-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||     

HOME   ଜିଲ୍ଲା

ଜୀଅନ୍ତା ଶବ ପାଲଟିଛି କଦମ୍ ମାଝୀ - କୁଷ୍ଠ ରୋଗୀ ବୋଲି ସମାଜ ରୁ ବାସନ୍ଦ

13-Nov-2020



କଲାହାଣ୍ଡି, (ପ୍ରେରଣା ଖବର) - ଆଜିର ଦିନରେ ମଣିଷ  ଚନ୍ଦ୍ର ପୃଷ୍ଟରେ କାୟା ବିସ୍ତାର କରିସାରିଥିଲେ ମଧ୍ୟ ଅନ୍ଧବିଶ୍ୱାସ ବିଶ୍ୱାସ ଭିତରେ ଡୁବି ରହିଛି। ଦିନ କୁ ଦିନ ସମାଜର ଉନ୍ନତି କରଣ ବୃଦ୍ଧି ହେଲେ ବି କୁସଂସ୍କାର ରୁ ବାହାରି ପାରୁନି ଯାହା ମଣିଷପଣିଆ ଉପରେ ସଦା ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ବିଜ୍ଞାନ ଅଗ୍ରଗତି କାହିଁ କେତେ ଆଗେଇ ଗଲାଣି  ତଥାପି ମଣିଷର ଚିନ୍ତା ବହୁ ନିମ୍ନସ୍ତରରେ ଗତି କରୁଛି, ଯାହା ମଣିଷ ର ଅମାନସିକତା ଯୋଗୁଁ ଜଣେ ଅସହାୟ ରୋଗୀ ଙ୍କ ଜୀବନ ଅଭିଶପ୍ତ ପାଲଟିଛି।  ବାସନ୍ଦ ଜୀବନ କାଟିବାକୁ ବାଧ୍ୟ ହୋଇଛି।

    ଏଭଳି ଏକ ଅମାନବୀୟ, ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ତଳଝାପି ଗାଁରେ । ଗାଁର କଦମ ମାଝୀ ଦୀର୍ଘ ଦିନ ହେବ କୁଷ୍ଠ ରୋଗରେ ଆକ୍ରାନ୍ତ ହୋଇ ଅତି ଦୟନୀୟ ଅବସ୍ଥାରେ ପଡିରହିଛି । ଏହି ବ୍ୟାଧି ପାଇଁ ସେ ଅବିବାହିତ ଥିବାବେଳେ ନିଜ ପରିବାର ତଥା ବନ୍ଧୁ ପରିଜନ ମଧ୍ୟ କଦମକୁ ଆଡ଼ ନଜର ଦେଖିଛି । ଗୋଟାଏ ପଟେ ନିଜ ରକ୍ତସମ୍ପର୍କୀୟ ଙ୍କ ଘୃଣା ଭାବ ଅନ୍ୟପଟେ  ସମାଜ ଟେରା ନଜର ନିସ୍ତାର ପାଇଁ ବାଧ୍ୟବାଧ୍ୟକତା ଭାବେ ନିଜକୁ ଦୁରେଇ  ଗାଁ ଠାରୁ ଦୂର ରାସ୍ତାକଡ ଏକ ଜଙ୍ଗଲରେ ଏକ କୁଡ଼ିଆ ଭିତରେ ଏକା ରହୁଛି। ପାଣି ହେଉ ଅବା ଗାଧୋଇବା ହେଉ ସବୁଠି ଘୃଣା ର କଷାଘାତ ରେ ଛନ୍ଦି ପଡିଛି କଦମ। ତେବେ ରୋଗ କଷ୍ଟ ଠାରୁ ସମାଜର ଘୃଣା ନଜର ଓ ବାସନ୍ଦ ଭାରି କଷ୍ଟ ଦେଉଥିବା ପ୍ରକାଶ କରନ୍ତି।ସରକାର ଓ ପ୍ରଶାସନ ତୁରନ୍ତ କଦମ ପ୍ରତି ଦୃଷ୍ଟି ଦେଇ ତାର ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ସ୍ଥାନୀୟ ଲୋକଙ୍କ ଦାବୀ ହୁଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026

You Might Also Like