-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ସହ ଓଡିଶା ସାମ୍ବାଦିକ ସଂଘ କର୍ମକର୍ତ୍ତାଙ୍କ ସୌଜନ୍ୟମୂଳକ ସାକ୍ଷାତ- ବିଭିନ୍ନ ବିଭାଗ କୁ ସକ୍ରିୟ କରିବା ତଥା ଅନେକ ପ୍ରକଳ୍ପ ର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଦାବୀ

04-Feb-2022



ସୁବର୍ଣ୍ଣପୁର/   ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଙ୍କ ସହ ଓଡିଶା ସାମ୍ବାଦିକ ସଂଘ ର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ l ସଂଘ ପକ୍ଷରୁ ପ୍ରଦାନ କରାଯାଉଥିବା ଦୁସ୍ଥ ସାମ୍ବାଦିକଙ୍କ ପରିବାରକୁ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ସାମାଜିକ ସୁରକ୍ଷା ଓ ପ୍ରତିଭା ସମ୍ମାନ ଭଳି ବିଭିନ୍ନ ସାମାଜିକ କାର୍ଯ୍ୟରେ ଜିଲ୍ଲା ପ୍ରଶାସନ ୨୦୧୦ ମସିହାରୁ ନିରନ୍ତର ଭାବେ ସହଯୋଗ ଜାରି ରଖି ପ୍ରୋତ୍ସାହନ ଯୋଗାଇ ଆସିଥିଵାରୁ  ଜିଲ୍ଲାପାଳଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଥିଲେ l ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ  ଧାନ ମଣ୍ଡିରେ ଟ୍ରାନ୍ସପୋର୍ଟିଂ ସମସ୍ୟା,  ଟାର୍ଗେଟ ର ଅଭାବ ତଥା ଟୋକନ ସମସ୍ୟାର ବିଭିନ୍ନ ଅବ୍ୟବସ୍ଥାକୁ ସୁଧାରିବା ସହ ଗୋଶ୍ରଦ୍ଧା ପ୍ରକଳ୍ପ ର ଯତ୍ନ ଓ ସୁରକ୍ଷାକୁ ବ୍ୟକ୍ତିଗତ ଭାବରେ ତଦାରଖ କରିବାକୁ, ନବନିର୍ମିତ ଚାରିଥାକିଆ ରାସ୍ତା ଓ ରିଙ୍ଗ ରୋଡ କାର୍ଯ୍ୟ ଓ କେନ୍ଦ୍ରୀୟ ବିଦ୍ୟାଳୟର ନୂତନ କୋଠା ନିର୍ମାଣ କୁ ତ୍ୱରାନ୍ୱିତ କରିବାକୁ ତଥା ଡାଲିଜାତୀୟ ଚାଷ, କପା ଚାଷ ଓ ଅନ୍ୟାନ୍ୟ ଫସଲ ଉତ୍ପାଦନକୁ ଅଗ୍ରାଧିକାର ଦେଇ ଚାଷୀଙ୍କୁ ପ୍ରୋତ୍ସାହନ ଦେବାକୁ ସଂଘର କର୍ମ କର୍ତ୍ତା ଅନୁରୋଧ  କରିଥିଲେ l ସେହିପରି ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ ଓ ଜମି ଅଧିଗ୍ରହଣ ସ୍ଥିତି ଉପରେ ଆଲୋଚନା କରିଥିଲେ l ଜିଲ୍ଲା ପ୍ରାଣୀ ଚିକିତ୍ସାଳୟ ର ନାମକୁମାତ୍ର ଥିବା ଭ୍ରାମ୍ୟମାଣ ଚିକିତ୍ସାସେବାକୁ ଏକ୍ଟିଭ କରିବାକୁ ଓ ସର୍ବୋପରି ମୋଡେଲ ଭିଲେଜ ର ଅଗ୍ରଗତି ସମ୍ବନ୍ଧରେ  ଆଲୋଚନା କରିବାସହ  ଧାନ ଚୋରା ଚାଲାଣକୁ ରୋକିବା ସହ  ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣକରିବାକୁ ମତ ରଖିଥିଲେ ସେହିପରି  ଜିଲ୍ଲା ର ପଞ୍ଚାୟତ ନିର୍ବାଚନକୁ  ଅବାଧ ଓ ଶାନ୍ତି ଶୃଙ୍ଖଳା  ର ସହିତ ପରିଚାଳନା କରିଵାକୁ ତଥା ଜ଼ିଲ୍ଲା ର ଆଇନ ଶୃଙ୍ଖଳା ବିଷୟରେ ଦୀର୍ଘ ସମୟଧରି   ଆଲୋଚନା କରିଥିଲେ l ଗଭୀର ନଳକୂପ ଖନନ ଯୋଜନା ଓ ଧାନ ମଣ୍ଡି ମାନଙ୍କରେ ଚାଷୀମାନେ ଭୋଗୁଥିବା ବିଭିନ୍ନ ସମସ୍ୟାକୁ  ନିଜର  ଅଭିଜ୍ଞତା  ସହ ଯୁବ ସାମ୍ବାଦିକ  ରାଜ କିଶୋର ତ୍ରିପାଠୀ  ପ୍ରକାଶ କରିଥିଲେ l ପ୍ରାଣୀ ଚିକିତ୍ସାଳୟ ର କାର୍ଯ୍ୟ ମନ୍ଥରତା, ଓ ସେବା ଉପରେ ଜ଼ିଲ୍ଲାପାଳ ନିଜର ଅସନ୍ତୋଷ ଜାହିର କରିଥିବା ବେଳେ  ରାସ୍ତା  ନିର୍ମାଣ ଓ ରିଙ୍ଗ ରୋଡ଼ କାର୍ଯ୍ୟ ଏପ୍ରିଲ ମାସ ସୁଦ୍ଧା ସଂପୂର୍ଣ୍ଣ ହେବାନେଇ ଦୃଢ଼ ପ୍ରତିଶୁତି ଦେଇ ଜିଲ୍ଲାର ସମସ୍ତ ମଣ୍ଡି ମାନଙ୍କରେ ଟାର୍ଗେଟ ବଢ଼ାଇଥିବା ଓ  ଜ଼ିଲ୍ଲା ସ୍ତରରେ ରେଲୱେ  ପ୍ରକଳ୍ପ ର କାର୍ଯ୍ୟ ପ୍ରସ୍ତୁତିରେ ଆଉ କିଛି ବାକି ନାହିଁ ବୋଲି ପ୍ରକାଶ କରିଥିଲେ l ଏହି ପ୍ରତିନିଧି ଦଳରେ ସଂଘ ର ରାଜ୍ୟ ସମ୍ପାଦକ ରାଜକିଶୋର ତ୍ରିପାଠୀ, ବରିଷ୍ଠ ସାମ୍ବାଦିକ ତଥା ସଂଘର ଉପଦେଷ୍ଟା ଦିଲ୍ଲୀପ ପାତ୍ର, ସୁବର୍ଣ୍ଣପୁର ଜିଲ୍ଲା ଶାଖା ସଭାପତି ମନୋରଞ୍ଜନ ତ୍ରିପାଠୀ, ସମ୍ପାଦକ ମହାଦେବ ମଲ୍ଲିକ ଓ ସଭ୍ୟ  ତଥା ସଂଘ ର ଆଇନ ପରାମର୍ଶଦାତା ଲକ୍ଷ୍ମୀନ୍ଦ୍ର ବେଜ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like