-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବରଗଡ଼- ବିକାଶ ଲ’ ସ୍କୁଲ୍ ରେ ଶିଶୁଦିବସ ପାଳିତ

14-Nov-2020



ବରଗଡ଼, (ମୁକୁନ୍ଦ ଦାଶ) : ଶିଶୁଦିବସ ଉପଲକ୍ଷେ ବିକାଶ ଲ’ ସ୍କୁଲ୍ ରେ ଏକ ଅନ୍‌ଲାଇନ୍ ୱେବିନାର୍ ଅନୁଷ୍ଠିତ ହୋଇଯାଇଛି । ବିକାଶ ଲ’ ସ୍କୁଲ୍‌ର ଅଧ୍ୟକ୍ଷ ଡ.ବିକ୍ରମ କୁମାର ଦାସ ଙ୍କ ପୌରୋହିତ୍ୟରେ ଶିଶୁଦିବସ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଲ’ ସ୍କୁଲ୍‌ର କୋଅର୍ଡିନେଟର୍ ଅଧ୍ୟାପକ ଶିବାନନ୍ଦ ସାହୁ ସଭା ସଂଯୋଜନା କରିବା ସହିତ ନୂତନ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ଜଣାଇଥିଲେ । ଏଥିରେ ଅଧ୍ୟକ୍ଷ ଡ.ବିକ୍ରମ କୁମାର ଦାସ ପ୍ରାରମ୍ଭିକ ସୂଚନା ପ୍ରଦାନ କରି ଶିଶୁଦିବସ ପାଳନ ର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ ଏବଂ ନୂତନ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ଓ ଅଭିନନ୍ଦନ ଜଣାଇଥିଲେ । ମୁଖ୍ୟ ଅତିଥି ଭାବରେ ଡ.ରମାକାନ୍ତ ଶତପଥୀ, ବରିଷ୍ଠ ଆଇନ୍‌ଜୀବୀ ଉପସ୍ଥିତ ରହି ଶିଶୁଦିବସ ପାଳନର ଇତିହାସ ଏବଂ ଶିଶୁମାନଙ୍କର ଅଧିକାର ବିଷୟରେ ଆଲୋଚନା କରିଥିଲେ । ଏହି ୱେବିନାର୍‌ରେ ଲ’ ସ୍କୁଲ୍‌ର ଛାତ୍ରଛାତ୍ରୀମାନେ ସେମାନଙ୍କ ବକ୍ତବ୍ୟ ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅପର୍ଣ୍ଣା ପତି, ରାଧିକା ଅଗ୍ରୱାଲା, ଚର୍ଚ୍ଚିତ ପ୍ରଧାନ, ଅଞ୍ଜଳୀ ଉପାଧ୍ୟାୟ, ଚନ୍ଦନ ବେହେରା, ଶ୍ରୀୟା ସନମ୍ ପଣ୍ଡା, ଶାଳିନୀ ବିଶି, ନବନୀତା ପଣ୍ଡା, ଶୁଭମ ମେହେର ଏବଂ ଆଦର୍ଶ ଜୈଶ୍ୱାଲ ନିଜର ବକ୍ତବ୍ୟ ରେ ପଣ୍ଡିତ ଜବାହରଲାଲ୍ ନେହେରୁଙ୍କ ଭାବାଦର୍ଶ ଉପରେ ଆଲୋକପାତ କରିଥିଲେ ।

ଅଧ୍ୟାପକ ନୟନଜ୍ୟୋତି ଦାସ ଏବଂ ଅଭିନନ୍ଦନ ଖୁଣ୍ଟିଆ ତାଙ୍କର ବକ୍ତବ୍ୟରେ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ଉକ୍ତ ସଭାରେ ବିକାଶ ଶିକ୍ଷାନୁଷ୍ଠାନ ର ଚେୟାର୍‌ମେନ୍ ଶ୍ରୀ ଡି. ମୂରଲୀ କ୍ରୀଷ୍ଣା, ମ୍ୟାନେଜିଂ ଡାଇରେକ୍ଟର୍ ଶ୍ରୀ ଜି.ଭାସ୍କର ରାଓ, ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ, ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା, ବିକାଶ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ର ଅଧ୍ୟକ୍ଷ ଇଂ.ଅଜୟ ମହାପାତ୍ର, ବିକାଶ ସ୍କୁଲ୍ ଅଫ୍ ବିଜ୍‌ନେସ୍ ମ୍ୟାନେଜ୍‌ମେଣ୍ଟ୍ ର ଅଧ୍ୟକ୍ଷ ଡ.କ୍ଷୀରୋଦ ପ୍ରଧାନ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହିତ ଶୁଭ ଦୀପାବଳୀ ର ଅଭିନନ୍ଦନ ଜ୍ଞାପନ କରିଥିଲେ । ଶେଷରେ ଅଧ୍ୟାପକ ଜୈମିନୀ କୁମାର ସାହୁ ତାଙ୍କର ବକ୍ତବ୍ୟରେ ପଣ୍ଡିତ ନେହେରୁ ଙ୍କ ଜୀବନାଦର୍ଶ କୁ ଛାତ୍ରଛାତ୍ରୀମାନେ ସେମାନଙ୍କ ଜୀବନରେ ଉପଯୋଗ କରିବାକୁ ଉପଦେଶ ଦେଇ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ