-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||     

HOME   ରାଜ୍ୟ

ନୂଆଁପଡ଼ା : ଭିଜିଲାନ୍ସ ଜାଲରେ ସହକାରୀ ଯୋଗାଣ ଅଧିକାରୀ

02-Feb-2022



ନୂଆପଡ଼ା,(ନିରଞ୍ଜନ ତ୍ରିପାଠୀ) :: ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ । ନୂଆପଡ଼ା ଅତିରିକ୍ତ ସହକାରୀ ଯୋଗାଣ ଅଧିକାରୀଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ । ଅତିରିକ୍ତ ସହକାରୀ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ଘରେ ରେଡ୍‌ ହୋଇଥିବା ଜଣାପଡିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୋଇଛି ଭିଜିଲାନ୍ସ ଚଢ଼ାଉ । ନୂଆପଡ଼ା ଓ କଟକ ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ ଟିମ। ଦୁଇଟି ଅଟ୍ଟାଳିକା, କଲ୍ୟାଣ ମଣ୍ଡପ ଓ ବହୁ ଅଳଙ୍କାର ଠାବ କରାଯାଇଛି । ଚାଉଳିଆଗଞ୍ଜରେ ୩ ମହଲା ଓ ବାଲିସାହିରେ ୨ ମହଲା କୋଠା ଠାବ ହୋଇଛି । କଟକ ମଧୁପାଟଣାରେ ଗୋଟିଏ କଲ୍ୟାଣ ମଣ୍ଡପ ଠାବ କରାଯାଇଛି । ଏହା ସହ ୧ କୋଟି ୧୩ ଲକ୍ଷ ଟଙ୍କାର ବୀମା କାଗଜପତ୍ର ଓ ଚୌଦ୍ଵାରରେ ୩ ଏକର ଜମି ଠାବ ହୋଇଥିବା ଜଣାପଡିଛି । ୪୯୮ ଗ୍ରାମର ସୁନା ଗହଣା ଓ ଅଢେଇ କେଜିର ରୂପା ଗହଣା ଜବତ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like