-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

ପଞ୍ଚାୟତ ନିର୍ବାଚନ ନିମନ୍ତେ ଅଧିକାରୀ ମାନଙ୍କୁ ତାଲିମ ପ୍ରଦାନ: ନିର୍ବାଚନରେ ନିୟୋଜିତ ସମସ୍ତଙ୍କୁ ଦିଆଯିବ ବୁଷ୍ଟର ଡୋଜ

01-Feb-2022



ପୁରୀ- (ସମୀର ରଞ୍ଜନ ନାୟକ )ପଞ୍ଚାୟତ ନିର୍ବାଚନ ନିମନ୍ତେ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କୁ ମୁଖ୍ୟ(Master) ତାଲିମ ପ୍ରଦାନ କରାଯାଇଛି । ଉକ୍ତ ଅଧିକାରୀ ମାନେ ବ୍ଲକ ସ୍ତରୀୟ ଅଧିକାରୀ ମାନଙ୍କୁ  ତାଲିମ ଦେବା ପରେ ସେମାନେ ପୋଲିଂ ଅଧିକାରୀ ମାନଙ୍କୁ ତାଲିମ ପ୍ରଦାନ କରିବେ । ଏଥିନିମନ୍ତେ ବ୍ଲକ ସ୍ତରୀୟ ଅଧିକାରୀ ବିଡିଓ, ତହସିଲଦାର ଏବଂ ଅନ୍ୟାନ୍ୟ ଅଧିକାରୀ ମାନଙ୍କୁ ଆସନ୍ତା ୩ ଓ ୪ ତାରିଖରେ ଜିଲ୍ଲାସ୍ତରୀୟ ତାଲିମ ପ୍ରଦାନକାରୀ ମାନେ ତାଲିମ ଦେବେ । ଏହାପରେ ଆସନ୍ତା ୬ ଓ ୭ ତାରିଖରେ ସଂପୃକ୍ତ ବ୍ଲକ ସ୍ତରରେ ପୋଲିଂ ଓ ପ୍ରିଜାଇଡିଂ ଅଧିକାରୀ ମାନଙ୍କୁ ତାଲିମ ପ୍ରଦାନ କରାଯିବ ।

ପ୍ରଥମ ପର୍ଯ୍ୟାୟରେ ଆସନ୍ତା ୧୬ ତାରିଖରେ କୃଷ୍ଣପ୍ରସାଦ, ବ୍ରହ୍ମଗିରି ଓ କଣାସ ବ୍ଲକରେ ମତଦାନ ହେବ । ଉକ୍ତ ନିର୍ବାଚନ ସହ ସଂପୃକ୍ତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଅଧିକାରୀ ଓ କର୍ମଚାରୀ ମାନଙ୍କୁ କରୋନା ବୁଷ୍ଟର ଡୋଜ ପ୍ରଦାନ ବାଧ୍ୟତାମୂଳକ କରାଯାଇଛି । ଏଥିନିମନ୍ତେ ଜିଲ୍ଲା ଓ ବ୍ଲକ ଶିକ୍ଷାଧିକାରୀ, ମେଡିକାଲ ଓ ଅନ୍ୟାନ୍ୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ପୂର୍ବରୁ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ ନିର୍ଦ୍ଦେଶନାମା ପାଳନ କରି ମତଦାନ ଅନୁଷ୍ଠିତ ହେବ । ପୋଲିଂ ଦଳ ମତଦାନର ଦୁଇ ଦିନ ପୂର୍ବରୁ ସଂପୃକ୍ତ କେନ୍ଦ୍ରରେ ପହଞ୍ଚିବେ । ଏଥିସହ ସଂପୃକ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡି ମତଦାନ କେନ୍ଦ୍ରରେ ଆବଶ୍ୟକୀୟ ବ୍ୟବସ୍ଥା କରିବାକୁ ବ୍ଲକ ଶିକ୍ଷାଧିକାରୀ ଓ ସିଡିପିଓ ମାନଙ୍କୁ ପରାମର୍ଶ ଦିଆଯାଇଛି । ଜିଲ୍ଲାରେ ୩୮୦୪ ଟି ମତଦାନ କେନ୍ଦ୍ର ରହିଛି ଏବଂ ୬ ହଜାର ଅଧିକାରୀ ଓ କର୍ମଚାରୀ ନିୟୋଜିତ ରହିବେ । ଆବଶ୍ୟକୀୟ ବାଲାଟ ବକ୍ସ, ବାଲାଟ ପେପର, ଅନ୍ୟାନ୍ୟ ସାମଗ୍ରୀ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ସାରିଛି । 

ଆଜିର ମୁଖ୍ୟ ତାଲିମ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ଶ୍ରୀ କୈଳାଶ ଚନ୍ଦ୍ର ନାୟକ, ତହସିଲଦାର ଶ୍ରୀ ରବିନ୍ଦ୍ର କୁମାର ପ୍ରଧାନ, ଜିଲ୍ଲା ଆପଦକାଳୀନ ଅଧିକାରୀ ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ଜିଲ୍ଲା ସୂଚନା ବିଜ୍ଞାନ ଅଧିକାରୀ ଶ୍ରୀ ବିଶ୍ବନାଥ ପଣ୍ତା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀ ଚିନ୍ମୟ କୁମାର ପାଣିଗ୍ରାହୀ, ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡଃ ବିରଜା ଶଙ୍କର ରଥ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ମମତା ମିଶ୍ର, ବ୍ଲକ ଶିକ୍ଷାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like