-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||     

HOME   ଜିଲ୍ଲା

ସଂସ୍କାର ଭାରତୀ ପକ୍ଷରୁ ପଦ୍ମଶ୍ରୀ ନରସିଂହ ଗୁରୁଙ୍କୁ ସମ୍ବର୍ଦ୍ଧନା

01-Feb-2022



ବଲାଙ୍ଗିର,(ପ୍ରେରଣା ଖବର)- ସର୍ବଭାରତୀୟ ସାଂସ୍କୃତିକ ସଂଗଠନ “ସଂସ୍କାର ଭାରତୀ” ର ବଲାଙ୍ଗିର ଜିଲ୍ଲା ତରଫରୁ ସାରସ୍ୱତ ସାଧକ ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ନରସିଂହ ଗୁରୁଙ୍କୁ ତାଙ୍କ ବାସଭବନରେ ପୁଷ୍ପମାଲ୍ୟ, ଉପଢୈାକନ ଓ ଫୁଳତୋଡା ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । “ସଂସ୍କାର ଭାରତୀ” ବଲାଙ୍ଗିର ଜିଲ୍ଲା ସଂପାଦକ ଦିଲ୍ଲୀପ କୁମାର ସିଂହଦେଓ, ସଭାପତି ବାସୁଦେବ ମେହେର,ଜିଲ୍ଲା ସଂଯୋଜକ ପ୍ରଭାକର ମିଶ୍ର, ଉପ-ସଭାପତି ପ୍ରଦୀପ କୁମାର ବରାଳ, କୋଷାଧ୍ୟକ୍ଷ ମାନସ ରଂଜନ ସାହୁ, ସଭ୍ୟ ସୁନିଲ ଚନ୍ଦ୍ର ବିଶ୍ୱାଲ ତଥା ଉତ୍କଳ ପଶ୍ଚିମ ପ୍ରାନ୍ତ ଉପ-ସଭାପତି ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ପ୍ରମୁଖ ଉପସ୍ଥିତ ରହି ପଦ୍ମଶ୍ରୀ ଗୁରୁଙ୍କୁ ସମ୍ବର୍ଦ୍ଧିତ କରି ବଧାଇ ଜଣାଇବା ସହ ବିଶେଷ କରି ତାଙ୍କ ପ୍ରଣିତ କୋସଲି ଅଭିଧାନ କୋସଲି ଭାଷାକୁ ମାନ୍ୟତା ମିଳିବାରେ ଆଗକୁ ଏକ ମାଇଲଖୁଣ୍ଟ ଭଳି ଉପସ୍ଥାପିତ ହେବ ବୋଲି ମତବ୍ୟକ୍ତ କରିଥିଲେ । ପଦ୍ମଶ୍ରୀ ଗୁରୁ ମଧ୍ୟ ସମ୍ବର୍ଦ୍ଧନା ଗ୍ରହଣ ପୂର୍ବକ କୋସଲି ଭାଷାକୁ ସରକାରୀ ମାନ୍ୟତା ମିଳିଲେ ମୋର ଦୀର୍ଘ ଦିନର ପରିଶ୍ରମ ସାର୍ଥକ ହେବ ଏବଂ ଆଗକୁ ମଧ୍ୟ ମୋର ପ୍ରୟାସ ଜାରି ରହିବ ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026

You Might Also Like