-+91-9937148622 |
prerana_bgr@rediffmail.com |
Thursday 8th October 2026 |
R.N.I. Regd No. ODIODI/2010/46693
Breaking News
06-Feb-2022
ବଲାଙ୍ଗିର, ବଲାଙ୍ଗିର-ପାଟଣାଗଡ଼ ରାସ୍ତା ହର୍ଡାଟାଲ ଢାବା ଛକ ନିକଟରେ କାର୍- ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ କାର୍ ବାଇକକୁ ଧକ୍କା ଦେବା ଫଳରେ ଦୁଇ ବାଇକ ଆରୋହୀ ଗୁରୁତର ହୋଇଥିବା ଜଣାପଡିଛି । ଦୁଇଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା ବେଳେ ସେମାନଙ୍କ ପରିଚୟ ମିଳିପାରିନାହିଁ । ଏନେଇ ବଲାଙ୍ଗୀର ସଦର ପୁଲିସ ଘଟଣାର ତଦନ୍ତ ଜାରି ରଖିଥିବା ଜଣାପଡିଛି ।ବଲାଙ୍ଗୀର ଜିଲ୍ଲାରୁ ପଶ୍ଚିମ ଓଡିଶା ବ୍ୟୁରୋ ଚିଫ ଅନ୍ତର୍ୟାମି ସାହୁ ଙ୍କ ରିପୋର୍ଟ।