-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||     

HOME   ଜିଲ୍ଲା

ଭୁଟାନର ସର୍ବୋଚ୍ଚ ସମ୍ମାନ ସହ ବିଶ୍ୱର ସବୁଠାରୁ ପସନ୍ଦିତ ନେତାଙ୍କ ତାଲିକାର ଶୀର୍ଷରେ ରହିଛନ୍ତି ପ୍ରଧାନମନ୍ତ୍ରୀ

04-Feb-2022



ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରୋନା ସଙ୍କଟ ସମୟରେ ଯେଉଁ ପ୍ରକାର ନିଜରନେତୃତ୍ୱ ଦକ୍ଷତକୁ ପ୍ରଦର୍ଶନ କରିଛନ୍ତି ତାହାକୁ ସାରା ବିଶ୍ୱ ଆଜି ଗ୍ରହଣ କରୁଛି। ଭାରତର ଗୁରୁତ୍ୱପୂର୍ଣ୍ଣ ପଡୋଶୀ ରାଷ୍ଟ୍ର ଭୁଟାନ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ତାଙ୍କ ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର ‘ନାଗଦଗ ପେଲଜୀ ଖୋର୍ଲୋ’ରେ ସମ୍ମାନିତ କରିଛି। ଭୁଟାନର ପ୍ରଧାନମନ୍ତ୍ରୀ ଲୋତେୟ ଶେରିଙ୍ଗ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ବିନା ସର୍ତ୍ତରେ ବନ୍ଧୁତା ପ୍ରତିପାଦନ କରିଛନ୍ତି। ସେ ମଧ୍ୟ ଜଣେ ଚମତ୍କାର ଆଧ୍ୟାତ୍ମିକ ବ୍ୟକ୍ତି। ଏହି ସର୍ବୋଚ୍ଚ ସମ୍ମାନ ପାଇଁ ଭୁଟାନକୁ ଧନ୍ୟବାଦ ଜଣାଇ ପ୍ରଧାନମନ୍ତ୍ରୀ ମୋଦୀ ଟ୍ୱିଟ କରି କହିଛନ୍ତି, ଧନ୍ୟବାଦ ଭୁଟାନର ପ୍ରଧାନମନ୍ତ୍ରୀ!  ଆପଣଙ୍କ ଏହି ଉଷ୍ମ ଶୁଭେଚ୍ଛା ଦ୍ୱାରା ମୁଁ ଗଭୀର ଭାବରେ ପ୍ରଭାବିତ। ଭୁଟାନର ରାଜାଙ୍କୁ ମଧ୍ୟ ମୋର ଆନ୍ତରିକ ଧନ୍ୟବାଦ ଜଣାଉଛି।' ଭୁଟାନର ସର୍ବୋଚ୍ଚ ନାଗରିକ ସମ୍ମାନ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୧ର ମୋଷ୍ଟ ଲାଇକ୍ ବ୍ୟକ୍ତିମାନଙ୍କ ତାଲିକାରେ ଆମେରିକାର ରାଷ୍ଟ୍ରପତି ଜୋ ବିଡେନ ଏବଂ ଋଷର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଅତିକ୍ରମ କରିଛନ୍ତି। ବ୍ରିଟେନର ବଜାର ଅନୁସନ୍ଧାନ କମ୍ପାନୀ YouGov ବିଶ୍ୱର 38 ଟି ଦେଶରେ ୪୨ ହଜାର ଲୋକଙ୍କୁ ସାମିଲ କରି ଏକ ସର୍ବେକ୍ଷଣ କରିଥିଲା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 8 ନମ୍ବର ସ୍ଥାନରେ ଅଛନ୍ତି। ଏହାପୂର୍ବରୁ ଆମେରିକାର ଡାଟା ରିସର୍ଚ୍ଚ ଏଜେନ୍ସି ମର୍ଣ୍ଣିଂ କନ୍ସଲ୍ଟ ଦ୍ୱାରା କରାଯାଇଥିବା ସର୍ବେକ୍ଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବିଶ୍ୱର ସବୁଠାରୁ ଲୋକପ୍ରିୟ ତଥା ଶୀର୍ଷ ନେତା ଭାବରେ ମନୋନୀତ ହୋଇଥିଲେ। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ୨୦୧୬ରେ ସାଉଦି ଆରବ, ୨୦୧୮ରେ ଆଫଗାନିସ୍ତାନ, ପାଲେଷ୍ଟାଇନ, ୟୁଏଇ, ଋଷ, ମାଲଦ୍ୱୀପ, ୨୦୧୯ରେ ବହାରେନ, ୨୦୨୦ରେ ଆମେରିକାର ଲେଜିଅନ ଅଫ୍ ମେରିଟ ସମ୍ମାନରେ ସମ୍ମାନିତ କରାଯାଇଛି। କେବଳ ଏତିକି ନୁହେଁ, ୨୦୧୮ରେ ସିଓଲ ପିସ୍ କଲ୍ଚର ଫାଉଣ୍ଡେସନରୁ ସିଓଲ ଶାନ୍ତି ପୁରସ୍କାର, ମିଳିତ ଜାତିସଂଘ ଚାମ୍ପିଅନ୍ସ ଅଫ୍ ଆର୍ଥ, ୨୦୧୯ରେ ଫିଲିପ କୋଟଲର ରାଷ୍ଟ୍ରପତି ପୁରସ୍କାର, ବିଲ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନରୁ ଗ୍ଲୋବାଲ ଗୋଲକିପର ପୁରସ୍କାର, ୨୦୨୧ରେ କେମ୍ବ୍ରିଜ ଏନର୍ଜି ରିସର୍ଚ୍ଚ ଆସୋସିଏସନର ପରିବେଶ ନେତା ପୁରସ୍କାର ବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଦାନ କରାଯାଇଛି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026

You Might Also Like