-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ରାଜବୋଡାସମ୍ବର କୃଷକ ସଙ୍ଗଠନ ର ପଞ୍ଚାୟତ ସ୍ତରୀୟ କମିଟି ଗଠନ

04-Feb-2022



 ପଦ୍ମପୁର/ଗାଇସିଲେଟ:- ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଗାଇସିଲେଟ ବ୍ଲକ ର ଜାମୁଟପାଲି ଗ୍ରାମ ପଞ୍ଚାୟତ ର  ଚାଷୀ ମାନଙ୍କୁ ନେଇ ଆଜି ଗଣେଶ ରାମ ସାହୁଙ୍କ ଅଧ୍ୟକ୍ଷତା ରେ ଏକ ସାଧାରଣ ସଭା ବସିଥିଲା l  ଏହି ସଭାରେ ରାଜ ବୋଡା ସମ୍ବର କୃଷକ ସଙ୍ଗଠନ ର ପଂଚାୟତ ସ୍ତରୀୟ  ଗଠନ କରିବା ସହିତ ଚାଷୀ ମାନଙ୍କ ସବୁ ପରିସ୍ଥିତିରେ  ଛିଡା ହୋଇ ଏକଜୁଟ ହୋଇ ଚାଷୀ ମାନଙ୍କ ହକ ର ଲଢେଇ ରେ ସମସ୍ତେ ମିଶି ଲଢ଼ିବା ପାଇଁ ନିଷ୍ପତି ନେଇଥିଲେ l ୨୦୨୧ ପ୍ରଧାନ ମନ୍ତ୍ରୀ ଫସଲବୀମା ରେ କମ୍ପାନୀ ର ମନମୁଖୀ କାର୍ଯ୍ୟକଳାପ କୁ ନିନ୍ଦା କରିବା ସହ ଆଗାମୀ ଦିନରେ ଇନ୍ସୁରେନ କମ୍ପାନୀ ବିରୁଦ୍ଧରେ ସରକାର କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକଲେ ଚାଷୀ ସଂଗଠନ ଆଗାମୀ ଦିନରେ ବିରାଟ ଆନ୍ଦୋଳନ କୁ ଜୋରଦାର କରିବା କୁ ଆଲୋଚନା କରାଯାଇଥିଲା l ଏହି ବୈଠକ ରେ ସମସ୍ତଙ୍କ ମତାମତ ନେଇ ଏକ କମିଟି ଗଠନ କରା ଯାଇଥିଲା l ଏହି କମିଟିରେ କ୍ଷୀରୋଦ୍ର ସାହୁ ସଭାପତି,ଗଣେଶ ରାମ ସାହୁ ଉପ ସଭାପତି,ଦେବାନନ୍ଦ ପଧାନ ସମ୍ପାଦକ,ଦିନ ସାହୁ ସହ ସମ୍ପାଦକ,  ବ୍ରହ୍ମା ଶଙ୍କର ପଧାନ କୋଷାଧ୍ୟକ୍ଷ ଙ୍କୁ ଚୟନ କରି ୨୧ ଜଣିଆ କମିଟି ଗଠନ କାରାଯାଇ  ସର୍ବ ସମ୍ମତି କ୍ରମେ ସଂଗଠନ ର ଦାୟିତ୍ୱ ପ୍ରଦାନ କରl ଯାଇଥିଲା l ଉକ୍ତ ସଭାରେ ସମସ୍ତ ଗ୍ରାମର ଚାଷୀ ଯୋଗଦାନ କରିଥିଲେ l  ଆଗାମୀ ଦିନରେ ଚାଷୀ ମାନଙ୍କ ପାଇଁ ରାଜବୋଡାସମ୍ବରକୃଷକସଙ୍ଗଠନ,ଗାଇସିଲେଟ ବ୍ଲକରେ ସମସ୍ତେ ମିଶି ଏକଜୁଟ ହେଇ କାମ କରିବା ପାଇଁ ଆଲୋଚନା କରାଗଲା  l ସବୁ କ୍ଷେତ୍ର ରେ କାମ କରି ଚାଷୀ ମାନଙ୍କ ପାଇଁ ସଙ୍ଗବଦ୍ଧ ହୋଇ ଲଢେଇ କରିବା ବୋଲି ନିଷ୍ପତି ନିଆଗଲା  l ଏହି ବୈଠକ ରେ ରାଜ ବୋଡା ସମ୍ବର କୃଷକ ସଙ୍ଗଠନ ଗାଇସିଲେଟ ବ୍ଲକ କମିଟି ର ସଭାପତି ଅରବିନ୍ଦ ଚନ୍ଦ୍ର ପଣ୍ଡା, ଉପ ସଭାପତି ସରୋଜ ସାହୁ ,ଆବାହକ ବିରେନ୍ଦ୍ର ପଧାନ, ସମ୍ପାଦକ ଗଜପତି ସାହୁ, ସହ ସମ୍ପାଦକ ହିମାଂଶୁ ମାଝୀ,ଉପଦେଷ୍ଟା କମିଟି ର ସଦସ୍ୟ ମହେଶ ଦାଶ ପ୍ରମୁଖ  ଉପସ୍ଥିତ ରହି ସଂଗଠନ ର ବିଭିନ୍ନ କାର୍ଯ୍ୟପନ୍ଥା ବିଷୟରେ ଆଲୋଚନା କରି ସଭା ସାଙ୍ଗ  କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like