-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ରାଜ୍ୟ

ନିମ୍ବ ଗଛରୁ ଝରୁଛି ମିଠା କ୍ଷୀର

01-Feb-2022



ପଦ୍ମପୁର:-ସାଧାରଣତଃ ନିମ୍ବ ଗଛର ଫଳ, ଫୁଲ ଠାରୁ ଆରମ୍ଭ କରି ପ୍ରତ୍ୟେକ ଅଂଶ ପିତା । ଏହି ଗଛର ରସ ମଧ୍ୟ ପିତା । ତେବେ ଏକ ନିମ୍ବ ଗଛରୁ ଧଳା ରଙ୍ଗର ମିଠା କ୍ଷୀର ଝରିବା ଓ ଗଛ ପାଖରେ ଯେତେ ଅଧିକ ଲୋକ ଗହଳି ହେଲେ ସେତେ ଅଧିକ କ୍ଷୀର ବାହାରିବା ଭଳି ବାସ୍ତବ ଓ ଆଶ୍ଚର୍ଯ୍ୟଜନକ ଘଟଣା ଏବେ ପାଇକମାଲ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ।

        ଏଠାରେ ପ୍ରକାଶ ଯୋଗ୍ୟ ଯେ ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ କାଂସଡା ପଞ୍ଚାୟତର ନିଲାଥର ଗ୍ରାମ । ଏଠାକାର ଲୋକନାଥ ସାହୁଙ୍କ ବିଲ ରେ ରହିଛି ପ୍ରାୟ ୨୦ ଫୁଟ ଉଚ୍ଚତା ବିଶିଷ୍ଟ ଚାରି ପାଞ୍ଚ ବର୍ଷର ଏକ ନିମ୍ବ ଗଛ । ଭୂମିଠାରୁ ପ୍ରାୟ ୧୨ ଫୁଟ ଉଚ୍ଚରେ ଗଛର ଗଣ୍ଡିରୁ ଗତ ଦୁଇ ଦିନ ହେଲା ଅବିରତ ଭାବେ ଧଳା ରଙ୍ଗର କ୍ଷୀର ସଦୃଶ ଏକ ପ୍ରକାରର ରସ ଝରୁଛି । ଗଛ ମୂଳରେ ଯେତେ ଅଧିକ ଲୋକ ସମାଗମ ହେଉଛନ୍ତି ଗଛରୁ ସେତେ ଅଧିକ କ୍ଷୀର ବାହାରୁଛି । ଏ କଥା ପ୍ରଚାରିତ ହେବା ପରେ ଘଟଣା କ'ଣ ଜାଣିବା ପାଇଁ ଉକ୍ତ ନିମ୍ବ ଗଛ ନିକଟକୁ ଲୋକଙ୍କ ଆଗମନ ଲାଗିରହିଛି । ଲୋକେ ନିମ୍ବ ଗଛରୁ ବାହାରୁଥିବା କ୍ଷୀର ପାନ କରୁଛନ୍ତି ଓ ଏହା ମିଠା ଲାଗୁଥିବା କହୁଛନ୍ତି । ନିମ୍ବ ଗଛରେ ବହୁ ଔଷଧୀୟ ଗୁଣ ରହିଥିବାରୁ ଲୋକେ ଏହି କ୍ଷୀର ସଂଗ୍ରହ କରି ଘରକୁ ନେଉଛନ୍ତି ।ଏହାର କାରଣ କିଛି ଜାଣି ନ ପାରି ଲୋକେ ଏହି ଗଛରେ କୋୖଣସି ଭଗବାନ ରହିଥିବା ବିଶ୍ୱାସ କରି ସେଠାରେ ପୂଜାର୍ଚ୍ଚନା କରୁଥିବା ପରିଲକ୍ଷିତ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like