-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||     

HOME   ଜିଲ୍ଲା

ଶେଷ ନିଦ୍ରାରେ ଲତା ମଙ୍ଗେସକର । ୯୩ ବର୍ଷ ବୟସରେ ଆଖି ବୁଜିଲେ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର

06-Feb-2022



ଶେଷ ନିଦ୍ରାରେ ଲତା ମଙ୍ଗେସକର । ୯୩ ବର୍ଷ ବୟସରେ ଆଖି ବୁଜିଲେ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର । କରୋନାରୁ ସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ପୁଣି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏନେଇ ମେଡିକାଲ କର୍ତ୍ତୁପକ୍ଷ ସ୍ପଷ୍ଟ କରିଛନ୍ତି । ସେପଟେ ଲତା ଦିଦିଙ୍କ ଦେହାନ୍ତ ସମଗ୍ର ଦେଶବାସୀଙ୍କୁ ମ୍ରିୟମାଣ କରିଛି । ତାଙ୍କ ସ୍ୱରରୁ ଫୁଟୁଥିବା ଯାଦୁକରୀ ଗୀତ ଆଉ କାନରେ ବାଜିବ ନାହିଁ । ଆଜିଠାରୁ କୋକିଳକଣ୍ଠୀ ସଙ୍ଗୀତ ଗାନ କରିବେ ନାହିଁ ।
 ଲତା ମଙ୍ଗେସକରଙ୍କ ବିଷୟରେ ଖବର ପାଇଁ ପ୍ରଥମେ ମହାରାଷ୍ଟ୍ର ନବ ନିର୍ମାଣ ସେନା ମୁଖ୍ୟ ରାଜ୍ ଠାକେର ଦର୍ଶନ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀକର ସମବେଦନା ଜ୍ଞାପନ କରିଛନ୍ତି । ଦେଶ ଆଜି ଗୋଟେ ଉଜ୍ୱଳ ତାରକା ହରାଇଛି । ଗତ ଜାନୁଆରୀ ୧୧ ତାରିଖରେ ୯୨ ବର୍ଷ ବର୍ଷୀୟ ଲତା ଦିଦିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପ୍ରାୟ ୨୭ ଦିନ ଧରି ସେ ମେଡିକାଲରେ ଚିକିତ୍ସିତ ହେଉଥିଲେ । ଏହାପରେ ତାଙ୍କର ସ୍ୱାସ୍ଥ୍ୟରେ ସାମାନ୍ୟ ସୁଧାର ଆସିଥିଲେ । ପରେ ପୁଣି ଥରେ ବିଗିଡିଯାଇଥିଲା ଲତାଙ୍କ ସ୍ୱାସ୍ଥ୍ୟ ।
 ଭାରତୀୟ ସଙ୍ଗୀତ ଜଗତରେ ଦିଦିଙ୍କ ଅବଦାନ ସର୍ବାଗ୍ରେ । ଏକ ନୂତନ ଅଧ୍ୟାର ଅୟରାମ୍ଭ ସେ ହିଁ କରିଥିଲେ । ତାଙ୍କର ଯାଦୁଗରୀ ସ୍ୱର ଭାରତ ବାସୀଙ୍କୁ ବିମୋହୀତ କରୁଥିଲା । ଆଉ ସେଥିପାଇଁ ତାଙ୍କ ସମ୍ମାନର ତାଲିକା ମଧ୍ୟ ବେଶ ଲମ୍ବା । ଦାଦା ସାହେବ ଫାଲକେ, ପଦ୍ମ ଭୂଷଣ, ପଦ୍ମଭୂଷଣ ଓ ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନରେ ମଧ୍ୟ ବିଭୂଷିତା ହୋଇଥିଲେ ଲତା ମଙ୍ଗେସକର । କେବଳ ଭାରତ ନୁହେଁ ସମଗ୍ର ବିଶ୍ୱରେ ମଧ୍ୟ ଖ୍ୟାତି ଅର୍ଜନ କରିଛନ୍ତି ସୁର ସାମାଜ୍ଞ୍ରୀ । ଲତା ହିନ୍ଦି, ମରାଠୀ, ବଙ୍ଗଳା, ଓଡ଼ିଆ ସମେତ ଅନେକ ଭାଷାରେ ଗୀତ ଗାଇ କୋଟି କୋଟି ଦର୍ଶଙ୍କ ହୃଦୟ ମଣ୍ଡିତ କରିଛନ୍ତି ।
 ଗରିବ ପରିବାରରେ ଜନ୍ମିତ ଲତା ମଙ୍ଗେସକର ଗୀତ ଗାଇ ପରିବାର ଚଳାଉଥିଲେ । ଲତାଙ୍କୁ ମାତ୍ର ୧୩ ବର୍ଷ ହୋଇଥିବା ବେଳେ ପିତା ଦିନାନାଥ ମଙ୍ଗେସକରଙ୍କ ଦେହାନ୍ତ ହୋଇଥିଲା । ୫ବର୍ଷ ବୟସରୁ ଲତା ଯେଉଁ ପିତାଙ୍କ ଠାରୁ ସଙ୍ଗୀତ ଶିକ୍ଷା କରିଥିଲେ । ସେ ଶେଷରେ ଆଖି ବୁଜିଲେ । ଏହାପରେ ପରିବାରର ପ୍ରତିପୋଷଣର ବୋଝ ତାଙ୍କ ଉପରେ ପଡିଗଲା । ଶେଷରେ ଗୀତ ଗାଇ ଗୁଜୁରାଣ ଚଳାଇବାର ରାସ୍ତାକୁ ବାଛିନେଲେ ଲତା ଦିଦି । ପରେ ପରିବାର ଭରଣପୋଷଣ ନିମନ୍ତେ ସେ ୧୯୪୨ରୁ ସଙ୍ଗୀତ ଜୀବନ ଆରମ୍ଭ କଲେ । ମରାଠୀ ଚଳଚ୍ଚିତ୍ର ‘କିଟ୍ଟି ହାସଲ’ରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ 

୧୯୫୮ – ପ୍ରଥମ ଫିଲ୍ମ ଫେୟାର୍ ଆୱାର୍ଡ
୧୯୬୯ – ପଦ୍ମ ଭୂଷଣ
୧୯୬୯ – ଶ୍ରେଷ୍ଠ ପ୍ରଛଦପଟ୍ଟ ଗାୟିକା
୧୯୮୯ – ଦାଦା ସାହେବ୍ ଫାଲକେ ପୁରସ୍କାର
୧୯୯୩ – ଜୀବନ ବ୍ୟାପି ସାଧନା ପୁରସ୍କାର
୧୯୯୭ – ମହାରାଷ୍ଟ୍ର ଭୂଷଣ ପୁରସ୍କାର
୧୯୯୯ – ପଦ୍ମ ବିଭୂଷଣ
୨୦୦୧ – ଭାରତ ରତ୍ନ
୨୦୦୯ – ୩ଟି ଜାତୀୟ ଚଳଚ୍ଚିତ୍ର ସମ୍ମାନ
୨୦୧୧ – ଗିନିଜ୍ ବୁକ୍ ଅଫ୍ ୱାଲର୍ଡ୍ ରେକର୍ଡରେ ସ୍ଥାନିତ


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026

You Might Also Like