେ ସେ ଜିଲ୍ଲାରେ ଅନେକ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ତାଙ୍କର ପରଲୋକରେ ସାମ୍ବାଦିକ ମହଲ ସମେତ ସମଗ୍ର ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି। ସ୍ବର୍ଗତ ଯୋଶୀଙ୍କ ପରଲୋକରେ ଜିଲ୍ଳା ସାମ୍ବାଦିକ ସଂଘ, କଳାହାଣ୍ଡି ପେଷାଦାର ସାମ୍ବାଦିକ ସଙ୍ଘର ରଜନୀ ମିଶ୍ର, ମନୋଜ ନାଏକ, ଶୁଶାନ୍ତ ସାମନ୍ତରାୟ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି। ଜିଲ୍ଲାର ବିଶିଷ୍ଟ ବ୍ୟକ୍ତି ବିଶେଷ, ରାଜନେତା ଓ ସାମ୍ବାଦିକ ମାନେ ତାଙ୍କ ବାସଭବନରେ ପହଞ୍ଚି ତାଙ୍କର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇ ଥିଲେ। ଜଣେ ମିଷ୍ଟଭାସ, ସ୍ନେହୀ, କଳାହାଣ୍ଡି ମାଟିର ଜଣେ ସଂଗ୍ରାମୀ ସାମ୍ବାଦିକଙ୍କୁ ହରାଇ ସମଗ୍ର ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026

You Might Also Like