-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||     

HOME   ଜିଲ୍ଲା

*ପ୍ରକାଶ ପାଇଲା ପୌର ନିର୍ବାଚନ ପାଇଁ ରାଜ୍ୟର ୧୦୭ଟି ପୌରପାଳିକା(ମ୍ୟୁନିସିପାଲିଟି) ଓ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଅଧ୍ୟକ୍ଷ ପଦ ଲାଗି ଚୂଡ଼ାନ୍ତ ସଂରକ୍ଷଣ*

01-Feb-2022



ଭୁବନେଶ୍ବର(ସୁଭାସିସ ନାୟକ): ରାଜ୍ୟର ୧୦୭ଟି ପୌରସଂସ୍ଥାର ଅଧ୍ୟକ୍ଷ ଆସନ ପାଇଁ ପ୍ରକାଶ ପାଇଲା ଚୂଡ଼ାନ୍ତ ସଂରକ୍ଷଣ ତାଲିକା। ପୌର ନିର୍ବାଚନ ପାଇଁ ରାଜ୍ୟର ୧୦୭ଟି ପୌରପାଳିକା(ମ୍ୟୁନିସିପାଲିଟି) ଓ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଅଧ୍ୟକ୍ଷ ପଦ ଲାଗି ପ୍ରକାଶ ପାଇଛି ଚୂଡ଼ାନ୍ତ ସଂରକ୍ଷଣ ତାଲିକା। ଏନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥର ୧୦୭ଟି ମ୍ୟୁନିସିପାଲିଟି ଓ ଏନ୍ଏସି ଅଧ୍ୟକ୍ଷ ପଦ ମଧ୍ୟରୁ ଅନୁସୂଚିତ ଜାତି ପାଇଁ ୮ଟି ସଂରକ୍ଷିତ ରଖାଯାଇଛି। ଅପରପକ୍ଷରେ ଅନୁସୂଚିତ ଜାତି ମହିଳାଙ୍କ ପାଇଁ ୯ଟି, ଅନୁସୂଚିତ ଜନଜାତିଙ୍କ ପାଇଁ ୩ଟି ଓ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ୫ଟି ଆସନ ସଂରକ୍ଷିତ ରଖାଯାଇଛି। ମହିଳାଙ୍କ ପାଇଁ ୪୦ଟି ଅଧ୍ୟକ୍ଷ ପଦ ସଂରକ୍ଷିତ ରଖାଯାଇଥିବା ବେଳେ ୪୨ଟି ଅଧ୍ୟକ୍ଷ ପଦ ଅସଂରକ୍ଷିତ ରହିଥିବା ଜଣାଯାଇଛି।
ବିଜ୍ଞପ୍ତିରୁ ଜଣାଯାଇଛି ଯେ ଚାନ୍ଦବାଲି (ଏନ୍‌ଏସି), ବିଜେପୁର (ଏନ୍‌ଏସି), ରେମୁଣା (ଏନ୍‌ଏସି), ଦଶପଲ୍ଲା (ଏନ୍‌ଏସି), ପାରଳାଖେମୁଣ୍ଡି (ମ୍ୟୁନିସିପାଲିଟି), ପଦ୍ମପୁର (ଏନ୍‌ଏସି), ନୀଳଗିରି (ଏନ୍‌ଏସି), ତରଭା (ଏନ୍‌ଏସି) ଓ ପୋଲସରା (ଏନ୍‌ଏସି)ର ଅଧ୍ୟକ୍ଷ ପଦ ଅନୁସୂଚିତ ଜାତି ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି।
ଅପରପକ୍ଷରେ ଜି.ଉଦୟଗିରି (ଏନ୍‌ଏସି), କାଶୀନଗର (ଏନ୍‌ଏସି), କରଞ୍ଜିଆ (ଏନ୍‌ଏସି), ଗୁଣୁପୁର (ମ୍ୟୁନିସିପାଲିଟି), ଖରିଆର ରୋଡ୍‌ (ଏନ୍‌ଏସି), ବାସୁଦେବପୁର (ମ୍ୟୁନିସିପାଲିଟି), ଛତ୍ରପୁର (ଏନ୍‌ଏସି), ରମ୍ଭା (ଏନ୍‌ଏସି), ସୁନ୍ଦରଗଡ଼ (ମ୍ୟୁନିସିପାଲିଟି), ଉଦଳା (ଏନ୍‌ଏସି), ଚିକିଟି (ଏନ୍‌ଏସି), ବାଲେଶ୍ୱର (ମ୍ୟୁନିସିପାଲିଟି), ଟିଟିଲାଗଡ଼ (ମ୍ୟୁନିସିପାଲିଟି), ଜଗତସିଂହପୁର (ମ୍ୟୁନିସିପାଲିଟି), ଭଦ୍ରକ (ମ୍ୟୁନିସିପାଲିଟି), ଯାଜପୁର (ମ୍ୟୁନିସିପାଲିଟି), ଧର୍ମଗଡ଼ (ଏନ୍‌ଏସି), ବରଗଡ଼ (ମ୍ୟୁନିସିପାଲିଟି), ପୁରୁଷତ୍ତୋମପୁର (ଏନ୍‌ଏସି), ନିମାପଡ଼ା (ଏନ୍‌ଏସି), ଭବାନୀପାଟଣା (ମ୍ୟୁନିସିପାଲିଟି), ବଲାଙ୍ଗିର (ମ୍ୟୁନିସିପାଲିଟି), କେନ୍ଦ୍ରାପଡ଼ା (ମ୍ୟୁନିସିପାଲିଟି), ସୋନପୁର (ମ୍ୟୁନିସିପାଲିଟି), କୋଣାର୍କ (ଏନ୍‌ଏସି), ଆଠଗଡ଼ (ଏନ୍‌ଏସି), ଦେବଗଡ଼ (ମ୍ୟୁନିସିପାଲିଟି), ରଣପୁର (ଏନ୍‌ଏସି), ନୟାଗଡ଼ (ମ୍ୟୁନିସିପାଲିଟି), ଗଞ୍ଜାମଏନ୍‌ଏସି), ଢେଙ୍କାନାଳ (ମ୍ୟୁନିସିପାଲିଟି), ଫୁଲବାଣୀ (ମ୍ୟୁନିସିପାଲିଟି), ଖୋର୍ଦ୍ଧା (ମ୍ୟୁନିସିପାଲିଟି), ବାଲୁଗାଁ (ଏନ୍‌ଏସି), ପୁରୀ (ମ୍ୟୁନିସିପାଲିଟି), କେନ୍ଦୁଝରଗଡ଼ (ମ୍ୟୁନିସିପାଲିଟି), ଖଣ୍ଡପଡ଼ା (ଏନ୍‌ଏସି), ଚୌଦ୍ୱାର (ମ୍ୟୁନିସିପାଲିଟି), ଆଠମଲ୍ଲିକ (ଏନ୍‌ଏସି) ଓ ବାଙ୍କୀ (ଏନ୍‌ଏନ୍‌ସି) ମହିଳାଙ୍କ ଲାଗି ସଂରକ୍ଷିତ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026

You Might Also Like