-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||     

HOME   ଜିଲ୍ଲା

ସାମ୍ବାଦିକ ରୋହିତ ବିଶ୍ୱାଲଙ୍କ ବିୟୋଗରେ ପ୍ରେସକ୍ଲବ ପାଟଣାଗଡ ତରଫରୁ ଶୋକ ସଭା

06-Feb-2022



ପାଟଣାଗଡ – କଳାହାଣ୍ଡି ଜିଲ୍ଲା ମୋହନଗିରିର ସାମ୍ବାଦିକ ରୋହିତ ବିଶ୍ୱାଳ ନିଜର କର୍ତବ୍ୟ ପାଳନ କରିବାକୁ ଯାଇ ମାଓବାଦୀଙ୍କ ଲ୍ୟଣ୍ଡମାଇନ ବିସ୍ଫୋରଣରେ ଗତକାଲି ନିହତ ହୋଇଛନ୍ତି । ଯାହାଫଳରେ ସମଗ୍ର ରାଜ୍ୟରେ ସାମ୍ବାଦିିକ ଜଗତରେ ଶୋକର ଛାୟା ଖେଳି ଯାଇଛି । ଏଭଳି ଦୁଃଖଦ ପରିସ୍ଥିତିରେ ମୃତ ସାମ୍ବାଦିକଙ୍କୁ ଅଶୃଳ ଶ୍ରଦ୍ଧାଞ୍ଜଳୀ ଜଣାଇବା ସହ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି ପାଟଣାଗଡ ପ୍ରେସ କ୍ଲବ ତରଫରୁ । କ୍ଲବ ସଭାପତି ସୁଧାକର ଦାଶ ମୃତ

ରୋହିତଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ । ୨ମିନିଟ ନୀରବ ପ୍ରାର୍ଥନା ପରେ ଉପସ୍ଥିତ ସମସ୍ତ ସାମ୍ବାଦକ ପୁଷ୍ପ ପ୍ରଦାନ କରି ଶୋକ ବକ୍ତବ୍ୟ କରିଥିଲେ । ଏହି ସଭାରେ ପ୍ରେସ କ୍ଲବର ଆଲୋକ ପାଣିଗ୍ରାହୀ, ବିଜୟାନନ୍ଦ ଦାଶ, ଅଜିତ ପୁରୋହିତ, ଦୀପକ ଖମାରୀ, ଅଜିତ ମିଶ୍ର, ପୂର୍ଣ୍ଣ ଶଶିଶେଖର ରାଓ, ଶିରିଶ ଖମାରୀ, ବିଭୁତି ଭୁଷଣ ବଡୁ, କ୍ରିଷ୍ଣା ସେଠୀ, ଜପିନ୍ଦ୍ର ସୁନା, ଅବିନାଶ ବିଶ୍ୱାଲ, ଭୋଜରାଜ ଦଣ୍ଡସେନା, ନିରୋଜ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026

You Might Also Like