-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଆଖିବୁଜିଲେ ‘ଧରିତ୍ରୀ ସାମ୍ବାଦିକ ରୋହିତ ବିଶ୍ୱାଳ

05-Feb-2022



ଭବାନିପାଟଣା/କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ ସହ ସଞ୍ଜିବ ଦାସ)
କଳାହାଣ୍ଡି ଜିଲ୍ଲାର ମୋହନଗିରି "ଧରୀତ୍ରି" ସାମ୍ବାଦିକ ତଥା ଓଡିଶା ସାମ୍ବାଦିକ ସଂଘ (ଓଜେୟୁ)ର ସକ୍ରୀୟ ସଦସ୍ୟ ରୋହିତ ବିଶ୍ୱାଳଙ୍କ ଆଜି ମାଓ ଆକ୍ରମଣରେ ମୃତ୍ୟୁ ହୋଇଛି I ନିର୍ବାଚନ ସମୟରେ ସାମ୍ବାଦିକ ଭାଇ ଜଣକ ଖବର ସଂଗ୍ରହ କରିବାକୁ ଯାଇଥିଲେ। ସୂଚନା ଅନୁଯାୟୀ ମାଓ ପୋଷ୍ଟର ନିକଟରେ ରହି କଣ ଲେଖାହୋଇଛି ପଢୁଥିବା ସମୟରେ ବିସ୍ଫୋରଣ ହୋଇଥିଲା ବୋଲି କୁହାଯାଉଛି  । ବିସ୍ଫୋରଣରେ ତାଙ୍କ ବାଇକଟି ମଧ୍ୟ ନଷ୍ଟ ହୋଇଯାଇଥିବା ସୁଚନା ମିଳୁଛି।  ଯେହେତୁ ସାମ୍ବାଦିକ ରୋହିତ ବିଶ୍ୱାଳଙ୍କ ମାଓ ଆକ୍ରମଣ ବା ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ ମୃତ୍ୟୁ ଘଟିଥିବାର ପ୍ରାଥମିକ ତଦନ୍ତରୁ ଜଣା ଯାଉଛି ତେଣୁ ନିର୍ବାଚନ ସମୟ ହୋଇଥିବାରୁ ସେ ସରକାରଙ୍କ ନିକଟରେ ସାମ୍ବାଦିକଙ୍କ ପରିବାର ବର୍ଗଙ୍କୁ ଅଧିକରୁ ଅଧିକ କ୍ଷତିପୁରଣ ଯୋଗାଇ ଦେବା ନିମନ୍ତେ   ବିଧିବଦ୍ଧ ଦାବୀ ହୋଉଛି ।
ସଂଗ୍ରାମୀ ସାମ୍ବାଦିକ ସ୍ୱର୍ଗତ ରୋହିତ ବିଶ୍ୱାଳଙ୍କୁ ସରକାର ଶହୀଦର ମାନ୍ୟତା ଦିଅନ୍ତୁ I ଏବଂ ଏହିଭଳି ମାଓ ଆକ୍ରମଣରେ ପ୍ରାଣ ହରାଉଥିବା ରାଜ୍ୟର ସମସ୍ତ ସାମ୍ବାଦିକଙ୍କୁ ଶହୀଦର ମାନ୍ୟତା ପ୍ରଦାନ ପାଇଁ ସ୍ୱତନ୍ତ୍ର ଆଇନ ପ୍ରଣୟନ କରାଯାଉ ।   
ରାଜ୍ୟ ସରକାର ଅନୁକମ୍ପା ମୂଳକ ରାଶି ଭାବରେ ରୋହିତ ବିଶ୍ୱାଳଙ୍କ ପରିବାରକୁ ଅନୁନ୍ୟ ୫୦ ଲକ୍ଷ ଟଙ୍କା ପ୍ରଦାନ କରନ୍ତୁ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like