-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||     

HOME   ଜିଲ୍ଲା

ୟୁକ୍ରେନ ଉପରେ ଋଷିଆ ଯେକୌଣସି ସମୟରେ ଆକ୍ରମଣ ଆଶଙ୍କା

06-Feb-2022



ମସ୍କୋ - ଋଷିଆ ଏବଂ ୟୁକ୍ରେନ ମଧ୍ୟରେ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି । ଋଷିଆ - ୟୁକ୍ରେନ ବିବାଦ ସମାଧାନ ପାଇଁ ବିଭିନ୍ନ ସ୍ତରରେ ଉଦ୍ୟମ ଚାଲିଥିବା ବେଳେ ଋଷିଆ ୟୁକ୍ରେନ ସୀମାରେ ସୈନ୍ୟ ସଂଖ୍ୟା ବୃଦ୍ଧି କରିବାରେ ଲାଗିଛି । ପୁଟିନ ଙ୍କ ନିର୍ଦ୍ଦେଶ ମିଳିବା କ୍ଷଣି ୟୁକ୍ରେନ ଉପରେ ଋଷିଆ ଆକ୍ରମଣ କରିବା ପାଇଁ ସଜବାଜ ସରିଥିବା ୟୁକ୍ରେନ ସେନା ପକ୍ଷରୁ ଆକଳନ କରାଯାଏ । ଋଷିଆ ଗତ ସପ୍ତାହ ରେ ଆଉ ୧୦ ହଜାର ସୈନ୍ୟ କ୍ରୀମିଆ ଉପଦ୍ଵିପ ରେ ମୁତୟନ କରିଛି । ମୁତୟନ କରାଯାଇଥିବା ସୈନ୍ୟ ଙ୍କ ମଧ୍ୟରେ ପଦାତିକ ଓ ସ୍ଵତନ୍ତ୍ର ପ୍ରଶିକ୍ଷିତ କମାଣ୍ଡୋ ରହିଛନ୍ତି । ଋଷିଆ ୨୦୧୪ ରେ କ୍ରିମିଆ ଉପଦ୍ଵିପ କୁ ୟୁକ୍ରେନ ଠାରୁ ଛଡାଇ ଆଣିଥିଲା । ୟୁକ୍ରେନ ଉପଗ୍ରହ ରୁ ସଂଗ୍ରହ କରିଥିବା ଚିତ୍ର ରୁ ଜଣାପଡେ ଗତ କିଛି ସପ୍ତାହ ମଧ୍ୟରେ କ୍ରିମିଆ ଅଞ୍ଚଳରେ ଋଷିଆ ତାର ସୈନ୍ୟ ସଂଖ୍ୟା ବୃଦ୍ଧି କରିଛି । ସୀମାନ୍ତ ଅଞ୍ଚଳ ମାନଙ୍କରେ ଋଷିଆ ଅସ୍ଥାୟୀ ହସ୍ପିଟାଲ ମାନ ସ୍ଥାପନ କରିବା ସହ ୟୁକ୍ରେନ ର ଯୋଗାଯୋଗ ବିଚ୍ଛିନ୍ନ କରିବାକୁ ଇଲୋଟ୍ରୋନିକ୍ସ ସିଷ୍ଟମ ଲଗାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026

You Might Also Like