-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଦେଶ ବିଦେଶ

ବଢ଼ିଲା ପାକ୍ ଯବାନଙ୍କ ମୃତ୍ୟୁ ସଂଖ୍ୟା : ଭାରତର ଜବାବୀ ହମଲାରେ ପାକିସ୍ତାନର ୧୧ ସୈନିକ ନିହତ, ୧୬ ଆହତ!!*

14-Nov-2020



ପାକିସ୍ତାନର ଅସ୍ତ୍ରବିରତି ଉଲ୍ଳଂଘନ ଯୋଗୁଁ ଗତକାଲି ଉତ୍ତର ଜମ୍ମୁକଶ୍ମୀରର ବିଭିନ୍ନ ଅଞ୍ଚଳରେ ୩ ଜଣ ଯବାନ ସହିଦ ହୋଇଥିଲେ ଏବଂ ୪ ନାଗରିକଙ୍କ ମୃତ୍ୟୁ ଘଟିଥିଲା। ଏହା ପରେ ପରେ ଭାରତୀୟ ସେନା ମଧ୍ୟ ଏହାର କଡ଼ା ଜବାବ ଦେଇଥିଲା। ସେନାର ଜବାବୀ କାର୍ଯ୍ୟାନୁଷ୍ଠାନରେ ପ୍ରଥମେ ୮ ଜଣ ପାକ୍‌ ସୈନିକ ନିହତ ହୋଇଥିବା ଖବର ମିଳିଥିବା ବେଳେ ଏବେ ଏହି ମୃତ୍ୟୁ ସଂଖ୍ୟା ବଢ଼ି ୧୧ରେ ପହଞ୍ଚିଛି ବୋଲି ଜଣାପଡ଼ିଛି । ଏହା ସହ ପାକିସ୍ତାନର ୧୬ଜଣ ସୈନିକ ଆହତ ହୋଇଥିବାର ଖବର ମିଳିଛି!!*ପ୍ରତିରକ୍ଷା ମନ୍ତ୍ରାଳୟ ମୁଖପାତ୍ର ଗତକାଲି ଏକ ଟ୍ବିଟ୍‌ କରି କହିଥିଲେ ଯେ ଜମ୍ମୁକଶ୍ମୀରର ଦାୱର, କେରନ୍‌, ଉରି, ଏବଂ ନୌଗାମ୍‌ରେ ପାକିସ୍ତାନ ମୋର୍ଟାର ଏବଂ ଅନ୍ୟାନ୍ୟ ଅସ୍ତ୍ର ବ୍ୟବହାର କରି ସାଧାରଣ ଜନବସତି ଅଞ୍ଚଳକୁ ଟାର୍ଗେଟ୍‌ କରିଥିଲା। ତେବେ ଭାରତୀୟ ସେନାର ପାଲଟା ଆକ୍ରମଣରେ ପାକିସ୍ତାନ ପଟେ ପ୍ରବଳ କ୍ଷୟକ୍ଷତି ହୋଇଛି। ଭାରତୀୟ ସେନା ପକ୍ଷରୁ ପାକିସ୍ତାନୀ ସେନା ବଙ୍କର୍‌ ଏବଂ ଆତଙ୍କବାଦୀଙ୍କ ଲଞ୍ଚ୍‌ପ୍ୟାଡ୍‌ ଧ୍ବଂସ କରାଯାଇଛି। ଏ ନେଇ ଭାରତୀୟ ସେନା ପକ୍ଷରୁ ବିଭିନ୍ନ ଭିଡିଓ ମଧ୍ୟ ସେୟାର କରାଯାଇଛି। ଜମ୍ମୁ କାଶ୍ମୀର ବାରମୁଳା, କୁପ୍‌ୱାଡ଼ା ଏବଂ ବାନ୍ଦିପୁରା ଜିଲ୍ଲାର ଉରି, ନୌଗାମ୍‌, ତାଙ୍ଗଧର, କେରନ୍‌ ଅଞ୍ଚଳ ନିକଟସ୍ଥ ବିଭିନ୍ନ ପାକିସ୍ତାନୀ ବଙ୍କର୍‌କୁ ଟ୍ୟାଙ୍କ୍‌ ବିଧ୍ବଂସୀ କ୍ଷେପଣାସ୍ତ୍ର ଏବଂ ରକେଟ୍‌ ମାଡ଼ କରାଯାଉଥିବା ଦୃଶ୍ୟ ଏହି ଭିଡିଓରେ ଦେଖିବାକୁ ମିଳିଛି!!**ସୂଚନା ମୁତାବକ,  କେରନ୍‌ ସେକ୍ଟର ସ୍ଥିତ ଏଲ୍‌ଓସି ନିକଟରେ ଭାରତୀୟ ସେନା ପାକିସ୍ତାନ ପଟୁ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିବାରେ ସଫଳ ହୋଇଛି। କର୍ଣ୍ଣେଲ୍‌ ରାଜେଶ କାଲିଆ କହିଛନ୍ତି, ଏଲ୍‌ଓସି ସ୍ଥିତ ଆଗୁଆ ଘାଟି ନିକଟରେ ସନ୍ଦେହଜନକ ଗତିବିଧି ଉପରେ ନଜର ରଖି ଆମ ଯବାନ ପ୍ରସ୍ତୁତ ରହିଥିଲେ। ଏହି ସମୟ‌ରେ ପାକିସ୍ତାନ ପଟୁ ଆଖିବୁଳା ଗୁଳିଗୋଳା ବର୍ଷା ହୋଇଥିଲା। ପାକିସ୍ତାନ ଗୋଳା ମାଡ଼ କରିବା ସହ ଅନ୍ୟାନ୍ୟ ଅସ୍ତ୍ରର ବ୍ୟବହାର କରିଛି ବୋଲି ସେ କହିଛନ୍ତି। ସପ୍ତାହକ ମଧ୍ୟରେ ଏହା ପାକିସ୍ତାନର ଦ୍ବିତୀୟ ଅନୁପ୍ରବେଶ ଉଦ୍ୟମ। ନଭେମ୍ବର ୭-୮ରେ ପାକିସ୍ତାନ ପଟୁ ମଛ୍‌ଲି ସେକ୍ଟରରେ ପ୍ରଥମ ଅନୁପ୍ରବେଶ ଉଦ୍ୟମ ହୋଇଥିଲା। କିନ୍ତୁ ଭାରତୀୟ ସେନା ପାକିସ୍ତାନର ଏହି ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଥିଲା ଏବଂ ୩ ଆତଙ୍କବାଦୀ ନିପାତ ହୋଇଥିଲେ!!


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like