-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ମନୋରଞ୍ଜନ

ଅନୁଭବ-ବର୍ଷା ବିବାଦ : ଜବାବ ରଖିବାକୁ ଅନୁଭବ ଲୋଡ଼ିଲେ ସମୟ, ଡିସେମ୍ବର ୧୮ରେ ପରବର୍ତ୍ତୀ ଶୁଣାଣି

13-Nov-2020



କଟକ, (ପ୍ରେରଣା ଖବର) : ଘରୋଇ ହିଂସା ଅଭିଯୋଗ ମାମଲାରେ ଜବାବ ରଖିବାକୁ ଅଦାଲତରୁ ଅଧିକ ସମୟ ଲୋଡ଼ିଛନ୍ତି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି। ତାଙ୍କର ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଦାୟର କରିଥିବା ମାମଲାରେ ଆଜି କଟକ ସଦର ଏସ୍‌ଡିଜେଏମ୍ ଅଦାଲତରେ ଅନୁଭବ ଓକିଲଙ୍କ ମାଧ୍ୟମରେ ହାଜର ହେବା ସହିତ ଜବାବ ରଖିବାକୁ ଅଧିକ ସମୟ ମାଗିଥିଲେ। ଅଦାଲତ ଏଥିପାଇଁ ଅନୁମତି ଦେବା ସହିତ ବର୍ଷାଙ୍କ ଆବେଦନର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୮କୁ ଧାର୍ଯ୍ୟ କରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ ଘରୋଇ ହିଂସା ଅଭିଯୋଗ ଆଣି ବର୍ଷା ଗତ ଅଗଷ୍ଟ ୭ରେ ଏହି ମାମଲା ରୁଜୁ କରିଥିଲେ। ସେପ୍ଟେମ୍ବର ୭ରେ ସୁରକ୍ଷା ଅଧିକାରୀ ଅନୁଭବଙ୍କ ବାସଭବନରେ ପହଞ୍ଚି ବର୍ଷାଙ୍କ ବୟାନ ରେକର୍ଡ କରିଥିଲେ। ସୁରକ୍ଷା ଅଧିକାରୀ ବର୍ଷାଙ୍କୁ କଣ ସବୁ ନିର୍ଦ୍ଦିଷ୍ଟ ଭାବେ ଘରୋଇ ହିଂସା ସଂପର୍କିତ ଅଭିଯୋଗ ରହିଛି ସେ ସଂପର୍କରେ ପଚାରି ବୁଝିଥିଲେ। କେବେଠାରୁ ଏଭଳି ନିର୍ଯାତନାର ଶିକାର ହେଉଛନ୍ତି, କାହା ବିରୋଧରେ ନିର୍ଦ୍ଦିଷ୍ଟ ଭାବେ ତାଙ୍କ ଅଭିଯୋଗ ରହିଛି ସେ ନେଇ ବର୍ଷାଙ୍କୁ ସୁରକ୍ଷା ଅଧିକାରୀ ପଚାରିଥିଲେ। ‌ଯୌତୁକ ଦାବି ଓ ଅନ୍ୟ ଘରୋଇ ବିବାଦ ପ୍ରସଂଗରେ ବର୍ଷାଙ୍କର କଣ ଅଭିଯୋଗ ରହିଛି, ସେ ନେଇ ମଧ୍ୟ ସୁରକ୍ଷା ଅଧିକାରୀ ପଚାରି ବୁଝିବା ସହିତ ନିର୍ଦ୍ଦିଷ୍ଟ ଫର୍ମରେ ଲେଖିଥିଲେ। ଫର୍ମର ଥିବା ୭ଟି ନିର୍ଦ୍ଦିଷ୍ଟ ପ୍ରଶ୍ନ ଓ ଅନ୍ୟ ତଥ୍ୟ ପୂରଣ କରାଯିବା ପରେ ବର୍ଷା ସେଥିରେ ସ୍ବାକ୍ଷର କରିଥିଲେ। ଏହାପରେ ସୁରକ୍ଷା ଅଧିକାରୀ ଏ ସଂପର୍କିତ ରିପୋର୍ଟ ଅଦାଲତରେ ଦାଖଲ କରିଥିଲେ। ଏହି ମାମଲାରେ ଗଲା ଅକ୍ଟୋବର ୧୨ରେ ଅଦାଲତ ଅନୁଭବଙ୍କୁ ଜବାବ ରଖିବାକୁ ନୋଟିସ୍ କରିଥିଲେ। ଅନ୍ୟପଟେ ବର୍ଷାଙ୍କ ପକ୍ଷରୁ କଟକ ପରିବାର ଅଦାଲତରେ ତାଙ୍କ ଦାମ୍ପତ୍ୟ ସଂପର୍କର ସୁରକ୍ଷା ଅନୁରୋଧ କରି ଦାୟର ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ସପ୍ତାହରେ କରାଯିବ। ଏଥି ସହିତ ଅନୁଭବ ଦିଲ୍ଲୀର ପଟିଆଲା ହାଉସ ପରିବାର ଅଦାଲତରେ ଛାଡ଼ପତ୍ର ପାଇଁ ଦାୟର କରିଥିବା ମାମଲାକୁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତର ପାଇଁ ବର୍ଷା ସୁପ୍ରିମକୋର୍ଟରେ ଦାୟର କରିଥିବା ଆବେଦନ ବି ଏବେ ବିଚାରାଧୀନ ରହିଛି।
କେନ୍ଦ୍ରାପଡା ସାଂସଦ ତଥା ଅଭିନେତା ଅନୁଭବଙ୍କ ବିରୋଧରେ ପତ୍ନୀ ବର୍ଷା ବିଭିନ୍ନ ସଂଗିନ ଅଭିଯୋଗ ଆଣିବା ସହିତ ଭରଣପୋଷଣ ଏବଂ କ୍ଷତିପୂରଣ ବାବଦକୁ ୧୫ କୋଟିରୁ ଅଧିକ ଟଙ୍କା ଦାବି କରି କଟକ ଏସଡିଜେଏମ୍ ଅଦାଲତର ଦ୍ବାରସ୍ଥ ହାଇଛନ୍ତି। ଘରୋଇ ହିଂସାରୁ ମହିଳାଙ୍କ ସୁରକ୍ଷା ଆଇନ-୨୦୦୫ର ଧାରା ୧୨, ୧୭, ୧୮, ୧୯, ୨୦, ୨୨ ଓ ୨୩ ଅନୁଯାୟୀ ବର୍ଷା ଏହି ମାମଲା ରୁଜୁ କରିଛନ୍ତି। ବର୍ଷାଙ୍କ ପକ୍ଷରୁ ଆଇନଜୀବୀ ଆର.କେ. ରଥ ଏହି ମାମଲା ପରିଚାଳନା କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm