-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

ଆଗକୁ ପାର୍ବଣ; ବଢ଼ିବ ସଂକ୍ରମଣ

30-Sep-2020



ନୂଆଦିଲ୍ଲୀ : ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର) ଦ୍ବାରା କରାଯାଇଥିବା ଦ୍ବିତୀୟ ପର୍ଯ୍ୟାୟର ସେରୋ ସର୍ଭେ ରିପୋର୍ଟ ଆସିଛି। ପ୍ରଥମ ରିପୋର୍ଟ ମେ ମାସରେ ଆସିଥିଲାବେଳେ ଦ୍ବିତୀୟ ରିପୋର୍ଟ ଅଗଷ୍ଟର କରୋନା ସଂକ୍ରମଣ ସ୍ଥିତିକୁ ଦର୍ଶାଇଛି। ଦ୍ବିତୀୟ ରିପୋର୍ଟ ଅନୁଯାୟୀ, ଚଳିତ ବର୍ଷ ଅଗଷ୍ଟ ସୁଦ୍ଧା ଭାରତର ପ୍ରତି ୧୫ ଜଣଙ୍କ ମଧ୍ୟରୁ ଜଣେ କରୋନା ସଂସ୍ପର୍ଶରେ ଆସିଛନ୍ତି। ଏମାନଙ୍କ ବୟସ ୧୦ ବର୍ଷରୁ ଅଧିକ ରହିଛି। ଏ​‌େ​‌ବ ବି ବହୁ ସଂଖ୍ୟାରେ ଲୋକ ଏହି ମହାମାରୀରେ ସଂକ୍ରମିତ ହେବାର ଆଶଙ୍କା ରହିଛି। ତେଣୁ ସେମାନଙ୍କୁ ସୁରକ୍ଷିତ ରଖିବା ଲାଗି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କେତେକ ପଦକ୍ଷେପ ଗ୍ରହଣ କରିବାକୁ ନୀତିଗତ ନିଷ୍ପତ୍ତି ନେଇଛି। ସଂପ୍ରତି କରୋନା ଭୂତାଣୁ ଦ୍ବାରା ସଂକ୍ରମିତ ହେବା ପରେ ଦେଶରେ ଏବେ ୫୧ ଲକ୍ଷ ଲୋକ ଆରୋଗ୍ୟ ଲାଭ କରିସାରିଛନ୍ତି।
ଦ୍ବିତୀୟ ସେରୋ ସର୍ଭେ ରିପୋର୍ଟ ସଂପର୍କରେ ସୂଚନା ଦେଇ ଆଇସିଏମ୍ଆର ମହାନିର୍ଦ୍ଦେଶକ ବଳରାମ ଭାର୍ଗବ କହିଛନ୍ତି ଯେ, ୧୦ ବର୍ଷରୁ ଅଧିକ ବୟସର ୧୫ ଜଣ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ଅଗଷ୍ଟ ସୁଦ୍ଧା କରୋନା ସଂସ୍ପର୍ଶରେ ଆସିଛନ୍ତି। ରିପୋର୍ଟ ଅନୁଯାୟୀ, ଏହି ସମୟ ମଧ୍ୟରେ ଦେଶର ଗ୍ରାମାଞ୍ଚଳ ତୁଳନାରେ ସହରାଞ୍ଚଳର ବସ୍ତି ଏବଂ ସହରାଞ୍ଚଳ ଅଣ-ବସ୍ତି ଅଞ୍ଚଳରେ କରୋନା ସଂକ୍ରମଣର ମାତ୍ରା ଅଧିକ ରହିଥିଲା। ଅଗଷ୍ଟ ୧୭ରୁ ସେପ୍ଟେମ୍ବର ୨୨ ତାରିଖ ମଧ୍ୟରେ ୨୯,୦୮୨ ଜଣ ଲୋକଙ୍କୁ ନେଇ ଏହି ସର୍ଭେ କରାଯାଇଥିଲା। ଏଥିରୁ ୬.୬ ପ୍ରତିଶତ କରୋନା ସଂକ୍ରମିତ ହୋଇସାରିଥିବା ଜଣାପଡିଛି। ମେ ମାସ ତୁଳନାରେ ଅଗଷ୍ଟରେ ସଂକ୍ରମଣ ହାର କମ୍‌ ରହିଥିବା ଜଣାପଡିଛି। ତେବେ ଅଧିକ ମାତ୍ରାରେ ପରୀକ୍ଷା ଓ ଚିହ୍ନଟ ହେବା ଯୋଗୁଁ ଏଭଳି ହୋଇଛି। ୭.୧ ପ୍ରତିଶତ ପ୍ରୌଢ ଲୋକଙ୍କ କରୋନାରେ ସଂକ୍ରମିତ ହୋଇଛନ୍ତି। ଆଗକୁ ପାର୍ବଣ ଓ ଶୀତ ଋତୁ ଆସୁଛି। ପାର୍ବଣରେ ଜନଗହଳି ବଢିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରମାନେ ଅଧିକ ସତର୍କ ରହିବେ। ଗୋଷ୍ଠୀ ସଂକ୍ରମଣ ରୋକିବାକୁ କୌଶଳାତ୍ମକ ରଣନୀତି ଆପଣାଇବାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ନିର୍ଦେଶ ଦେଇଛନ୍ତି। ଏହି ସେରୋ ସର୍ଭେ ୨୧ଟି ରାଜ୍ୟର ୭୦ଟି ଜିଲାର ୭୦୦ଟି ଗାଁ, ୱାର୍ଡ(ସହରାଞ୍ଚଳ)ରେ କରାଯାଇଥିଲା। ମେ ମାସର ପ୍ରଥମ ସେରୋ ସର୍ଭେ ମଧ୍ୟ ଏହି ସବୁ ଅଞ୍ଚଳରେ କରାଯାଇଥିଲା।*
*ଶ୍ରୀ ଭାର୍ଗବ କହିଛନ୍ତି ଯେ, ଜନସଂଖ୍ୟାର ଏକ ବଡ଼ ଅଂଶ ଏପର୍ଯ୍ୟନ୍ତ ସଂକ୍ରମିତ ହୋଇନଥିବାରୁ ସେମାନଙ୍କୁ ସୁରକ୍ଷିତ ରଖିବା ଲାଗି ୫-ଟି ରଣନୀତି ପାଳନ କରାଯିବ। ଏହି ୫-ଟି ହେଉଛି ଟେଷ୍ଟିଂ, ଟ୍ରାକିଂ, ଟ୍ରେସିଂ, ଟ୍ରିଟ୍‌ମେଣ୍ଟ ଓ ଟୋକ୍ନୋଲୋଜିର ଉପଯୋଗ କରି କରୋନା ସଂକ୍ରମଣ ରୋକିବାକୁ ପ୍ରୟାସ କରାଯାଉଛି। ନିତି ଆୟୋଗ ସଦସ୍ୟ ଡଃ ଭି.କେ.ପଲ କହିଛନ୍ତି ଯେ ଆମ ସମସ୍ତଙ୍କୁ ନିଶ୍ଚିତ ଭାବେ ମାସ୍କ, ସାମାଜିକ ଦୂରତା ଓ ସାନିଟାଇଜର ବ୍ୟବହାର କରି ପର୍ବ’ ପାଳନ କରିବାକୁ ପଡିବ।

 

 

 

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like