-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||     

HOME   ମନୋରଞ୍ଜନ

ଚଳଚ୍ଚିତ୍ର "ରୁଦ୍ରାଣୀ" ର ସୁଟିଂ ଶେଷ କ୍ୟାମ୍ପ ଫେୟାର‌ ରେ ହେଲା ମସ୍ତି

01-Feb-2022



ଝିଲିକ‌ ମୋସନ୍‌ ପିକଚର୍ସ ର‌‌ ପ୍ରଥମ ଅବଦାନ " ରୁଦ୍ରାଣୀ" ସୁଟିଂ ଶେଷ ପରେ କ୍ୟାମ୍ପ ଫେୟାର‌ ଭୁବନେଶ୍ୱର ପଟିଆସ୍ଥିତ ଲା ଲନ୍ ଗାର୍ଡେନ ଠାରେ ଅନୁଷ୍ଠିତ ହୋଇଯାଇଅଛି।

ଅଭିନେତ୍ରୀ ରୁ ପ୍ରଯୋଜିକା ସାଜିଥିବା ଝିଲିକ୍ କ୍ୟାମ୍ପ ଫେୟାର ରେ ଭାବ ବିହ୍ୱଳ ହୋଇ ସ୍ପଷ୍ଟ ବୟରୁ ନିର୍ଦ୍ଦେଶକ  ସମସ୍ତଙ୍କ ର ସହଯୋଗ ନିଜ ଘରର ସଦସ୍ୟ ଙ୍କ ସହ କାମ କଲା ଭଳି ଲାଗୁଥିଲା ବୋଲି କହିଥିଲେ।
ବହୁଦିନ ପରେ ଓଡ଼ିଆ ଚଳଚ୍ଚିତ୍ର ଇତିହାସ ରେ କ୍ୟାମ୍ପ ଫେୟାର‌ କରାଯାଇ ସମସ୍ତଙ୍କ କାର୍ଯ୍ୟ ପାଇଁ ଧନ୍ୟବାଦ ଦେଇଥିବା ରୁ ଅଭିନେତ୍ରୀ ଝିଲିକ୍ କୁ ପ୍ରଯୋଜକ ଟୁଟୁ ନାୟକ ସାଧୁବାଦ ଜଣାଇବା ସହ ଉତ୍ତୋରତର ଉନ୍ନତି କାମନା କରିଥିଲେ।

ଏହି ଅବସରରେ ଚଳଚ୍ଚିତ୍ର ର ନିର୍ଦ୍ଦେଶକ ମୂରଲୀ କ୍ରିଷ୍ଣା, କ୍ୟାମେରା ମ୍ୟାନ୍ ଇଶ୍ଵର ବାରିକ, ଅଭିନେତା ମଣ୍ଟୁ,ଲୋହିତାକ୍ଷ, ଶକ୍ତି ବରାଳ,ବାପି ବାବୁ,ବିକି ମିଶ୍ର, ଧରିତ୍ରୀ, ଶୁଭଙ୍କରୀ, ପ୍ରଡକ୍ସନ ମ୍ୟାନେଜର ଋତୁରାଜ, ପ୍ରମୁଖ ଉପସ୍ଥିତ ଥିଲେ।
ଚଳଚ୍ଚିତ୍ର ଅତିଶିଘ୍ର ପ୍ରେକ୍ଷାଳରେ ମୁକ୍ତିଲାଭ କରିବ ବୋଲି ପ୍ରଯୋଜନା ସଂସ୍ଥା ତରଫରୁ ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm