-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||     

HOME   ଜିଲ୍ଲା

ମଶାଣି ପାଇଁ ଭୋଟ ବର୍ଜନ ଚେତାବନୀ ଦେଲେ ବାଲିଗୁଡା ଏନଏସି ର ତିନି ୱାର୍ଡ଼ବାସୀ

04-Feb-2022



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ରାଜନେତା ଓ ପ୍ରଶାସନ ଙ୍କ ପ୍ରତିଶୃତି ପାଣିର ଗାର ମଶାଣି ନାହିଁ ତ ଭୋଟ ନାହିଁ ଏହି ନାରା ଦେଇଛନ୍ତି ବାଲିଗୁଡା ଏନଏସି ର ତିନି ୱାର୍ଡ଼ବାସୀ l ବାଲିଗୁଡା ଏନଏସି ର ସର୍ବ ବୃହତ୍ତମ ସାହି ରୂପେ ପରିଚିତ ନୂଆସାହି l ଏନଏସି ର ୫,୬,୭ ନମ୍ବର ଏହି ତିନି ୱାର୍ଡ ବାସୀଙ୍କ ପାଇଁ ସ୍ଥାୟୀ ମଶାଣି ଆଜି ପର୍ଯ୍ୟନ୍ତ ନାହିଁ l ଦୀର୍ଘ ଶହେବର୍ଷ ରୁ ଉର୍ଦ୍ଧ ହେବ ସାହିବାସିନ୍ଦା ଶବଦାହ କରୁଥିବା ମଶାଣି ଚି଼ହ୍ନଟ ହୋଇନଥିବାରୁ ଲୋକେ ମଶାଣି ରେ ଘର କରିରହିଲେଣି ପ୍ରଶାସନର ଦୂରଦୃଷ୍ଟି ଅଭାବରୁ ଜମି ମାଫିଆ ଙ୍କ କବଳରେ ମଶାଣି, ଧୀରେ ଧୀରେ ମଶାଣି ଜମି ସଂକୁଚିତ ହେଲାଣି l ମଶାଣି ରେ ଶବଗୃହ ଆଲୋକ ପାଣି ବ୍ୟବସ୍ଥା ଆଦୌନାହିଁ l ତିନି ୱାର୍ଡ଼ରେ ବସବାସ କରୁଥିବା ୬ ହଜାର ରୁ ଉର୍ଦ୍ଧ ଲୋକେ ଖରା ବର୍ଷା ଶୀତ ରେ ୱାର୍ଡବାସୀ ଶବଦାହ କରିବାକୁ ଯାଇ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି l ଦୁଇ ବର୍ଷତଳେ ବି ଏସ ଏଫ ଯବାନ ଶହୀଦ ଦିନେଶ ପାତ୍ର ଙ୍କ

ଶେଷକୃତ୍ୟ ସମୟରେ ସ୍ଥାନୀୟ ବିଧାୟକ ଚକ୍ରମଣି କହଁର ଏବଂ ତତ୍କାଳୀନ ଉପଜ଼ିଲ୍ଲାପାଳ ଉପସ୍ଥିତ ଥିଲେ l ୱାର୍ଡ଼ବାସୀ ଙ୍କ ଅଭିଯୋଗ କ୍ରମେ ଖୁବ ଶୀଘ୍ର ମଶାଣିର ଜମି ଚି଼ହ୍ନଟ ଶବ ଗୃହ ପାଚେରୀ ଆଲୋକ ଏବଂ ପାଣି ବ୍ୟବସ୍ଥା କରାଯିବ ବୋଲି ନିର୍ଭର ପ୍ରତିଶୃତି ଦେଇଥିଲେ କିନ୍ତୁ ସବୁ ପ୍ରତିଶୃତି ପାଣିର ଗାର ବୋଲି କହିଛନ୍ତି ୱାର୍ଡ ବାସୀ l ତୁରନ୍ତ ମଶାଣି ରେ କାମ ନହେଲେ ଆଗାମୀ ପୌର ନିର୍ବାଚନ କୁ ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି ଏହି ତିନି ୱାର୍ଡବାସୀ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026

You Might Also Like