-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ନିର୍ବାଚନୀ ପ୍ରଚାର ରେ ଯୁବନେତା ଭୋଜରାଜ ସିଂ ବରିହା ଗୋଡ଼ କାଢିଲେ

05-Feb-2022



ପଦ୍ମପୁର:-ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ବିଧାୟକ ତଥା ବିଜୁ ଜନତା ଦଳ ର ତୁଙ୍ଗ ନେତା ଶ୍ରୀମାନ ବିଜୟ ରଞ୍ଜନ ସିଂ ଙ୍କ ସୁପୁତ୍ର ଶ୍ରୀ ଭୋଜରାଜ ସିଂ ବରିହା ପାଇକମାଳ ବ୍ଳକ ର ୧୩ ନଂ ଜୋନ ରେ ବିଜୁ ଜନତା ଦଳ ତରଫରୁ ଜିଲ୍ଲାପରିଷଦ ପ୍ରାର୍ଥୀନୀ ଭାବେ ଛିଡ଼ା ହୋଇଥିବା ବାସନ୍ତୀ ବାଲମ ଙ୍କ ପ୍ରଚାର ରେ ଆଜି ବାହାରି ବୁକୁରାମୁଣ୍ଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲହଙ୍ଗୀର ଠାରେ ଏକ ନିର୍ବାଚନୀ ସଭା ର ଆୟୋଜନ ରେ ଯୋଗଦାନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ଜନହିତକର କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । ସ୍ୱାସ୍ଥ୍ୟ ବୀମା ଯୋଜନା କୁ କାର୍ଯ୍ୟ କାରିକରି ଅନେକ ଧନ ଜୀବନ ବଞ୍ଚାଇବାରେ ବିଜୁ ଜନତା ଦଳ ର ଭୂମିକା ଅତୁଳନୀୟ ।ଏ ପରିପ୍ରେକ୍ଷୀରେ ଆମ ୧୩ ନଂ ଜୋନ ର ପ୍ରାର୍ଥୀନୀ ବାସନ୍ତୀ ବାଲମ ଏବଂ ସମିତି ସଭ୍ୟା ପ୍ରାର୍ଥୀନୀ ସୁସ୍ମିତା ବାରିକ ଙ୍କୁ ଆପଣ ଆଶ୍ରିର୍ବାଦ ପ୍ରଦାନ କରି ବିପୁଳ ସଂଖ୍ୟାରେ ଭୋଟ ଦେଇ ଜୟଯୁକ୍ତ କରାନ୍ତୁ ବୋଲି ସଭାରେ ଉପସ୍ଥିତ ଜନସାଧାରଣ ତଥା ମା ମାଉସୀ ଙ୍କୁ ନିବେଦନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସମାଜସେବୀ ତଥା ବିଜୁଜନତା ଦଳ ର ଏ ଅଞ୍ଚଳର ଯୁବନେତା ଶ୍ରୀମାନ ପୁରୁଷୋତ୍ତମ ବେଟକାର ମଞ୍ଚାସୀନ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like