-+91-9937148622 |
prerana_bgr@rediffmail.com |
Monday 12th October 2026 |
R.N.I. Regd No. ODIODI/2010/46693
Breaking News
31-Jan-2022
ପଦ୍ମପୁର:-ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ବରଗଡ ଜିଲ୍ଲା ଅଧିନସ୍ଥ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ପରେ, କର୍ମଚାରୀ ମାନେ ଏକ ଶୋଭାଯାତ୍ରା ରେ ବାହାରି ଗ୍ରାମ ପରିକ୍ରମା ପରିପ୍ରେକ୍ଷୀରେ, ସ୍ୱଚ୍ଛତା ର ସନ୍ଦେଶ ପ୍ରଦାନ କରିଥିଲେ । ଏ ଅବସର ରେ ସମସ୍ତ କର୍ମଚାରୀ ମାନଙ୍କ ସମାଗମ ପରିଲକ୍ଷିତ ହୋଇଥିଲା ।