-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||     

HOME   ଜିଲ୍ଲା

କଣ୍ଠଶିଳ୍ପୀ ସୁସ୍ମିତା ଦାସ ଙ୍କ ନୂଆ ଗୀତ "ଜହ୍ନ ଗୋଟେ ମିଠା ବିସ୍କୁଟ"

03-Feb-2022



ଆମ ଟିଭି ମ୍ୟୁଜିକ୍ ର " ଜହ୍ନ ଗୋଟେ ମିଠା ବିସ୍କୁଟ " ସୁଟିଂ ଚାଲିଛି
ଶିରିଡି ସାଇ ବାବା ମୁଭିଜ୍ ନିବେଦିତ 
ଆମ ଟିଭି ମ୍ୟୁଜିକ ପ୍ରଯୋଜିତ ନୂଆ ଓଡ଼ିଆ ମ୍ୟୁଜିକ ଭିଡିଓ " ଜହ୍ନ ଗୋଟେ ମିଠା ବିସ୍କୁଟ" ଭୁବନେଶ୍ୱର ସ୍ଥିତ ଗିଫ୍ଟ ଇଞ୍ଜିନିୟରିଂ କଲେଜ ପରିସରରେ ସୁଟିଂ ଚାଲିଛି।
ମ୍ୟୁଜିକ ଭିଡିଓ ଟି ଆମଟିଭି ମ୍ୟୁଜିକ ୟୁଟୁବ୍ ଚ୍ୟାନେଲ ରେ ଫେବୃଆରୀ ୧୪ ଭାଲେନ୍ଟାଇନ୍ ଡେ ଅବସରରେ ମୁକ୍ତିଲାଭ କରିବ।
ପ୍ରେମ ଆଉ ପ୍ରତାରଣାର ଏକ ନିଛକ କାହାଣୀକୁ ନେଇ ମ୍ୟୁଜିକ ଭିଡିଓ ର କାହାଣୀ ଟି ଗତିଶୀଳ ।
"ଜହ୍ନ ଗୋଟେ ମିଠା ବିସ୍କୁଟ" ର ଗୀତ ରଚନା କରିଛନ୍ତି ଚିର ସବୁଜ ଗୀତିକାର ଦେବଦାସ ଛୋଟରାୟ , କଣ୍ଠଦାନ କରିଛନ୍ତି ସୁସ୍ମିତା ଦାସ ଓ ସଂଗୀତ ନିର୍ଦ୍ଦେଶନା ଦାୟିତ୍ୱରେ ଅଛନ୍ତି ଓମ୍ ପ୍ରକାଶ ମହାନ୍ତି।
ଅଭିନୟରେ ଅଛନ୍ତି ଅନେକ ସୁପରହିଟ୍ ମ୍ୟୁଜିକ ଭିଡିଓ ଓ ଚଳଚ୍ଚିତ୍ର ରେ ଅଭିନୟ କରିଥିବା ଅଭିନେତା ଅଭିଷେକ ଗିରି ଓ ଅଭିନେତ୍ରୀ ଜସ୍ମୀନ୍ ରଥ।
ନିର୍ଦ୍ଦେଶନା ଦେଇଛନ୍ତି ରାଜେନ୍ଦ୍ର ମହାନ୍ତ ଓ ପ୍ରଯୋଜନା କରୁଛନ୍ତି ପ୍ରଣୟ ଜେଠୀ।
ଚିତ୍ରୋତ୍ତଳନ କରିଛନ୍ତି ସୌମ୍ୟରାଜ ନାୟକ ଓ ପ୍ରଚାର ପ୍ରସାର ଦାୟିତ୍ୱରେ ଅଛନ୍ତି ଭରତ ପ୍ରଧାନ । ସ୍ଥିର ଚିତ୍ର ଉତ୍ତୋଳନ ବିକାଶ ସାହୁ,କଳା ନିର୍ଦ୍ଦେଶନା ଦାୟିତ୍ୱରେ ଲିଙ୍କନ୍ ଓ ସହଯୋଗୀ ପ୍ରଡକ୍ସନ ମ୍ୟାନେଜର ଭାବେ ଜ୍ୟୋତି ରଞ୍ଜନ ତ୍ରିପାଠୀ ଭାବେ କାର୍ଯ୍ୟ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026

You Might Also Like