-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ସରକାରୀ ବସର ଖୋଲିଗଲା ଚକ

31-Jan-2022



ବରଗଡ: (ନିରଞ୍ଜନ ତ୍ରିପାଠୀ)-ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଅଧୀନସ୍ତ କର୍ମଚାରୀଙ୍କ ଅସାବଧାନତା ଯୋଗୁଁ ଆଜି ଏକ ବଡ଼ ଧରଣର ଦୁର୍ଘଟଣା ହେବାର ସମ୍ଭାବନା ସୃଷ୍ଟି ହୋଇଥିଲା, ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି । ସୂଚନା ଅନୁଯାୟୀ ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ପୁଞ୍ଜିପଥର ଛକ ନିକଟରେ ସରକାରୀ ବସର ଚକ ଖୋଲିଯାଇ ଦୁଇଶହ ମିଟର ପର୍ଯ୍ୟନ୍ତ ଗଡିଯାଇଥିଲା ।ବହୁ କଷ୍ଟରେ ଡ୍ରାଇଭର ଗାଡ଼ିଟିକୁ ନିୟନ୍ତ୍ରଣ କରିଥିଲେ ନଚେତ ସାମ୍ନାରେ ଥିବା କୋଡିଏ ଫୁଟ ଗଭୀର ଗାତରେ ପଡ଼ି ଅନେକ ଯାତ୍ରୀ ମୃତାହତ ହେବାର ସମ୍ଭାବନା ସୃଷ୍ଟି ହୋଇଥାନ୍ତା ।ଏଠାରେ ସୂଚନାଯୋଗ୍ୟ  ଯେ, ବରଗଡ଼ ଠାରୁ ବିଜେପୁର,ପଦ୍ମପୁର ,ପାଇକମାଲ ରାସ୍ତାରେ ନୂଆପଡ଼ା ଜିଲ୍ଲା ଖରିଆର ରୋଡ ପର୍ଯ୍ୟନ୍ତ OR03H100 ନମ୍ବର ବିଶିଷ୍ଟ ହାଇକମ୍ଫ ବସ ପ୍ରତ୍ୟହ ସକାଳୁ ବରଗଡ଼ ରୁ ଖରିଆର ରୋଡ ପର୍ଯ୍ୟନ୍ତ ଚାଲିଥାଏ କିନ୍ତୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଅଧିନସ୍ଥ କର୍ମଚାରୀ ମାନଙ୍କ ଅବହେଳା କାରଣରୁ ଉକ୍ତ ବସର ଚକ ଖୋଲିଯାଇଥିବା ଯୋଗୁଁ ଯାତ୍ରୀମାନେ ତଥା ସ୍ଥାନୀୟ ବୁଦ୍ଧିଜୀବୀ ମାନେ ଉକ୍ତ କର୍ମଚାରୀ ମାନଙ୍କୁ ଦୃଢ଼ ନିନ୍ଦା କରିଥିଲେ । ଏହାଛଡ଼ା ଉକ୍ତ ରାସ୍ତା ଦେଇ ଏହି ପୁରୁଣା ବସ ବଦଳରେ ଏକ ନୂତନ ବସ ଚଳାଚଳ କରିବା ପାଇଁ ସ୍ଥାନୀୟ ଲୋକମାନେ ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like