-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ଦ୍ୱାରା ଆୟୋଜିତ ୧୭ ତମ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ

04-Feb-2022



ବଲାଙ୍ଗିର (ପ୍ରେରଣା ଖବର) : ଆଜି ବାରପୁଡୁଗିଆ ହାୱା ଗାର୍ଡେନ ଖେଳ ପଡିଆ ରେ  ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ଦ୍ୱାରା  ଆୟୋଜିତ ୧୭ ତମ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ସମାଜ ସେବୀ ଲଳିତ ନାୟକ ଏବଂ ଯୁବ କଳାକାର ଜ୍ୟୋତିରଂଜନ ପାଣିଗ୍ରାହୀ ଙ୍କ ସ୍ମୃତି ଉଦ୍ଦେଶ୍ୟ ରେ  ଚମ୍ପିଅନ ଟ୍ରଫି ବିଜେତା ଦଳ ଏବଂ ପରାଜିତ ଦଳ କୁ ପ୍ରଦାନ କରାଯାଇଥିଲା । ଭାଲୁପିଟା ଏବଂ ଚାଣ୍ଟିମୁଣ୍ଡା ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇ ଭାଲୁପିଟା ଦଳ ବିଜୟ ହୋଇଥିଲା। ମୁଖ୍ୟ ଅତିଥି ସଦର ବ୍ଲକ ଅଧ୍ୟକ୍ଷ ଶ୍ରୀ ଗୋଲାପ ବାଗ, ବିଜୟ ମହଲା, ଶକୁନ୍ତଳା କାଲସାଏ, ଓକିଲ ନୀଳାଦ୍ରୀ ମିଶ୍ର, ରାମେଶ୍ବର ପଧାନ, ବିବେକ ବୁଡେକ୍, ପ୍ରମୋଦ କର୍ମୀ, ଗିରିଧାରୀ କାଲସାଏ ଖେଳ ପରିଚାଳକ ପୁରୁଷୋତ୍ତମ ବୁଡେକ୍, ଉମେଶ, ବିକି, ଚୈତନ୍ୟ ସାହୁ ପରିଚାଳନା କରିଥିଲେ । କମିଟି ସଭାପତି ଶ୍ରୀ ଜୟକୃଷ୍ଣ ମିଶ୍ର, ରିଙ୍କୁ, ମନୋଜ,  ସଞ୍ଜୟ ନାଏକ, ମିଥୁନ, ଲବ ନାଗ, ଆକାଶ, କାଳିଆ, ଲିପୁ, ବଳରାମ, ରିଙ୍କୁ ନାହାକ, ପିଣ୍ଟୁ, ଧୋବା ମହଲା, ଦୀପକ,  ସଚ୍ଚିକାନ୍ତ,  ପ୍ରମୁଖ ଆୟୋଜନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like