-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||     

HOME   ରାଜନୀତି

ନୂତନ ବୁଢିମା ମନ୍ଦିର ନିର୍ମାଣ କମିଟିର ବୈଠକ ଅନୁଷ୍ଠିତ

31-Jan-2022



ସୁବର୍ଣ୍ଣପୁର - ଆଜି ସ୍ଥାନୀୟ ଢେରାପଡା ସ୍ଥିତ ବୁଢିମା  କ୍ଲବପରିସରରେ ନୂତନ ବୁଢିମା ମନ୍ଦିର ନିର୍ମାଣ କମିଟିର ସଭାପତି କେ, ସହଦେବ ପାତ୍ର ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏକ ବୈଠକରେ ପଡାର ସମସ୍ତ ସଦସ୍ୟ ଯୋଗଦେଇଥିଲେ। ଅଗ୍ରଗତି ପଥରେ ଥିବା ନୂତନ ବୁଢିମା ମନ୍ଦିର ର ନିର୍ମାଣ କାମପାଇଁ ଅଟକଳ ରଖାଯାଇଥିବା ୫୦ ଲକ୍ଷ ଟଙ୍କାରୁ ବର୍ତ୍ତମାନ ପର୍ଯ୍ୟନ୍ତ  ବ୍ୟୟହୋଇଥିବା ସମସ୍ତ ଆୟବ୍ୟୟର ବିବରଣୀ କୋଷାଧ୍ୟକ୍ଷ ଶ୍ୟାମ ସୁନ୍ଦର ପାତ୍ର ପାଠକରିବା ପରେ ଉପସ୍ଥିତ ସମସ୍ତେ ଅବଶିଷ୍ଟ କାମପାଇଁ ସମ୍ମତି ଜଣାଇଥିବା ବିଭିନ୍ନ ବ୍ୟକ୍ତି ବିଶେଷ ଙ୍କୁ ଭେଟିବାପାଇଁ ନିଷ୍ପତ୍ତି ନେଇଥିଲେ। ପ୍ରକାଶ ଯୋଗ୍ୟଯେ ସଂପୂର୍ଣ୍ଣ ଦକ୍ଷିଣ ଭାରତୀୟ ଢାଞ୍ଚାରେ ନିର୍ମାଣ ହେବାକୁଥିବା ବୁଢିମା ଙ୍କର ଏହି ଭବ୍ୟମନ୍ଦିର ନୟାଗଡ଼ ର କାରିଗରମାନଙ୍କୁ ନେଇ ଆରମ୍ଭ ହୋଇଥିବା ବେଳେ କାମ ସଂପୂର୍ଣ୍ଣ ହେବାକୁ ଅନ୍ୟୁନ ୨ବର୍ଷ ଲାଗିବା ଆକଳନ କରାଯାଇଛି ତେବେ କାମକୁ ତ୍ୱରାନ୍ୱିତ କରିବାପାଇଁ ବୈଠକରେ ସର୍ବସମ୍ମତ ମତପ୍ରକାଶ ପାଇଥିଲା। ଏହି ବୈଠକରେ ମନ୍ଦିର ପରିଚାଳନା ସଂପର୍କରେ ମଧ୍ୟ ଅନେକ ପ୍ରସ୍ଥାବ ଉପରେ ଆଲୋଚନା ହୋଇଥିଲା। ଏହି ବୈଠକରେ ରାମକୁମାର ପାତ୍ର, ରାମଚନ୍ଦ୍ର ପାତ୍ର, ବ୍ରଜକିଶୋର ପାତ୍ର, କେ, ସହଦେବ ପାତ୍ର,ଶିବଭାଇ,ପି, ନରସିଂହ ରାଓ,ଇଗ୍ନେଶୁ ପାତ୍ର, ଜନ୍ମେଜୟ ପାତ୍ର,ଅକ୍ଷୟ ପାତ୍ର,ଶ୍ୟାମସୁନ୍ଦର ପାତ୍ର, ଅରକ୍ଷିତ ପାତ୍ର, ବି, ସତ୍ୟନାରାୟଣ ରାଓ,ସନ୍ତୋଷ ପାତ୍ର, ଦିଲିପ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026

You Might Also Like