-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||     

HOME   ଖେଳ

ଡୁମ୍ବେରବାହାଲ ବୁଢ଼ାରଜା କ୍ରିକେଟ ଟୁର୍ଣ୍ଣାମେଣ୍ଟ ନଅଗାଁକୁ ହରାଇ ଢେଙ୍କିମୁଣ୍ଡା ଚମ୍ପିୟାନ

01-Feb-2022



ପଦ୍ମପୁର:-ପାଇକମାଳ ବ୍ଲକ ଡୁମ୍ବରବାହାଲ ଗ୍ରାମରେ ଇନ୍ଦିରା ପ୍ରିୟଦର୍ଶିନୀ କ୍ଲବ ଆନୁକୁଲ୍ୟରେ  ଛଅ ଦିନ ଧରି ଚାଲିଥିବା ୨୧ ତମ ବୁଢ଼ାରଜା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଗତକାଲି ଉଦଯାପିତ ହୋଇଯାଇଛି ।‌ ନଅଗାଁ ଏକାଦଶ ଓ ଢେଙ୍କିମୁଣ୍ଡା ଏକାଦଶ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା । ଏଥିରେ ଢେଙ୍କିମୁଣ୍ଡା ଦଳ ନଅଗାଁ ଦଳକୁ ହରାଇ ଏ ବର୍ଷର ଚମ୍ପିୟାନ ହେଇଛି । ଅମିତ ହଂସ ଓ ସୁଶାନ୍ତ ଖୁମୁରୀ ଛଅ ଦିନ ଧରି ମ୍ୟାଚର କମେଣ୍ଟ୍ରି କରିଥିଲେ ଏବଂ କେ.ଶ୍ରବଣ ଓ ଲିଙ୍ଗରାଜ ଷଡ଼ଙ୍ଗୀ ଫାଇନାଲ ମ୍ୟାଚରେ ଆମ୍ପାୟାର ଦାୟିତ୍ଵ ତୁଲାଇଥିଲେ । ଫାଇନାଲ ମ୍ୟାଚକୁ ପୂର୍ବତନ ସରପଞ୍ଚ ନିରଞ୍ଜନ ଡନସନା ଓ ସମିତି ସଭ୍ୟ ପ୍ରାର୍ଥୀ ଦିଲୀପ ବଢ଼େଇ ଉଦଘାଟନ କରିଥିବା ବେଳେ ପୁରସ୍କାର ବିତରଣ ଉତ୍ସବରେ ମାଣ୍ଡୋସିଲ ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀ ଓମ୍ ପ୍ରକାଶ ନାୟକ ମୁଖ୍ୟ ଅତିଥି ଓ ଅନ୍ୟତମ ସମିତି ସଭ୍ୟ ପ୍ରାର୍ଥୀ ଲଲିତ ଜଗତ ଓ ଡୁମ୍ବେରବାହାଲ ବୁଢ଼ାରଜା ପାଣି ପଞ୍ଚାୟତ ସଭାପତି ଲଲିତ ପୁରୋହିତ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜୟୀ ହେଲେ ଅତିଥିମାନେ ଏହି ଗ୍ରାମରେ କ୍ରୀଡା ଓ ଖେଳ ପଡିଆର ବିକାଶ ସହ ଗ୍ରାମର ସର୍ବାଙ୍ଗୀନ ଉନ୍ନତି ପାଇଁ ପ୍ରତିଶ୍ରୁତି ଦେଇଥିଲେ । ଉପବିଜେତା ନଅଗାଁ ଦଳକୁ ନଗଦ ଟ୧୦୦୦୦/-ଙ୍କା ସହ ଟ୍ରଫି ଓ ବିଜେତା ଢେଙ୍କିମୁଣ୍ଡା ଦଳକୁ ନଗଦ ଟ୨୦୦୦୦/-ଙ୍କା ସହ ଟ୍ରଫି ପ୍ରଦାନ କରାଯାଇଥିଲା ।‌ ବନବସ ସାହୁ ସଭା ପରିଚାଳନା କରିଥିଲେ ଓ ଅନୀଲ ବାଗ, ପପୁ ସାହୁ, ମୋତିଲାଲ ବାଗ, ଷଡମୁଖ ସାହୁ, ଗଜାନନ ପଟେଲ, କରୁଣାକର ବାଗ,ଅଭି ବାଗ ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026

You Might Also Like