-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

ଉମାକାନ୍ତି ଓ ବିରୋଧ ତାଣ୍ଡି ପାଇଁ ନିର୍ବାଚନ ପ୍ରଚାର କଲେ ନରସିଂହ ଅଂଚଳର ବିକାଶ ପାଇଁ ଜିଲ୍ଲା ପରିଷଦ ରେ ପରିବର୍ତ୍ତନ ଆଣନ୍ତୁ - ନରସିଂହ

07-Feb-2022




ବଲାଙ୍ଗିର, ତା.୦୭.୦୨- ନିର୍ବାଚନ ପରେ ନିର୍ବାଚନ ଯାଉଛି । ଗ୍ରାମାଞ୍ଚଳକୁ ଆହୁରି ମଜବୁତ କରିବା ପ୍ରତିଶୃତି ଦେଇ ନିର୍ବାଚନ ଜିତିଲା ପରେ ଦଳ ଓ ନେତାମାନେ ଗାଁ ମଫସଲର ମୁହଁ ଦେଖୁ ନାହାନ୍ତି । ଫଳରେ ଗ୍ରାମାଞ୍ଚଳବାସୀଙ୍କ ଜୀବନ ଶୈଳୀ ରେ କୌଣସି ପରିବର୍ତ୍ତନ ଆସୁନାହିଁ । ଏପରିକି ଲୋକେ ତାଙ୍କର ସର୍ବନିମ୍ନ ଆବଶ୍ୟକତା ପାଇଁ ମଧ୍ୟ ରାଜରାସ୍ତାକୁ ଓହ୍ଲେଇ ଆନ୍ଦୋଳନ କରିବାକୁ ପଡୁଛି । ତେଣୁ ଯଦି ଆପଣମାନେ ଅଂଚଳ ର ବିକାଶ ଚାହୁଁଛନ୍ତି ତେବେ ଏଇ ଜିଲ୍ଲା ପରିଷଦ ନିର୍ବାଚନରେ ରାଜନୈତିକ ପରିବର୍ତ୍ତନ ଆଣିବା ପାଇଁ ହାତ ଚିହ୍ନରେ ଭୋଟ ଦିଅନ୍ତୁ ବୋଲି ପୁଇଁନ୍ତଲା ବ୍ଲକ ୧୯ ଓ ୧୮ ନମ୍ବର ଜୋନ ପ୍ରାର୍ଥୀନୀ ଉମାକାନ୍ତି ମହାନନ୍ଦ ଓ ବିରୋଧ ତାଣ୍ଡି ପାଇଁ ନିର୍ବାଚନ ପ୍ରଚାର ବେଳେ ବିଭିନ୍ନ ନିର୍ବାଚନୀ ସଭାମାନଙ୍କରେ ଗାଁ ଲୋକଙ୍କୁ ସଚେତନ କରିଛନ୍ତି । ଶ୍ରୀ ମିଶ୍ର ଆହୁରି କହିଛନ୍ତି ଯେ, ଆମ ରାଜ୍ୟର ପଶ୍ଚିମାଞ୍ଚଞ୍ଚଳରେ ଗ୍ରାମାଞ୍ଚଳମାନଙ୍କ ଆବସ୍ଥା ଆହୁରି ସଙ୍ଗିନ ରହିଛି । ରାଜ୍ୟରେ ଯାହା କିଛି ଉନ୍ନତି ହେଉଛି ତାହା ବି ପୂର୍ବାଞ୍ଚଳରେ ସୀମିତ ରହିଛି । କଂଗ୍ରେସ ଦଳ ୫୦ ଦଶକ ରୁ ଆରମ୍ଭ କରିଥିବା ଗ୍ରାମ୍ୟ ସଶକ୍ତିକରଣ ବିଗତ ୨୦ ବର୍ଷରେ ବାଟବଣା ହୋଇଛି । ଗ୍ରାମାଞ୍ଚଳକୁ ସୁଦୃଢ କରିବା ପାଇଁ ଯେତେ ସବୁ କଲ୍ୟାଣକାରୀ ଯୋଜନା କଂଗ୍ରେସ ଅମଳରେ ହୋଇଛି । କିନ୍ତୁ ଲୋକେ ଏହାର ହୃଦୟଙ୍ଗମ ନ କରି ବିଗତ ଦୁଇ ଦଶନ୍ଧିରେ କ୍ରମାଗତ ଭାବେ

ବିଜେଡି ଓ ବିଜେପି ଦଳକୁ ଭୋଟ ଦେଉଛନ୍ତି । ଫଳରେ ବିଜେପି ଓ ବିଜେଡି ରାଜ୍ୟରେ ମନ ଇଚ୍ଛା ଶାସନ କରୁଛନ୍ତି । ବିଜୟୀ ହେବା ପରେ ଛାତ୍ର ଯୁବକ କୃୃଷକ ଶ୍ରମିକ ପଛୁଆବର୍ଗ ଓ ଆଦିବାସୀଙ୍କ ସ୍ୱାର୍ଥ ବିରୋ।ଧୀ କାମ କରୁଛନ୍ତି । ତେଣୁ ଏଥର ଜିଲ୍ଲା ପରିଷଦ ନିର୍ବାଚନରେ ଏହି ଦଳମାନଙ୍କୁ ପ୍ରତ୍ୟାଖ୍ୟାନ କରି ଅଂଚଳର ବିକାଶ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କୁ ହାତ ଚିହ୍ନରେ ଭୋଟ ଦେଇ ଜୟଯୁକ୍ତ କରନ୍ତୁ ବୋଲି ଆହ୍ୱାନ କରିଛନ୍ତି । ଆଜିର ଏହି କାର୍ଯ୍ୟକ୍ରମରେ ବ୍ଲକ ସଭାପତି ଉମା ଶଙ୍କର ସାହୁ, ଦଳିତ ନେତା ଓମ୍ କୁମ୍ଭାର, ଜିଲ୍ଲା ପରିଷଦ ସେଲ ସଭାପତି ସାନନ୍ଦ ମିଶ୍ର, କଂଗ୍ରେସ ଜିଲ୍ଲା ସଂପାଦକ ସୁଶାନ୍ତ ଷଡଙ୍ଗୀ, ଶ୍ରୀନିବାସ ନାଏକ, ଜ୍ୟୋତିଷ ମୁଗ୍ରୀ, ଲଳିତ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like