-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||     

HOME   ରାଜ୍ୟ

୭ ରୁ ଅଷ୍ଟମରୁ ଉର୍ଦ୍ଧ ଶ୍ରେଣୀ ପାଠପଢା; ୧୪ରୁ କେଜିରୁ ସପ୍ତମ ଶ୍ରେଣୀ ଖୋଲିବ

04-Feb-2022



 ଭୁବନେଶ୍ୱର(ସୁଭାସିସ ନାୟକ) : ରାଜ୍ୟରେ ସଂକ୍ରମଣ ହ୍ରାସ ପାଉଥିବାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶିକ୍ଷାନୁଷ୍ଠାନରେ ପାଠପଢ଼ା ସ୍ୱାଭାବିକ କରିଛନ୍ତି  । ଆସନ୍ତା ସୋମବାର ଅର୍ଥାତ୍ ୭ ତାରିଖରୁ ଅଷ୍ଟମ ଶ୍ରେଣୀ ଠୁ ତଦୁର୍ଦ୍ଧ୍ୱ ଶ୍ରେଣୀର ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ । ସେହିପରି  ୧୪ତାରିଖରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍କୁଲରେ ପାଠପଢ଼ା ହେବ  । ତେବେ ଏହି ପାଠପଢ଼ା ଅନଲାଇନ/ଅଫଲାଇନ୍ ମାଧ୍ୟମରେ ହୋଇପାରିବ । 
ସେଥିରେ ଉଚ୍ଚଶିକ୍ଷା ବିଭାଗ ସମେତ ଟେକନିକାଲ,ମେଡିକାଲ ଓ ପ୍ରଫେସନାଲ ଆଦି ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟ ସାମିଲ ଅଛି  । ଶିକ୍ଷାନୁଷ୍ଠାନ ସହ ଜଡ଼ିତ ଥିବା ବିଭାଗଗୁଡ଼ିକ ସ୍ୱତନ୍ତ୍ର ଭାବେ ନିଜ ନିଜର ଗାଇଡଲାଇନ୍ ଜାରି କରିବେ  । ମୁଖ୍ୟ ସଚିବ ସୁରେଶ କୁମାର ମହାପାତ୍ର କହିଛନ୍ତି ଯେ, ରାଜ୍ୟରେ ୨ବର୍ଷ ଧରି କୋଭିଡ୍ ପରିସ୍ଥିତି ଯୋଗୁ ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି  । କୋଭିଡର ୩ଟି ଲହରୀ ଯୋଗୁ ପିଲାମାନେ ଦୁଇବର୍ଷ ହେଲା ସ୍କୁଲ ଯାଇପାରୁନାହାନ୍ତି । ତୃତୀୟ ପର୍ଯ୍ୟାୟରେ ଓମିକ୍ରନ ଲହରୀ ଯୋଗୁ ଗତ ଏକମାସ ଧରି ଶିକ୍ଷାନୁଷ୍ଠାନ ବନ୍ଦ ରହିଛି  । ତେବେ ଏବେ ତୃତୀୟ ପର୍ଯ୍ୟାୟ ପିକରେ ପହଚିଂ ସାରିଥିବା ତଥା ଏହାର ସଂକ୍ରମଣ କମ୍ ଥିବାରୁ ସରକାର ଏବେ ଶିକ୍ଷାନୁଷ୍ଠାନଗୁଡ଼ିକୁ ଖୋଲି ପାଠପଢ଼ା ସ୍ୱାଭାବିକ କରିବାକୁ ନିଷ୍ପତ୍ତି ନେଇଛନ୍ତି । 
ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବା ପାଇଁ ବିଭିନ୍ନ ବର୍ଗରୁ ଚାପ ପଡ଼ୁଥିଲା  । ତା’ସହିତ ୧୫ରୁ ୧୮ବର୍ଷ ବୟସର ପିଲାଙ୍କୁ ଟିକାକରଣ ମଧ୍ୟ ବ୍ୟାପକ ଭାବେ ହୋଇସାରିଛି । ପିଲାମାନଙ୍କ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ସରକାର ଆସନ୍ତା ସୋମବାରରୁ ଅଷ୍ଟମ ଶ୍ରେଣୀ ଓ ତଦୁର୍ଦ୍ଧ୍ୱ ପିଲାଙ୍କ ପାଠପଢ଼ା ସ୍ୱାଭାବିକ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଉଚ୍ଚଶିକ୍ଷା ବିଭାଗ, ସ୍କୁଲ ଓ ଗଣଶିକ୍ଷା ବିଭାଗ, ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗ, କୃଷି ବିଭାଗ, ସାମାଜିକ ସଶକ୍ତିକରଣ ବିଭାଗ, ଅନୁସୂଚିତ ଜାତି ଜନଜାତି ବିଭାଗ, ସ୍ୱାସ୍ଥ୍ୟ ବିଭାଗ ସମେତ ଅନ୍ୟାନ୍ୟ ବିଭାଗ ଅଧୀନରେ ଥିବା ଶିକ୍ଷାନୁଷ୍ଠାନଗୁଡ଼ିକ ସ୍ୱାଭାବିକ ଭାବେ ଖୋଲିବ  । ଏହାସହିତ ସମସ୍ତ ହଷ୍ଟେଲ ମଧ୍ୟ ଖୋଲିବ  ।
ତେବେ କେଜିରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଆସନ୍ତା ଫେବୃୟାରୀ ୧୪ ତାରିଖରୁ ଖୋଲିବ । କେଜିରୁ ନବମ ଶ୍ରେଣୀ ପିଲାମାନଙ୍କ କ୍ଲାସ ପ୍ରମୋସନ ପରୀକ୍ଷା ସହ ଦଶମ ଓ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା ମଧ୍ୟ ଯଥାବିଧି କରାଯିବ । କୋଭିଡ୍ ଗାଇଡଲାଇନ୍ ମଧ୍ୟରେ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ସମେତ ସବୁ ପ୍ରଫେସନାଲ ଶିକ୍ଷାନୁଷ୍ଠାନ ଓ ହଷ୍ଟେଲ ଖୋଲିବ  । ସ୍କୁଲଗୁଡ଼ିକ ଚାହିଁଲେ ପିଲାମାନଙ୍କ ପାଠ୍ୟକ୍ରମକୁ ଶେଷ କରିବା ପାଇଁ ଖରାଛୁଟିର ଅବଧି ହ୍ରାସ କରିପାରିବେ ବୋଲି ଶ୍ରୀ ମହାପାତ୍ର କହିଛନ୍ତି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026

You Might Also Like