-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||     

HOME   ମନୋରଞ୍ଜନ

ଚଳଚ୍ଚିତ୍ର "ମାୟାବୀ "ଶୁଭମହୁରତ ପ୍ରଥମ ଥର ଆସିବେ ଅମ୍ଳାନ ଓ ଭୂମିକା ଯୋଡି

06-Feb-2022



ଭୁବନେଶ୍ୱର: ଚଳଚ୍ଚିତ୍ର" ଚକ୍ଷୁବନ୍ଧନ " ସଫଳତା ପରେ ଅନିଶ ଏଣ୍ଟରଟେନମେଣ୍ଟ ପ୍ରସ୍ତୁତ କରୁଛନ୍ତି ରଜ ଉପଲକ୍ଷେ ଚଳଚ୍ଚିତ୍ର "ମାୟାବୀ" l ଆମେ ଯାହା ଦେଖୁ ସବୁ ଯେ ସତ ଏହା ଏକ ମଧୁର ମିଛ l ଯିଏ ଯାହା ଦେଖେଇବାକୁ ଚାହେଁ ସେ ଦାବି କରେ ଯେ ତା କଥାଟା ହିଁ ସତ l ତୋ ସତ ଆଉ ମୋ ସତ ଲଢେଇ ଭିତରେ ପ୍ରକୃତ ସତ ହଜିଯାଏ l ରଙ୍ଗ ପୁଟ ଦେଇ

କହିବାକୁ ଯାଇ ଆମେ ସତକୁ ଏତେ ବଦଳେଇ  ଦଉ ଯେ ତାହା ଗୁଜବ ପାଲଟି ଯାଏ l ସମ୍ପର୍କ, ସିଦ୍ଧାନ୍ତ ଆଉ ମାନବିକ ଭାବ ପ୍ରବଣତାକୁ ଆଧାର କରି ପ୍ରକୃତ ସତ ପାଖରେ ପହଁଚି ସତ୍ୟର ସ୍ୱରୂପକୁ ଖୋଜି ପାଇବାର ଏକ ରହସ୍ୟ ଘେରା ରୋମାଞ୍ଚକର କାହାଣୀକୁ ନେଇ ଦର୍ଶକଙ୍କ ଆଗକୁ ଆସୁଥିବା ଏହି ଚଳଚ୍ଚିତ୍ରର ପ୍ରଯୋଜକ ତପନ କୁମାର ଦାଶ ଥିବାବେଳେ ନିର୍ଦେଶକ ଅଛନ୍ତି ସୁଧାଂଶୁ ମୋହନ ସାହୁ l
ପ୍ରଥମ ଥର ପାଇଁ ଅମ୍ଳାନ ଓ ଭୂମିକା ଯୋଡି ଅଭିନୟ କରୁଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ଆରଲିନ୍ ଅଙ୍କିତା,ସ୍ନେହା(କୋଲକାତା), ଆଶୁତୋଷ, ଚକ୍ରଧର, ପ୍ରଶାନ୍ତ ପାତ୍ର,ଆଲିଭିୟା,କୁନାଲ୍ ପ୍ରମୁଖ ।
 

ସଙ୍ଗୀତ ନିର୍ଦ୍ଦେଶନା ଦାୟିତ୍ୱରେ ଯଜ୍ଞ ଦାସ,ଚିତ୍ରୋତ୍ତଳନ ଦାୟିତ୍ୱରେ ଧୃବାନନ୍ଦ ପଣ୍ଡା (ଲିଟୁ) ଓ କ୍ରିଏଟିଭ ହେଡ‌ ଅଛନ୍ତି ପ୍ରଣୟ ଜେଠୀ ଓ କାର୍ଯ୍ୟକାରୀ ପ୍ରଯୋଜକ ଅଛନ୍ତି ଦିଲ୍ଲିପ ବଳବନ୍ତରାୟ ଓ ରିପୋର୍ଟ ଦେଇଛନ୍ତି ଅମୃତ ନନ୍ଦ। 
ଏହି ଅବସରରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଯୋଗଦେଇ ମହୁରତ କ୍ଲାପ ଦେଇ ଥିଲେ।

(ଅମୃତ ଦାସ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm