-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||     

HOME   ଜିଲ୍ଲା

କୋଦଳା ପୋଲିସ ତରଫରୁ ଦାନପୁର ଗ୍ରାମ ପଞ୍ଚଯାତ ରେ ଫ୍ଲାଗମାର୍ଚ

06-Feb-2022



ଗଞ୍ଜାମ (ଉମା ମହାରଣା) : -ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ଦାନପୁର ଗ୍ରାମ ପଞ୍ଚଯାତ ରେ ଆଜି କୋଦଳା ପୋଲିସ ତରଫରୁ ଫ୍ଲାଗମାର୍ଚ କରାଯାଇଛି
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଗଣ୍ଡଗୋଳ କୁ ନଜରରେ ରଖି ଏଇ ଫ୍ଲାଗମାର୍ଚ କରାଯାଇଛି ଓ ଲୋକ ମାନଙ୍କୁ କିପରି ଶାନ୍ତି ଶୃଙ୍ଖଳା ସହ ନିଜର ବହୁମୂଲ୍ୟ ଦେଇ ଶାନ୍ତି ରେ ନିର୍ବାଚନ ସରିବ ସେ ଉପରେ ଲୋକଙ୍କୁ ବୁଝାଇବା ସହ କୌଣସି ବ୍ୟକ୍ତି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ କରନ୍ତି ସେଇ ଦିଗରେ ଆଲୋଚନା କରିଥିଲେ
ଏଇ କାର୍ଯ୍ୟକ୍ରମ ରେ ଆଡିଶୀନାଲ ଏସପି ଠାକୁର ପ୍ରସାଦ ପାତ୍ର  ଏସଡି ପିଓ ସୂର୍ଯ୍ୟମଣି ପ୍ରଧାନ କୋଦଳା ଥାନା ଅଧିକାରୀ

ଦେବାଶିଷ ମହାନ୍ତି, ଅତିରିକ୍ତ ଥାନା ଅଧିକାରୀ ପ୍ରଭାତ କୁମାର ବେହେରା,ବେଗୁନିଆପଡା ଫାଣ୍ଡି ଅଧିକାରୀ ସଂଗ୍ରାମ କେଶରୀ ଦେଉରି ଙ୍କ ସମେତ ସମସ୍ତ ପୋଲିସ ଅଧିକାରୀ ମାନେ ଉପସ୍ଥିତ ଥିଲେ
ନିର୍ବାଚନ କୁ ନେଇ ଯେଇପରୀ ହିଂସା କାଣ୍ଡ ନ ହୁଏ ସେଇଥି ପାଇଁ ଗୁରୁତ ଦେଇ ଏଇ ଫ୍ଲାଗମାର୍ଚ ପୋଲିସ ତରଫରୁ କରାଯାଇଥିବା ସୂଚନା ମିଳିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026

You Might Also Like