-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ସୈ।ରଭ ଗାଙ୍ଗୁଲି ଙ୍କ ସହ ଅନୁଭବ କରିବେ "ଦାଦାଗିରି" ହୃଦୟ ରୁ

02-Feb-2022



ସମସ୍ତଙ୍କ ପ୍ରିୟ କ୍ରିକେଟିୟର ତଥା ଭାରତର ପୂର୍ବତନ ଅଧିନାୟକ ସୈ।ରଭ ଗାଙ୍ଗୁଲି ଏଥର ଓଡ଼ିଆ ଟେଲି ଦର୍ଶକଙ୍କୁ ମନୋରଞ୍ଜନ କରିବାକୁ ଆସିବେ ଜୀ ସାର୍ଥକ ଓଡ଼ିଆର ସବୁଠାରୁ ବ୍ୟୟ ବହୁଳ ମେଗା ରିଅଲିଟି ଗେମ୍ ସୋ "ଦାଦାଗିରି"କୁ ଆସୁଛନ୍ତି।

ସୈ।ରଭ ଗାଙ୍ଗୁଲି ଯେକି ଜି ବଙ୍ଗଳାରେ ପ୍ରସାରିତ ସବୁଠାରୁ ଲୋକପ୍ରିୟ ମେଗା ରିଅଲିଟି ଗେମ୍ ସୋ "ଦାଦାଗିରି" ର ପରିଚାଳକ। ସେ ବିଗତ ୯ବର୍ଷଧରି "ଦାଦାଗିରି" ଧାରାବାହିକ କୁ ସଂଚାଳନା କରି ଆସୁଛନ୍ତି। ଏଥର ଓଡ଼ିଶାର ଜୀ ସାର୍ଥକ ଚ୍ୟାନେଲ ରେ ଚାଲୁଥିବା ଧାରାବାହିକ "ଦାଦାଗିରି" ର ସ୍ବତନ୍ତ୍ର ଅଧ୍ୟାୟରେ ନିମନ୍ତ୍ରିତ ଅତିଥି ଭାବେ ଯୋଗ ଦେଇଛନ୍ତି ।
"ଦାଦାଗିରି" ର ଏହି ସପ୍ତମ ଅଧ୍ୟାୟ ଆସନ୍ତା ଶନିବାର ଫେବୃଆରୀ ୫ ରାତି ୯ ଟାରେ ପ୍ରସାରିତ ହେବ ବୋଲି ଜୀ ସାର୍ଥକ ତରଫରୁ ପ୍ରକାଶ।

 ଓଡ଼ିଆ ଟେଲି ଦର୍ଶକଙ୍କୁ ଆମୋଦିତ କରିବେ କ୍ରିକେଟର ସୈ।ରଭ ଗାଙ୍ଗୁଲି। ଏବେ ଓଡ଼ିଶାରେ ଜୀ-ସାର୍ଥକ ଚ୍ୟାନେଲ୍‌ରେ ଚାଲିଥିବା ‘ଦାଦାଗିରି’ ସୋ’କୁ ଦେଖିବାପାଇଁ ଦର୍ଶକ ମହଲରେ ଅଜସ୍ର ଉତ୍କଣ୍ଠା ଦେଖାଦେଇଛି। ପ୍ରଥମେ ମେଗାଷ୍ଟାର ଅନୁଭବଙ୍କୁ ନେଇ ମେଗା ରିଆଲିଟି ସୋ’ ‘ଦାଦାଗିରି’ର ପରିକଳ୍ପନା କରିଥିଲା ଚ୍ୟାନେଲ୍ ଜୀ-ସାର୍ଥକ। କିଛିଦିନ ତଳେ ଦର୍ଶକ ଜୀ ସାର୍ଥକ ଚ୍ୟାନେଲରେ ପ୍ରଦର୍ଶିତ ହେଉଥିବା ଲୋକପ୍ରିୟ ଧାରାବାହିକ,"ଝିଲି" ‘ବିଜୟୀନି’ ,"ତୋ ପାଇଁ ମୁଁ ମୋ ପାଇଁ ତୁ"ର ଅଭିନେତା ଓ ଅଭିନେତ୍ରୀଙ୍କୁ ନେଇ ଏହି ସୋ’ର ଏକ ବିଶେଷ ଅଧ୍ୟାୟ ଦେଖିଥିଲେ। ଅଭିନେତ୍ରୀ ଦୀପିକା ତ୍ରିପାଠୀଙ୍କ ନିପୁଣ ନୃତ୍ୟ ସହ ଉକ୍ତ ଏପିସୋଡ୍‌ରେ ଅଭିନେତା ବିଶ୍ବଭୂଷଣ, ସାଗର ଓ ବାଦଲ ମଧ୍ୟ ଯୋଗଦେଇ ଅନୁଭବଙ୍କ ସହ ମଜାମସ୍ତି କରିଥିଲେ। ଅନୁଭବଙ୍କ ଏହି ରିଆଲିଟି ସୋ’ ସଂଚାଳନା ନେଇ ସାରା ଓଡ଼ିଶାରେ ଚର୍ଚ୍ଚା ଜୋର ଧରିଛି। ଅନେକ ସୁପର୍‌ହିଟ୍‌ ଚଳଚ୍ଚିତ୍ର ଦେଇ ଓଡ଼ିଆ ଦର୍ଶକଙ୍କ ହୃଦୟ ଜିଣିଥିବା ଅନୁଭବ ‘ଦାଦାଗିରି’ ସୋ’ ମାଧ୍ୟମରେ ଘରେ ଘରେ ସବୁବର୍ଗର ଲୋକଙ୍କୁ ଭରପୂର ମନୋରଞ୍ଜନ ଦେଇ ଚାଲିଛନ୍ତି। ୩୦ଟି ଜିଲ୍ଲାରୁ ୩୦ ଜଣ ପ୍ରତିଯୋଗୀଙ୍କୁ ନେଇ ‘ଦାଦାଗିରି’ର ଏପିସୋଡ୍ ପ୍ରସ୍ତୁତ ହୋଇଥିବା ବେଳେ ଏଥିରେ ଯୋଗ ଦେଉଥିବା ପ୍ରଖ୍ୟାତ ସେଲିବ୍ରିଟିମାନେ  ହିଁ ‘ଦାଦାଗିରି’ ର ଦର୍ଶକାଦୃତି ବୃଦ୍ଧି କରିବାରେ ମୁଖ୍ୟ ଭୂମିକା ନେଉଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026

You Might Also Like