-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଆସନ୍ତା ୭ ତାରିଖରୁ ରାଜ୍ୟରେ ଖୋଲିବ ସମସ୍ତ ସ୍କୁଲ ଓ କଲେଜ

03-Feb-2022



ରାଜ୍ୟରେ ଆସନ୍ତା ୭ ତାରିଖରୁ ଅର୍ଥାତ ସୋମବାରରୁ ସମସ୍ତ ସ୍କୁଲ ଓ କଲେଜ ସ୍କୁଲ ଖୋଲିବ। ଏନେଇ ପ୍ରେସବାର୍ତ୍ତାରେ ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ  ସୂଚନା ଦେଇଛନ୍ତି। ସୋମବାରରୁ ରାଜ୍ୟରେ ଅଷ୍ଟମ ଉପରକୁ ସମସ୍ତ କ୍ଲାସ ପାଇଁ ପିଲାମାନେ ସ୍କୁଲ ଯିବେ। ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ସରକାରଙ୍କ ବଡ ନିଷ୍ପତ୍ତି ନେଇଛନ୍ତି।

 ଆଜି ଏନେଇ ପ୍ରେସବାର୍ତ୍ତାରେ ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ କହିଛନ୍ତି ଯେ ରାଜ୍ୟ ସରକାର ଆସନ୍ତା ସୋମବାରରୁ ଅଷ୍ଟମ ଶ୍ରେଣୀରୁ ଉପରକୁ ସମସ୍ତ ସ୍କୁଲ ଖୋଲିବ। କଲେଜ, ୟୁନିଭର୍ସିଟି, ଟେକ୍ନିକାଲ, ପ୍ରଫେସନାଲ ଶିକ୍ଷାନୁଷ୍ଠାନ ମଧ୍ୟ ଖୋଲିବ। ଏଥି ସହିତ ସମସ୍ତ ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ତେବେ ଛାତ୍ରଛାତ୍ରୀମାନେ ଉଭୟ ଅନଲାଇନ୍ ଏବଂ ଅଫଲାଇନରେ କ୍ଲାସ କରିପାରିବେ ।
 ଏଥି ସହିତ ଫେବୃଆରୀ ୧୪ ତାରିଖରୁ ଖୋଲିବ କେଜିରୁ ସପ୍ତମ ଯାଏଁ ସ୍କୁଲ । କେଜିରୁ ୯ମ ଯାଏଁ କ୍ଲାସ ପ୍ରମୋସନ୍ ପରୀକ୍ଷା ହେବ । ଏହି ପରୀକ୍ଷା କ୍ଲାସରୁମ ଆସେସମେଣ୍ଟ ଆଧାରରେ ହେବ । ଦଶମ, ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ବୋର୍ଡ ବ୍ୟବସ୍ଥା କରିବ । ଏଥି ସହିତ ସମସ୍ତ ବିଭାଗ ପକ୍ଷରୁ କରୋନା କଟକଣାରେ କିପରି କ୍ଲାସ ହେବ ସେ ନେଇ ଗାଇଡଲାଇନ ଜାରି କରାଯିବ। ପାଠପଢା ତ୍ୱରାନ୍ୱିତ ପାଇଁ ବିଭିନ୍ନ ବ୍ରିଜ କୋର୍ସ କରିବାକୁ ପରାମର୍ଶ ଦିଆଯାଇଛି । ଆବଶ୍ୟକ ହେଲେ ଖରାଛୁଟି ଅବଧି କମାଇପାରିବେ ବିଭିନ୍ନ ବିଭାଗ । ଖରାଛୁଟି ସମୟରେ ମଧ୍ୟ କ୍ଲାସ କରାଯିବାର ବ୍ୟବସ୍ଥା କରାଯିବ।
 ସୂଚନାଯୋଗ୍ୟ ସ୍କୁଲ ଖୋଲିବା ନେଇ ମଧ୍ୟ ଆଜି ନୂଆ ଗାଇଡଲାଇନ ଜାରି କରିଛନ୍ତି କେନ୍ଦ୍ର ସରକାର । ସ୍କୁଲ ଆସିବାକୁ ଅଭିଭାବକଙ୍କ ଅନୁମତି ଲୋଡା କି ନାହିଁ ରାଜ୍ୟ ସ୍ଥିର କରିବ । ସାମାଜିକ ଦୂରତ୍ୱ ଜାଗାରେ ଶାରୀରିକ ଦୂରତ୍ୱ ଶବ୍ଦ ବ୍ୟବହାର ପାଇଁ ପରାମର୍ଶ ଦିଆଯାଇଛି । ଶାରୀରିକଦୂରତ୍ୱ ବଜାୟ ପାଇଁ ସ୍କୁଲ ପରିସରରେ ମାର୍କିଂ କରାଯିବ । ସ୍କୁଲରେ କ୍ରୀଡା ଉତ୍ସବ, ସାଂସ୍କୃତିକ କାର୍ୟ୍ୟକ୍ରମ ସଂପର୍କରେ ରାଜ୍ୟ ସ୍ଥିର କରିବ । ବହୁବିଧ ରୋଗାକ୍ରାନ୍ତ ଥିବା ଛାତ୍ରଛାତ୍ରୀଙ୍କ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦିଆଯିବ । କଣ୍ଟେନମେଣ୍ଟ ଜୋନରେ ରହୁଥିବା ସ୍କୁଲ ବସ ଡ୍ରାଇଭରଙ୍କୁ ଆସିବା ମନା । ଏବେ ୧୧ଟି ରାଜ୍ୟରେ ପୂଣ୍ଣ କ୍ଷମତାରେ ସ୍କୁଲ ଖୋଲିଥିବା କେନ୍ଦ୍ର କହିଛି । ୧୬ଟି ରାଜ୍ୟରେ କେବଳ ବଡ କ୍ଲାସ ପିଲାଙ୍କ ପାଇଁ ସ୍କୁଲ ଖୋଲାଯାଇଛି । ବାକି ୯ଟି ରାଜ୍ୟରେ ସ୍କୁଲ ଆଦୌ ଖୋଲାଯାଇ ନାହିଁ । ଟିକାକରଣ ତ୍ୱରାନ୍ୱିତ ସହ କୋଭିଡ ଗାଇଡଲାଇନ ମାନି ଖୋଲାଯାଇପାରିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ