-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||     

HOME   ଜିଲ୍ଲା

ଭରସା ସାଜିଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା । ନର୍ସିଂ ହୋମରେ ଯୁବକଙ୍କୁ ମିଳିଲା ମାଗଣା ଚିକିତ୍ସା

02-Feb-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠି) ଗରିବ ଲୋକଙ୍କୁ  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କେତେ ଯେ ଲାଭଦାୟକ ଚିକିତ୍ସିତ ହୋଇଥିବା ଲୋକ ହିଁ କହିପାରିବ । ଏହି ଯୋଜନା ଦ୍ୱାରା ବିନା ଖର୍ଚ୍ଚରେ ଚିକିତ୍ସା ସୁବିଧା ପାଇଛନ୍ତି ସୋନପୁର ସହର ନିକଟସ୍ଥ ଧୁବାବାହାଲି ଗାଁର ସୁଶାନ୍ତ ସାହୁ । ୩୫ ବର୍ଷୀୟ ସୁଶାନ୍ତ ଘରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି । ବାପା ଶୁକ୍ରୁ ସାହୁ ସୋନପୁର ସୂତାକଳରେ ଶ୍ରମିକ ଭାବେ କାମ କରୁଥିଲେ । ସୂତାକଳରେ ଶୁକ୍ରୁଙ୍କ କାମ ବନ୍ଦ ହୋଇଯିବା ପରେ ପରିବାର ଉପରେ ପଡିଲା ଆର୍ଥିକ ବୋଝ । ବାଧ୍ୟହୋଇ ଏକ ଦୋକାନରେ କାମ କରି ସୁଶାନ୍ତ ପରିବାର ପ୍ରତିପୋଷଣ କରିବା ଆରମ୍ଭ କରିଥିଲେ । ତେବେ ‘ଗରିବ୍ ମୁଡେ କାଠ୍ ଛେଲା’ ଭଳି ୪ ବର୍ଷ ପୂର୍ବରୁ ସୁଶାନ୍ତ ଏକ ସଡକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ । ନିଜ ଗାଁରୁ ସୋନପୁର ଆସୁଥିବା ବେଳେ ଜୟ ଯବାନ ପେଟ୍ରୋଲ ପମ୍ପ ନିକଟରେ ସୁଶାନ୍ତଙ୍କ ବାଇକ୍‌କୁ ଏକ ବୋଲେରୋ ଧକ୍କା ଦେଇଥିଲା । ଦୁର୍ଘଟଣାରେ ସୁଶାନ୍ତଙ୍କ ଦୁଇ ଗୋଡର ହାଡ ଭାଙ୍ଗି ଯାଇଥିଲା । ପରିବାର ଲୋକେ ତୁରନ୍ତ ବୁର୍ଲାର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ୩୦ ହଜାର ଟଙ୍କା ଖର୍ଚ୍ଚରେ ସୁଶାନ୍ତଙ୍କ ଗୋଡରେ ଲୁହା ରଡ୍ ଲଗା ଯାଇଥିଲା । 
ଏବେ ସୁଶାନ୍ତଙ୍କ ଗୋଡରେ ଦରଜ ଆରମ୍ଭ ହେବାରୁ ବୁର୍ଲା ଯାଇ ଡାକ୍ତରଙ୍କୁ ଦେଖା କଲେ । ଲୁହା ରଡ ଖୋଲିବାର ସମୟ ହୋଇ ଯାଇଥିବା ଡାକ୍ତର ପରାମର୍ଶ ଦେଇଥିଲେ । ସୁଶାନ୍ତ ବୁର୍ଲାରେ ଥିବା ସମଲେଶ୍ୱରୀ ନର୍ସିଂ ହୋମ୍‌କୁ ଗୋଡରେ ଲାଗିଥିବା ରଡ ଖୋଲିବା ପାଇଁ ଗଲେ । କିଛି ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଠାରୁ ଅବଗତ ହୋଇ ସୁଶାନ୍ତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସମ୍ବଲପୁର ଜିଲ୍ଲା ସଂଯୋଜିକା ପ୍ରଞ୍ଜା ପରିମିତା ଦାଶଙ୍କ ସହ ଯୋଗାଯୋଗ କଲେ । ସୁଶାନ୍ତଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସମଲେଶ୍ୱରୀ ନର୍ସିଂ ହୋମ୍‌ରେ ସଂପୂର୍ଣ୍ଣ ମାଗଣାରେ ଚିକିତ୍ସା ସେବା ଯୋଗାଇ ଦିଆଗଲା । ବିନା ଖର୍ଚ୍ଚରେ ଲୁହା ରଡ ଖୋଲା ଯାଇଥିବାରୁ ସୁଶାନ୍ତ ଖୁସି ପ୍ରକାଶ କରିଛନ୍ତି । କେବଳ ସୋନପୁରରୁ ବୁର୍ଲାକୁ ଯାତାୟତ ବାବାଦରେ ୩ ହଜାର ଟଙ୍କା ଖର୍ଚ୍ଚ ହୋଇଛି । ଏହାଛଡା ଚିକିତ୍ସା ବାବଦରେ ଆମକୁ ଟଙ୍କା ଟିଏ ମଧ୍ୟ ଦେବାକୁ ପଡିଲା ନାହିଁ ବୋଲି ସୁଶାନ୍ତ କହିଛନ୍ତି । ଗରିବ ଲୋକଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଖୁବ୍ ସାହାଯ୍ୟ କରୁଛି ବୋଲି ସେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026

You Might Also Like