-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||     

HOME   ଜିଲ୍ଲା

ଦୁଇ ବାଇକ ମୁହାଁମୁହିଁ ଧକ୍କା, ଚାରି ଗୁରୁତର

04-Feb-2022



ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ମଠସରସିଙ୍ଗ ଶଙ୍ଖ ନିକଟରେ ଆଜି ରାତ୍ର ୮ ଘଣ୍ଟ ସମୟରେ ବାଦପୋଲି ଠାରୁ କୋଦଳା ଅଭିମୁଖେ ଆସୁଥିବା ବାଇକ ସହ କୋଦଳା ଠାରୁ ବୁଢ଼ାମ୍ବ ଅଭିମୁଖେ ଯାଉଥିବା ବାଇକ ମଧ୍ୟରେ ମଠସରସିଙ୍ଗ

ଶଙ୍ଖ ନିକଟରେ ମୁହାଁ ମୁହିଁ ଧକ୍କା ହୋଇଥିଲା
ଘଟଣା ସ୍ଥଳରେ 4ଜଣ ଗୁରୁତର ହୋଇଥିଲେ ସେମାନଂକୁ 108ଆମ୍ବୁଲାନ୍ସ ଦ୍ୱାରା କୋଦଳା ମେଡିକାଲ କୁ ଆଣି ଥିଲେ ସେଇଠାରେ ପ୍ରାଥମିକ ଚିକିଛା ପରେ ଦୁଇ ଜଣଙ୍କ ଅବସ୍ଥା ଶଙ୍କଟା ପର୍ଣ୍ଣ ହେବାରରୁ ବ୍ରହ୍ମପୁର ଏମ କେ ସିଜି ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି ଏଇ ଦୁଇଜଣ ହେଲେ
ବାଦର୍ଖ ପଲି ଗ୍ରାମର ରାଜା ସ୍ୱାଇଁ ଓ ଅନ୍ୟ ଜଣେ ହେଲେ

ଚାମ୍ପେଇତ ପୁର ଗ୍ରାମର ବାଦଲ ରାଉତ
ଅନ୍ୟ ଦୁଇଜଣ ହେଲେ କନ୍ଦିୟା ଗ୍ରାମର ତନୁଜେନା ଓ ବାଦ ପୋଲି ଗ୍ରାମର ଶମ୍ଭୁ ସ୍ୱାଇଁରାଜା ସ୍ୱାଇଁ,ଓ ଶମ୍ଭୁ ସ୍ୱାଇଁ 
ତନୁ ଜେନାଙ୍କୁ କନ୍ଦିୟା ଛାଡିବା ପାଇଁ ଆଣୁଥିବା ସମୟରେ ବିପରୀତ ଦିଗ ବାଦଲ ରାଉତ ନିଜ ଗ୍ରାମ ଚାମ୍ପେଇତ ପୁରୁ ଯାଉଥିବା ସମୟରେ ଏଇ ଦୃଘଟଣା ହୋଇଥିଲା l

(କୋଦଳା ରୁ ଉମା ମହାରଣା ଓ  ବ୍ରହ୍ମପୁରରୁ ଭଗବାନ ପାଢୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026

You Might Also Like