-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଆଜାଦି କା ୭୫ତମ ଅମୃତ ମହୋତ୍ସବ ପାଳନ: ରାଷ୍ଟ୍ର ପାଈଁ ହେବ ସମର୍ପିତ ୭୫ କୋଟି ସୂର୍ଯ୍ୟ ନମସ୍କାର

06-Feb-2022



ଆୟୁଷ ମନ୍ତ୍ରଣାଳୟ , ନେସନାଲ  ଯୋଗାସନ ଫେଡେରେସନ ୱାର୍ଲଡ ଯୋଗାସନ ଆସୋସିଆସନ ଅଫ ଇଣ୍ଡିଆନ ୟୁନିଭରସିଟି ଫିଟ ଇଣ୍ଡିଆ, ମିଶନ ର ଆହ୍ୱାନ କ୍ରମେ ଆଜି ସୁବର୍ଣ୍ଣପୁର ଜିଲ୍ଲାର  ଅଗ୍ରଣୀ ସ୍ବେଚ୍ଛାସେବୀ  ଅନୁଷ୍ଠାନ ରାଷ୍ଟିୟ ସ୍ଵୟଂ ସେବକ ସଂଘ ପକ୍ଷରୁ   ସାମୁହିକ ସୂର୍ଯ୍ୟ ନମସ୍କାର ଓ ରାଷ୍ଟ୍ର ବନ୍ଦନା ର ଅଭ୍ୟାସ ଅନୁଷ୍ଟିତ ହୋଇ ଯାଇଛି । ପ୍ରତି

ବ୍ୟକ୍ତି ସୁସ୍ଥ ଓ ନିରାମୟ ଜୀବନ ଯାପନ କାମନା ରେ ଏ ମହତ ପ୍ରୟାସ ସାରା ଦେଶରେ ଏବେ କରା ଯାଉଛି । ଏହି ଉପଲକ୍ଷେ ଆଜି ସହର ର ବିଜୁ ପଟ୍ଟନାୟକଙ୍କ ଛକ ସମ୍ମୁଖ ରେ  ବିଭିନ୍ନ ସଂଗଠନ ପକ୍ଷରୁ ଏକ ସ୍ୱତନ୍ତ୍ର କାର୍ଯକ୍ରମ କରାଯାଇଥିଲା l ଆୟୋଜକକ RSS ସମେତ ସ୍ଵଚ୍ଛ ଭାରତ ସଂଗଠନ, ପତଞ୍ଜଳି  ୟୁବା ଭାରତ , ରକ୍ତଦାତା ସେବା ସଂଘ, ପଶ୍ଚିମ ଓଡ଼ିଶା ଯୁବ ମଞ୍ଚ, ପଇଁରି ସମେତ ବିଭିନ୍ନ ପ୍ରମୁଖ ସଂଗଠନର କର୍ମକର୍ତା ଓ ବରିଷ୍ଟ ବ୍ୟକ୍ତି ବିଶେଷ ଏ ମହତ କାର୍ଯ୍ୟ ରେ ନିଜକୁ ସାମିଲ  କରିଥିଲେ । ଏହା ୧ ଫେବୃଆରୀ   ଆରମ୍ଭ ହୋଇ ଆସନ୍ତା ୭ତାରିଖରେ ହେବାକୁ ଥିବା ରଥ ସପ୍ତମୀ ଦିନ  ଯାଏ ଚାଲିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026

You Might Also Like