-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||     

HOME   ଜିଲ୍ଲା

ଏକ ଦକ୍ଷ ଜିଲ୍ଲାପରିଷଦ ଗଠନ ପାଇଁ କଂଗ୍ରେସ ହିଁ ଏକ ମାତ୍ର ବିକଳ୍ପ- ନରସିଂହ- ଜୋନ ନଂ୩୩ ଜିଲ୍ଲା ପରିଷଦ ପ୍ରାର୍ଥି ତନୟା ବେହେରାଙ୍କ ପାଇଁ ପ୍ରଚାର କଲେ ନରସିଂହ

04-Feb-2022



ବଲାଙ୍ଗିର, (ପ୍ରେରଣା ଖବର)  ଲୋକେ ଗତ ପାଞ୍ଚ ବର୍ଷ ଜିଲ୍ଲା ପରିଷଦ ନିର୍ବାଚନରେ ବିଜେପି ଦଳକୁ ବହୁ ପରିମାଣରେ ଭୋଟ ଦେଇ ବିଜୟୀ କରିଥିଲେ । ଆଶା କରିଥିଲେ ଆପଣଙ୍କ ଅଂଚଳର ବିକାଶ ହେବ । କିନ୍ତୁ ବିକାଶ ହେବା ତ ଦୁରର କଥା ବିଜେପି ଦଳର କୌଣସି ଜିଲ୍ଲା ପରିଷଦ ସଭ୍ୟ ବା ଅଦ୍ଧକ୍ଷ୍ୟ ତାଙ୍କ ଅଂଚଳର ଭୋଟଦାତା ମାନଙ୍କ ପାଖକୁ ଥରେ ମଧ୍ୟ ପହଞ୍ଚି ପାରିଲେ ନାହିଁ । ତେଣୂ ଯଦି ଅଂଚଳର ସର୍ବାଙ୍ଗୀନ ବିକାଶ ଚାହୁଁଛନ୍ତି ତାହେଲେ, ଏକ ଦକ୍ଷ ଜିଲ୍ଲା ପରିଷଦ ଗଠନ ପାଇଁ କଂଗ୍ରେସ ଦଳକୁ ବିପୁଳ ମାତ୍ରାରେ ଭୋଟ ଦେଇ ବିଜୟୀ କରନ୍ତୁ ବୋଲି ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ଜୋନ ୩୩ ର କୁସଙ୍ଗ, ପିପିଲି, ସୁଜିଆ, ବୁର୍ଡା, ମାଣ୍ଡିଆପଦର, ହିରାପୁର, ବାଦିବାହାଲ ଓ ଯୋଗିସୁର୍ଡା ଗ୍ରାମରେ କଂଗ୍ରେସ ପ୍ରାର୍ଥିନୀଙ୍କ ପାଇଁ ଭୋଟ ପ୍ରଚାର ସମୟରେ କହିଛନ୍ତି । ଘର ଘର ବୁଲି ଜୋନ ୩୩ ପ୍ରାଥିନୀ ଶ୍ରୀମତି ବେହେରାଙ୍କ ପାଇଁ ଭୋଟ ପ୍ରଚାର ପତ୍ର ବାଣ୍ଟିବା ସମୟରେ ସେ ଆହୁରି କହିଛନ୍ତି ଯେ, ପ୍ରତିଶୃତି ପରେ ପ୍ରତାରଣା ଦେବାରେ ଉଭୟ ବିଜେପି ଓ ବିଜେଡି ଦଳ ବେଶ ପାରଙ୍ଗମ । ନାରୀ ନିର୍ଯ୍ୟାତନା ହେଉ କି ଆଦିବାସୀ ଓ ପଛୁଆ ବର୍ଗଙ୍କୁ ନିର୍ବାଚନୀ ସଂରକ୍ଷଣରୁ ବାଦ ଦେବା ଘଟଣା ହେଉ ଏସମସ୍ତ ଘଟଣାରେ ବିଜେଡି ଦଳ ଓ ନବୀନ ସରକାର ଜନବିରୋଧି ବୋଲି ସାରା ରାଜ୍ୟରେ ପ୍ରମାଣିତ ହୋଇ ସାରିଛି ।  ଉଭୟ ବିଜେପି ଓ ବିଜେଡି ଦଳକୁ ଜନତା ଜନାର୍ଦ୍ଦନ ଏକ ସ୍ଥାୟୀ ସରକାର ପାଇଁ ଆବଶ୍ୟକ ସଂଖ୍ୟା ଗରିଷ୍ଠତା ଯୋଗଇ ଥିଲେ । ସେ ଦୃଷ୍ଟିରୁ କେନ୍ଦ୍ରରେ ବିଜେପି ଗତ ସାତ ବର୍ଷ ହେବ ଗାଦିରେ ଥିବା ବେଳେ ରାଜ୍ୟରେ ବିଗତ ୨୦ ବର୍ଷ ହେବ ବଜେଡି ସରକାର ରହିଛି । କିନ୍ତୁ ଭୋଟ ଦେବାରେ ଜନତାଙ୍କ ପୁର୍ଣ୍ଣ ସହେଯାଗ ସତ୍ୱେ ଉଭୟ ଦଳ ସେହି ଜନତାଙ୍କୁ ଦୁର୍ଦିନକୁ ଟାଣି ଆଣୀଛନ୍ତି । ଚାଷୀକୁ ସଠିକ ଅମଳ ମୂଲ୍ୟ, ଛାତ୍ରଛାତ୍ରୀଙ୍କୁ ଉଚିତ ଶିକ୍ଷା, ଶିକ୍ଷିତଙ୍କୁ ରୋଜଗାର,  ସମାଜରେ ସୁରକ୍ଷା , ଦରଦାମ ନିୟନ୍ତ୍ରଣ ଓ ଅସହାୟଙ୍କୁ ସହାୟ ହେବାରେ ଉଭୟେ ସଂପୁର୍ଣ୍ଣ ଫେଲ ମାରିଥିବା ସ୍ପଷ୍ଟ ହୋଇଛି । ଜନତାଙ୍କ ଏହି ଦୁର୍ଦ୍ଦଶାଜନକ ସ୍ଥିତି ପାଇଁ ଲୋକେ ଏଥର ପୁଣି କଂଗ୍ରେସ ଉପରେ ନିଜର ଅସ୍ଥା ପ୍ରକଟ କରୁଛନ୍ତି । ତେଣୂ ଆପଣମାନଙ୍କୁ ଅନୁରୋଧ ଏଥର  ଭୋଟ ସମସୟରେ ଆଉ ଏହି ବିଜେପି, ବିଜେଡିର ଠକେଇରେ ନପଡି କଂଗ୍ରେସ ଦଳର ହାତ ଚିହ୍ନରେ ଭୋଟ ଦେବା ପାଇଁ ବିଧାୟକ ଶ୍ରୀ ମିଶ୍ର ଜନସାଧାରଣଙ୍କୁ ସଚେତନ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ମିଶ୍ର ଓ ଜୋନ ୩୩ ଜିଲ୍ଲା ପରିଷଦ ପ୍ରାଥିନୀ ତନୟା ବେହେରାଙ୍କ ବ୍ୟତିତ  କଂଗ୍ରେସ ଜିଲ୍ଲା ସଭାପତି ଦିଲିପ ବେହେରା, ଟଙ୍କଧର ଗଡତିଆ, ବ୍ଲକ କଂଗ୍ରେସ ସଭାପତି ଅରବିନ୍ଦ ସାହୁ ଓ ଅଶୋକ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026

You Might Also Like