-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||     

HOME   ଜିଲ୍ଲା

ନିର୍ବାଚନ ସଭା ରେ ମହିଳା ଓ ସିଶୁବିକାଶ ମନ୍ତ୍ରୀ,କୋଭିଡ ନିୟମ ର ଉଲଂଘନ ଅଭିଯୋଗ କଲେ ବିରୋଧୀ, ଶହ,ଶହ ମହିଳା ଓ ଶିଶୁ ତଥା ବିଭିନ୍ନ ରୋଗୀ ପାଇଁ ମାତ୍ର ଜଣେ ନର୍ସିଂ ସିଷ୍ଟର

07-Feb-2022



ଟିଟିଲାଗଡ଼(ସନ୍ତୋଷ କୁମାର ନାଏକ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକକୁ ଓଡ଼ିଶା ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ସଇଁତଲା ବ୍ଲକ ଚଳିତ ନିର୍ବାଚନ ପାଇଁ ଏକ ସଭା ରେ ଯୋଗ ଦେଇଥିଲେ । ତେବେ ସଇଁନ୍ତଳା ବ୍ଲକ ରେ ଶାସକ ଦଳର ଭରସାଯୋଗ୍ୟ ନେତା ଭାବେ ମନ୍ତ୍ରୀଙ୍କ ପ୍ରତିନିଧି ଭାବେ ଚନ୍ଦ୍ର ବଦନ ପୁରୋହିତ, ଦଳୀୟ କର୍ମକର୍ତ୍ତା, ବୁଦ୍ଧିଜୀବୀ, ସମାଜସେବା ଓ ତାଙ୍କ ସରଳତାକୁ ନେଇ ଆଦରଭାବ ରହିଛି ବୋଲି ଉକ୍ତ କାର୍ଯ୍ୟକ୍ରମ ରେ ପ୍ରକାଶ ପାଇଛି ।

କିଛି ଦିନ ପରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ରାଜ୍ୟ ସରକାର ଓ ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କ ବିକାଶ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଆଜି ସ୍ଥାନୀୟ ଧରପଗଡ଼ ଠାରେ ମନ୍ତ୍ରୀ ଶ୍ରୀମତୀ ସାହୁଙ୍କ ଉପସ୍ଥିତରେ ହରିସଚନ୍ଦ୍ର ପଧାନ, ନୀଳକଣ୍ଠ ଦଣ୍ଡିଆ, ସଦନ ମନହିରା, ସୁରଥ ଦାନୀ, ଭିକାରୀ ଦଣ୍ଡିଆ, ଗୋଲକ ପଧାନ, ତପନ ଭୋଇ, ମନୋଜ କୁମ୍ଭାର, ମକୁନ୍ଦ ମହାକୁର, ସୁଶୀଳ ମହାକୁର, ଯୁଗୀନ ବଗର୍ତ୍ତି, ପରମା ବଗର୍ତ୍ତି, ରୁଷି ସାହୁ, ଭୁବନ ବାରିକ, ନବୀନ କୁମ୍ଭାର, ରହିତ ଦଣ୍ଡସେନା, ଆନନ୍ଦ ଦଣ୍ଡିଆ,ପ୍ରେମ ରାଜ ରଣା ସମେତ ଶତାଧିକ କର୍ମୀ ସାମିଲ ହୋଇଥିଲେ।
ମନ୍ତ୍ରୀଙ୍କ ପ୍ରତିନିଧି ଚନ୍ଦ୍ର ବଦନ ପୁରୋହିତ, ରାଜ କିଶୋର ଡାଙ୍ଗ,ନରେନ୍ଦ୍ର ଭୋଇ, କାହ୍ନୁ ଚନ୍ଦ୍ର ସିଂ ବାବୁ, ଦୀପାଞ୍ଜଳି ଡାଙ୍ଗ, ଗୋପାଳ ଚନ୍ଦ୍ର ବାବୁ, ଆନନ୍ଦ ଠାକୁର, ଟିକ୍ରାପଡ଼ାର ୩୦ ନମ୍ୱର ଜୋନ ଜିଲ୍ଲା ପରିଷଦ ପ୍ରାର୍ଥୀ ହିମାଞ୍ଚଳ ବୁଡେକ, ସ୍ଥାନୀୟ ସମିତି ସଭ୍ୟ ପ୍ରାର୍ଥୀ ଫକୀର ଚରଣ ପଣ୍ଡା ସମେତ ଶତାଧିକ କର୍ମୀ ଉପସ୍ଥିତ ଥିଲେ । ଦଳୀୟ ନେତା କର୍ମୀମାନେ ସାଧାରଣ ଙ୍କ ସହ ସର୍ବଦା ଜଡିତ ରହୁଥିବା ପ୍ରକାଶ କରିଛନ୍ତି । ଏ ନେଇ ବିରୋଧୀ ଦଳ ତରଫରୁ ନିଜ ମନ୍ତ୍ରୀ ପଦବୀ ରେ ଏତେ ଦିନ ରହି ଜିଲ୍ଲା ମାନ୍ୟତା ତ ଦୂରର କଥା ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ନେଇ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ଅବସ୍ଥା ଥିବା,ଜଣେ ନର୍ସ ଉକ୍ତ ମନ୍ତ୍ରୀ ଙ୍କ ନିର୍ବାଚନ ମଣ୍ଡଳୀ ର ମୁଖ୍ୟ ଟିଟିଲାଗଡ଼ ସବ ଡିଭିଜନାଲ ଡ଼ାକ୍ତର ଖାନା ରେ ରହୁଥିବା ବେଳେ ଗୁରୁତର ଡାକ୍ତର, କର୍ମଚାରୀ ପରି ପଦବୀ ଖାଲି ପଡିବା ନେଇ କଂଗ୍ରେସ ଦଳ ପକ୍ଷରୁ ଗୋବିନ୍ଦ ଚନ୍ଦ୍ର ସାହୁ ପ୍ରକାଶ କରିଛନ୍ତି । ବର୍ତ୍ତମାନ ନିଜ ପଦବୀ ରେ ରହି ଏପରି ଦଳୀୟ ପ୍ରଚାର ଓ ସ୍ମାର୍ଟକାର୍ଡ ବଣ୍ଟନ କେବଳ ଶସ୍ତା ଲୋକପ୍ରିୟତା ହାସଲ କରିବା ପାଇଁ ଚେଷ୍ଟା ବୋଲି କହିଛନ୍ତି । ସମସ୍ୟା ସମ୍ପର୍କରେ ଅବଗତ ଥାଇ ଲୋକେ କେଉଁ ପ୍ରାର୍ଥୀ ଙ୍କୁ ଭୋଟ ଦେବେ ଓ କୋଭିଡ କଟକଣା ନିୟମ କେବଳ ଶାସକ ଦଳ ପାଇଁ ନୁହେଁ ବୋଲି କହିଛନ୍ତି । ଆଗାମୀ ଦିନରେ କିଏ କ୍ଷମତା ରେ ରହିବ ତାହା ଦେଖିବା ବାକି ରହିଲା ।


News Comment




Photo in News

Advertisment
Lastest News
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026

You Might Also Like