-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

କାଳୀମନ୍ଦିର ପ୍ରତିଷ୍ଠା ମହୋତ୍ସବ

01-Feb-2022



ପଦ୍ମପୁର:-ବରଗଡ଼ ଜିଲ୍ଲା ପଦ୍ମପୁର ସହର ର କଲେଜ ରୋଡ ସ୍ଥିତ କାଳୀ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଆସନ୍ତା ମାର୍ଚ୍ଚ ମାସ ରେ କରାଯିବା ପାଇଁ କାଳୀ ମନ୍ଦିର କମିଟି ତରଫରୁ ଜଣାଯାଇଛି lନିମ୍ନ କାର୍ଯ୍ୟକ୍ରମ ସୂଚୀ ଅନୁସାରେ ମନ୍ଦିର ପ୍ରତିଷ୍ଠା ମହୋତ୍ସବ କରାଯିବା ପାଇଁ ସ୍ଥିରୀକୃତ ହୋଇଛି lଆସନ୍ତା ୦୫.୦୩.୨୦୨୨ତାରିଖ ଫାଲଗୁନ ଶୁକ୍ଳପକ୍ଷ ତୃତୀୟା ଶନିବାର ଦିବସ ରେ ମଣ୍ଡଳ କରଣ ସମେତ ଅପରାହ୍ନ ୩ ଘଟିକା ସମୟରେ କଳସଯାତ୍ରା,ତା ୦୬.୦୩.୨୦୨୨ ରିଖ ରବିବାର ଫାଲଗୁନ ଶୁକ୍ଳପକ୍ଷ ଚତୁର୍ଥୀ ଦିବସ ରେ ମଣ୍ଡପ ଦେବତା ଆବାହନ,ରତ୍ନମୁଦ,ଯୂପାଧିବାସ, ବିଗ୍ରହ ଅଧିବାସ,ଧାନ୍ୟାଭିଷେକ, ଅଗ୍ନି ସ୍ଥାପନ ହେବାକୁ ଥିବାବେଳେ,ତା-୦୭.୦୩.୨୦୨୨ରିଖ ସୋମବାର ଫାଲଗୁନ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ବିଗ୍ରହ ନ୍ୟାସ,ପ୍ରାଣ ପ୍ରତିଷ୍ଠା,ଚଣ୍ଡିପାଠ,ମଣ୍ଡପ ଦେବତା ହୋମ କାର୍ଯ୍ୟକ୍ରମ ହେବାକୁ ଥିବାବେଳେ,ତା-୦୮.୦୩.୨୦୨୨ରିଖ ମଙ୍ଗଳବାର ଫାନଗୁନ ଶୁକ୍ଳ ପକ୍ଷ ଷଷ୍ଠୀ ଦିବସ ରେ କାଳୀଙ୍କର ଷୋଡ଼ଶ ଉପଚାର,ବଣ୍ଡିହୋମ,ଆବହିତ ଦେବତା ହୋମ ଏବଂ ଶେଷ ଦିବସ ଅର୍ଥାତ୍ ତା-୦୯.୦୩.୨୦୨୨ରିଖ ବୁଧବାର ଫାଲଗୁନ ଶୁକ୍ଳ ପକ୍ଷ ସପ୍ତମୀ ତିଥି ରେ ଯୁପ ସ୍ଥାପନ,ଶିଖର କଳସ ସ୍ଥାପନ, ବିଗ୍ରହ ପ୍ରବେଶ ପରେ ପୂର୍ଣ୍ଣାହୁତି ର କାର୍ଯ୍ୟକ୍ରମ ରଖାଯାଇଛି ଏଣୁ ଶ୍ରଧାଳୁ ଭକ୍ତ ମାନେ ମୁକ୍ତ ହସ୍ତରେ ଦାନ କରିବାକୁ କମିଟି ପକ୍ଷରୁ ନିବେଦନ କରିଛନ୍ତି l ଏ ପରିପ୍ରେକ୍ଷୀରେ ମନ୍ଦିର କମିଟି ର ସମ୍ପାଦକ ଶ୍ରୀମାନ ସୈାମ୍ୟଜିତ ପାଢି ଏବଂ ସଭାପତି ଶ୍ରୀମାନ ଶିବରାମ ବୈକାର, ସଦସ୍ୟ ମେଜର ଚିତ୍ତରଞ୍ଜନ ଦାଶ,ଉଦୟ ରଞ୍ଜନ ବହିଦାର, ତାପସ କୁମାର ନାଏକ, ଦିଲ୍ଲିପ କୁମାର ଦୋରା, ହେମନ୍ତ ପଟ୍ଟନାୟକ, ରଜନୀକାନ୍ତ ବହିଦାର,ଶାଶ୍ୱତ କୁମାର ଦାସ ପ୍ରମୁଖ ଆମ ପ୍ରତିନିଧି ଙ୍କୁ ଜଣାଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like