-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ଓ ପଏଁରୀ ପକ୍ଷରୁ ସ୍ବର୍ଗତ ବୃନ୍ଦାବନ ନାଏକ ଙ୍କ ସ୍ମୃତି ସଭା ପାଳନ - ସଂଗୀତ ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଦେଲେ କଳାକାର ଉମେଶ ଓ ନିରାକାର

04-Feb-2022



ସୁବର୍ଣ୍ଣପୁର - ଆଜି ସୁବର୍ଣ୍ଣପୁର ପ୍ରଭାସ ଲଜ ଠାରେ  ପଏଁରୀ ଓ ସ୍ୱଚ୍ଛ ଭାରତ ଅନୁଷ୍ଠାନ ପକ୍ଷରୁ ସୁବର୍ଣ୍ଣପୁର ତଥା ପଶ୍ଚିମ ଓଡିଶା ର ବିଶିଷ୍ଟ କଣ୍ଠ ଶିଳ୍ପୀ ସ୍ବର୍ଗତ ବୃନ୍ଦାବନ ନାଏକ ଙ୍କ ଉଦ୍ଦେଶ୍ୟ ରେ ଏକ ଶ୍ରଦ୍ଧାଞ୍ଜଳି ସଭା ର ଆୟୋଜନ କରାଯାଇଥିଲା l ଏହି ସଭାରେ ସ୍ୱଚ୍ଛ ଭାରତ ସଂଗଠନ ସଭାପତି ଲଷ୍ମୀ ନାରାୟଣ ମେହେର, ଉପଦେଷ୍ଟା ଅଭିମନ୍ୟୁ କୁଶଳ, ଅlନ୍ତର୍ଜାତୀୟ ଚଳଚିତ୍ର ଭୁଖା ର କଣ୍ଠଶିଳ୍ପୀ ନୁର ବେଗମ, ମହିଳା ସ୍ବେଛାସେବୀ ଇନ୍ଦୁମତୀ ପୁରୋହିତ, ପଏଁରୀ ସଭାପତି ଲଡ଼ୁ କିଶୋର ମଲ୍ଲିକ, ଶିକ୍ଷାବିତ ତଥା ଆଇନଜିଵୀ ପ୍ରଦୀପ ପୁରୋହିତ ଅତିଥି ଭାବେ ଯୋଗ ଦେଇ ସ୍ବର୍ଗତ ନାଏକ ଙ୍କ ଫଟୋଚିତ୍ର ରେ ଧୂପ ଦୀପ ପୁଷ୍ପ ମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ନାଏକ ଙ୍କ ଅମର ଆତ୍ମା ର ଶାନ୍ତି ସଦଗତି ପାଈଁ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ l ଶାମୁକା ରୁ ମୁକ୍ତା , ଓ ପଙ୍କ ରୁ ପଦ୍ମ ଭଳି ଶ୍ରୀ ନାଏକ ଙ୍କ ପ୍ରତିଭା  କଳା ସଂଗୀତ ମାଧ୍ୟମରେ ସୁବର୍ଣ୍ଣପୁର ମାଟି କୁ ମହକାଇ ଦେଇ ପାରିଥିବା  ସେ ଜଣେ ଅସାଧାରଣ ବ୍ୟକ୍ତିତ୍ୱ ବୋଲି ମତ ରଖି ସୁବର୍ଣ୍ଣପୁର କୁ ସମୃଦ୍ଧି କରିବାର ଏ ଗୋଟିଏ ଗୋଟିଏ ମାଧ୍ୟମ ଵା ବିନ୍ଦୁ ବୋଲି  ଅତିଥି ଶ୍ରୀ ପୁରୋହିତ  କହିଥିଲେ l ସେ ମୋର ଗୁରୁ ନ ଥିଲେ  ମୁଁ ନିଜ ବାପା ପରି

ତାଙ୍କୁ ସମ୍ମାନ କରୁଥିଲି ବୋଲି କଳାକାର ନୁର ବେଗମ ଭାବ ବିହ୍ଵଳ ହୋଇ ସଭା ରେ କାନ୍ଦି ପକାଇଥିଲେ l କଳାକାର ଉମେଶ କୁମ୍ଭାର, ଓ ଅଲ ଇଣ୍ଡିଆ ରେଡ଼ିଓ ଆର୍ଟିଷ୍ଟ ନିରାକାର ଦେହୁରୀ ସଂଗୀତ ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଦେଇ ଥିଲେ  l ଯୁବ ସଂଗଠକ ତଥା ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀ ସଭା ସଂଯୋଜନା କରିଥିବା ବେଳେ ସଭାରେ ସ୍ୱଚ୍ଛ ଭାରତ,ପଏଁ ରୀ, ଭୀମ ଭୋଇ କଳା ପରିଷଦ, ର ଅନେକ ସଭ୍ୟ ଙ୍କ ସମେତ ସହର ର ବହୁ କଳାକାର, ବୁଦ୍ଧିଜୀବୀ, ଓ ଗଣ ମାଧ୍ୟମ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026

You Might Also Like