-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବନ୍ଦେ ଉତ୍କଳ ଜନନୀକୁ ପାଠ୍ୟକ୍ରମରେ ସାମିଲ କରିବା ନିଷ୍ପତ୍ତିକୁ କୋସଲ ରାଜ୍ୟସମନ୍ୱୟ ସମିତିର ଦୃଢ଼ ନିନ୍ଦା 

14-Nov-2020



ବଲାଙ୍ଗିର,(ପ୍ରେରଣା ଖବର) - ବାଲେଶ୍ୱର ଓ ତିତ୍ତୋଳ ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ବିଧାନସଭା ଉପନିର୍ବାଚନରେ ଜିତି ସାରିଲା ପରେ ଉପକୁଳ ଓଡିଶା ସରକାର ବନ୍ଦେ ଉତ୍କଳ ଜନନୀ କୁ ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ସାମିଲ କରିବାର  ଏକପାଖିଆ ନିଷ୍ପତ୍ତି ନେଇଛନ୍ତି l ଏଥି ଯୋଗୁଁ ୨କୋଟି କୋସଲବାସୀ ସଂପୁର୍ଣ୍ଣ ରୂପେ ବ୍ୟଥିତ ଓ କ୍ରୋଧାନ୍ୱିତ ହୋଇଛନ୍ତି । ପୂର୍ବରୁ ଏ ଅଂଚଳର ଜନସାଧାରଣଙ୍କ ବ୍ୟାପକ ପ୍ରତିବାଦ ସତ୍ୱେ ରାଜ୍ୟସରକାର ଅସାଂବିଧାନିକ ଭାବରେ ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଂଗୀତର ମର୍ଯ୍ୟାଦା ଦେଇଦେଲେ ।ଏବେ ସ୍କୁଲ ପାଠ୍ୟକ୍ରମରେ ଏହାକୁ ସାମିଲ  କରି ରାଜ୍ୟ ସରକାର ତାଙ୍କର ହିଟଲରୀ ମନୋବୃତ୍ତିକୁ ପତିପାଦିତ କରୁଛନ୍ତି । ଓଡିଶା ସରକାରଙ୍କରଏତାଦୃଶ ନିଷ୍ପତ୍ତି ବ୍ରିଟିଶଶାସନ ସମୟରେ ଭାରତୀୟମାନଙ୍କୁ ଜବରଦସ୍ତି ବ୍ରିଟେନ ରରାଣିଙ୍କ ଜୟଗାନ କରିବାକୁ ବାଧ୍ୟ କଲାପରି ଘଟଣା ହୋଇଥିବାରୁ କୋସଲ ରାଜ୍ୟ ସମନ୍ୱୟ ସମିତି କେନ୍ଦ୍ରୀୟ କମିଟୀ ତରଫରୁଏହାର ଦୃଢ଼ ପ୍ରତିବାଦ କରାଯାଇଛି ।
    ଏଠାରେ ଉଲ୍ଲେଖଯୋଗ୍ୟ ଯେ କୋସଲ, କଳିଙ୍ଗ ଓ ଉତ୍କଳକୁ ନେଇ ରାଜନୈତିକ ଓଡିଶା ଗଠିତ ହୋଇଥିଲେେ ହେଁ ସଦାସର୍ବଦା ଓଡିଶାରେ ଉତ୍କଳର ଜୟଗାନ କରିବା ସହ କୋସଲବସୀଙ୍କୁ ପଦାନତ କରା ଯାଉଛି । ୧୯୩୬ ଓ ୧୯୪୮ ମସିହାରେ ଦୁଇଟି ପର୍ଯ୍ୟାୟରେ ଓଡିଶା ସହ ଏଅଂଚଳର ଜନସାଧାରଣଙ୍କୁୁ ସେମାନଙ୍କ ସହମତି ବିନା ମିଶ୍ରଣ କରାଯାଇ ଗତ ୭/୮ ଦଶକ ହେଲା କୋସଲ ଅଂଚଳବାସୀଙ୍କୁ ଉଗ୍ର ଆଂଚଳିକ ବୈଷମ୍ୟ ଶିକାର କରାଯାଉଛି । ଏ ଅଂଚଳର ଅର୍ଥନୀତି, ସଂସ୍କୃତି, ଭାଷା ଓ ଇତିହାସକୁ ଧ୍ୱଂସ କରିବାର ଅପଚେଷ୍ଟା କରାଯାଉଛି । ଯେକୌଣସି ରାଜନୈତିକ ଦଳ ହେଉ ଯଥା ବିଜେଡି, ବିଜେପି, କଂଗ୍ରେସ କିମ୍ବା ବାମପନ୍ଥୀ ସମସ୍ତେ କେବଳ ଉପକୁଳ ଓଡିଶାର ସ୍ୱାର୍ଥ ସାଧନ କରୁଛନ୍ତି । ଏ ଅଂଚଳର ଜନସାଧାରଣଙ୍କ ଏକତାର ଅଭାବ ଓ ନିର୍ବାଚିତ ରାଜନୈତିକ ପ୍ରତିନିଧି ମାନଙ୍କ ସ୍ୱାର୍ଥନ୍ୱେଷୀ ମନୋଭାବର ସୁଯୋଗ ନେଇ ଉପକୁଳ ଓଡିଶାା ରରାଜନୈତିକ ପୂଜାପଣ୍ଡା ଓ ସରକାର କୋସଲ ଅଂଚଳକୁ ଧ୍ୱଂସ କରିବାକୁ ବସିଛନ୍ତି ।ଏହାର ଚରମ ଉଦାହରଣ ହେଲା ବନ୍ଦେ ଉତ୍କଳ ଜନନୀକୁ ନେଇ ଓଡିଶା ସରକାର ଓ ଓଡିଶାର ରାଜନୈତିକ ଦଳ ମାନଙ୍କର ଆଭିମୁଖ୍ୟ ।ସାରା ବିଶ୍ୱ ଯେତେବେଳେ କରୋନାା ମହାମାରୀର ମୁକାବିଲା କରୁଥିଲା ସେତେବେଳେ ଓଡିଶା ସରକାର ଜନସାଧାରଣଙ୍କୁ ସୁରକ୍ଷା ଦେବା ବଦଳରେ ଅଗଣତାନ୍ତ୍ରିକ ଭାବରେ ବନ୍ଦେ ଉତ୍କଳ ଜନନୀକୁ ନେଇ ଯେଉଁଭଳି ଖେଳୁଥିଲେ ଓ ସବୁ ରାଜନୈତିକ ଦଳ ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଅନ୍ଧ ସମର୍ଥନ ଦେଇଛନ୍ତି ଏହାକୁ ଆଗାମୀ କାଲି ରଇତିହାସ କ୍ଷମା ଦେବ ନାହିଁବୋଲି କୋସଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ଶ୍ରୀ ପ୍ରମୋଦ କୁମାର ମିଶ୍ର ଓ ସାଧାରଣ ସମ୍ପାଦକ ଶ୍ରୀ ସୁନୀଲ ପୁରୋହିତ କରିଛନ୍ତି  ।
ଏହି ପ୍ରସଙ୍ଗରେ କୋସଲ ରାଜ୍ୟ ସମନ୍ୱୟ ସମିତି ଖୁବ ଶିଘ୍ର ରାଜରାସ୍ତାକୁ ଓହ୍ଲାଇବା ସହ ବ୍ୟାପକ ଜନଜାଗରଣ ଓ ଆନ୍ଦୋଳନ କରିବ ବୋଲି ସେମାନେ ମତବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like