-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||     

HOME   ରାଜନୀତି

ବାହାଦୂରୀ ନେବାପାଇଁ ମୋତେ ମିଶାଇଥିଲେ

31-Jan-2022



ବରଗଡ :- ଗତ କିଛି ଦିନ ତଳେ ବରଗଡ଼ ଲୋକସଭା ସାଂସଦ ଶ୍ରୀ ସୁରେଶ ପୁଝାରୀ ଙ୍କର ଉପସ୍ଥିତିରେ ପାଇକମାଲ ବ୍ଲକ କେଛୋଦାଦର ପଞ୍ଚାୟତ ର ସମିତି ସଭ୍ୟା ଶ୍ରୀମତୀ ଅଇଁଲା ଧରୁଆ, ତାଙ୍କର ସ୍ୱାମୀ ଶ୍ରୀ ସମ୍ୱାରୁ ଧରୁଆ , ତାଙ୍କର ପୁତ୍ର ଶ୍ରୀ ଡିଲେଶ୍ୱର ଧରୁଆ , ସେହି ଗ୍ରାମର ତପନ ବେଣ୍ଟକାର , ପ୍ରମୁଖ ବିଧିବଦ୍ଧ ଭାବରେ ବିଜେପି ରେ ଯୋଗ ଦେଇଥିଲେ । ହେଲେ ଆଜି ସମିତି ସଭ୍ୟା ଙ୍କର ସହମତି କ୍ରମେ ତାଙ୍କର ସ୍ୱାମୀ , ପୁତ୍ର , ତପନ ଙ୍କର ସହିତ ଖିରସିନ୍ଧୁ ବେଣ୍ଟକର , ପାଇକମାଲ ବିଜୁ ଜନତା ଦଳର ବ୍ଲକ ସଭାପତି ଶ୍ରୀ ରାଜେନ୍ଦ୍ର ରାଉତ ଙ୍କର ଆବାସିକ ଅଫିସରେ , ପଦ୍ମପୁର ବିଜ୍ଞାପିତ ଅଂଚଳ ପରିଷଦର ପୂର୍ବତନ ଅଧ୍ୟକ୍ଷ ଶ୍ରୀ ପ୍ରୀତମ ମେହେର , ବିଧାୟକ ପ୍ରତିନିଧି ଶ୍ରୀ ହୃଦାନନ୍ଦ ବାରିକ , ବିଜୁ ଯୁବ ଜନତା ଦଳର ସଭାପତି ଶ୍ରୀ ଗୌତମ ସିଂ , ବିଜୟ କୁମାର ରାଓ ଙ୍କର ଉପସ୍ଥିତି ରେ ପୁନର୍ବାର ବିଜୁ ଜନତା ଦଳରେ ଯୋଗଦାନ କରିଛନ୍ତି । ଉପସ୍ଥିତ ନେତୃବୃନ୍ଦ ଗୃହକୁ ପ୍ରତ୍ୟାବର୍ତ୍ତନ କରିଥିବା ସମସ୍ତଙ୍କୁ ଫୁଲମାଳ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରିଥିଲେ । ଆଜିର ଏହି ନିରାଡ଼ମ୍ବର ମିଶ୍ରଣ ପର୍ବ ବିରୋଧୀଙ୍କୁ ଏକ ଜୋରଦାର ଝଟକା ଦେଇଛି । ବିରୋଧୀଙ୍କୁ ଚଳିତ ତ୍ରିସ୍ତରୀୟ ନିର୍ବାଚନ ପୂର୍ବରୁ ହେଉ କି ନିର୍ବାଚନ ଘୋଷଣା ହେବା ପରେ ହେଉ , ନାମାଙ୍କନ ଦାଖଲ ପରେ ହେଉ କି ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ପରେ ହେଉ , ପ୍ରଚାର ଆରମ୍ଭ ପୂର୍ବରୁ ହେଉ କି ପରେ ହେଉ , ବିରୋଧୀ ମାନଙ୍କୁ ଝଟକା ପରେ ଝଟକା ଦେଇ ଆସୁଛି ବିଜୁ ଜନତା ଦଳ । ବିଜୁ ଜନତା ଦଳ ପାଇଁ ପ୍ରତ୍ୟେକ ଓଡିଶା ବାସୀ ମହତ୍ତ୍ୱପୂର୍ଣ୍ଣ । ସେହିଭଳି ଦଳ ରେ ପ୍ରତ୍ୟେକ କର୍ମୀ ଗୁରୁତ୍ବପୂର୍ଣ୍ଣ ।ସମସ୍ତଙ୍କୁ ସାଙ୍ଗରେ ନେଇ ମୁଖ୍ୟମନ୍ତ୍ରୀ ଙ୍କର ବିକାଶର ସ୍ୱପ୍ନକୁ ପୂରଣ କରିବା ପ୍ରତ୍ୟେକ ସଂଗଠକ ଓ କର୍ମୀଙ୍କର ଦାୟୀତ୍ୱ ଓ କର୍ତ୍ତବ୍ୟ ବୋଲି କହିଛନ୍ତି ବିଜୁ ଯୁବ ଜନତା ଦଳ ର ସଭାପତି ଶ୍ରୀ ଗୈାତମ ସିଂ


News Comment




Photo in News

Advertisment
Lastest News
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026

You Might Also Like